ଜୀବନଚର୍ଯ୍ୟା

ହ୍ୟାଣ୍ଡ୍‌ ସାନିଟାଇଜର୍‌ ବ୍ୟବହାର କରୁଥିଲେ…

ସାଧାରଣତଃ ଦେଖାଯାଇଥାଏ, ହାତ ପରିଷ୍କାର କରିବାକୁ ବର୍ତ୍ତମାନ ସମୟରେ ବିଭିନ୍ନ ବ୍ରାଣ୍ଡ୍‌ର ହ୍ୟାଣ୍ଡ୍‌ସାନିଟାଇଜର୍‌ ବ୍ୟବହାର କରାଯାଉଛି। କିନ୍ତୁ ଏହାର ଉପଯୋଗ ଆପଣଙ୍କୁ ସୁସ୍ଥ ରଖିବା ପରିବର୍ତ୍ତେ ରୋଗଗ୍ରସ୍ତ…

5 years ago

ଅନେକ ରୋଗ ଦୂର କରେ ଶୁଣ୍ଠି

ଶୁଖିଲା ଅଦା ବା ଶୁଣ୍ଠି କେବଳ କବଳ ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ, ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଛି। ବିଶେଷକରି ଶୀତଦିନେ ଶୁଣ୍ଠିର…

5 years ago

ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦିଏ ସପୁରି

ସପୁରି ସ୍ବାସ୍ଥ୍ୟ ଉପକାରୀ ଗୁଣରେ ଭରପୂର। ଏଥିରେ ପୋଷକ ତତ୍ତ୍ୱ ସହ ଆଣ୍ଟି ଅକ୍ସିଡାଣ୍ଟର ଗୁଣ ମଧ୍ୟ ରହିଥାଏ। ଏକ ଗ୍ଲାସ ସପୁରି ରସରୁ ୧.୭ ଗ୍ରାମ…

5 years ago

ବେଡ୍‌ ଲାଇଟ୍‌ ବି ବଢ଼ାଏ ମହିଳାଙ୍କଠାରେ ମେଦବହୁଳତା…

କେତେକ ଶୋଇଲାବେଳେ ବେଡ୍‌ ଲାଇଟ୍‌ ଲଗାଇଥାନ୍ତି । ଅଧିକ ଆଲୋକରେ ଶୋଇବାକୁ ଭଲ ପାଉଥିବା ଲୋକେ ଏପରି କରିନ୍ତି। ତେବେ ବେଡ୍‌ଲାଇଟ୍‌ ଜଳାଇ ଶୋଇବା ଦ୍ୱାରା ମେଦବହୁଳତା…

5 years ago

ନିଆଁରେ ଶରୀରର କୌଣସି ଅଂଶ ପୋଡିଗଲେ, ଆପଣାନ୍ତୁ ….

ନିଆଁରେ ଶରୀରର କୌଣସି ଅଂଶ ପୋଡ଼ିଗଲେ, ସେହି ସ୍ଥାନ ପ୍ରବଳ ମାତ୍ରାରେ ପୋଡିଥାଏ। ତୁରନ୍ତ ସେହି ସ୍ଥାନରେ  ପାଣି କିମ୍ବା କିମ୍ବା ବରଫ ଲଗାଇଥାଉ। ହେଲେ ଏଥିଲାଗି…

5 years ago

ମକର ସଂକ୍ରାନ୍ତିରେ ଘରେ ପ୍ରସ୍ତୁତ କରନ୍ତୁ ଏହି ବ୍ୟଞ୍ଜନ

ସୂର୍ଯ୍ୟଙ୍କ ଉତ୍ତରାୟଣ ଗତିକୁ ସାରା ଦେଶରେ ମକର ସଂକ୍ରାନ୍ତି ପର୍ବ ଭାବେ ପାଳନ କରାଯାଏ। ହିନ୍ଦୁ ଧର୍ମରେ ଏହି ପର୍ବର ଏକ ସ୍ବତନ୍ତ୍ର ମହତ୍ୱ ରହିଛି। ଚଳିତ…

5 years ago

କିଡ୍‌ନୀ ଷ୍ଟୋନର ଘରୋଇ ଉପଚାର

ମନୁଷ୍ୟ ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ମଧ୍ୟରେ କିଡ୍‌ନୀ ବା ବୃକକ୍‌ ଅନ୍ୟତମ। ଶରୀରରେ ପାଣି ଭଳି ବିଭିନ୍ନ ତରଳପଦାର୍ଥ ଯଥା ମିନେରାଲ ଓ କେମିକାଲର ସ୍ତର ଠିକ୍‌…

5 years ago

ଶୀତଦିନେ ଆଜ୍‌ମାରୁ ଦୂରେଇ ରହିବେ କିପରି…

ଶୀତଦିନେ ପରିବେଶ ଥଣ୍ଡା ରହିବା ଯୋଗୁ କେତେକଙ୍କଠାରେ ନିଶ୍ୱାସପ୍ରଶ୍ୱାସ ନେବାରେ ସମସ୍ୟା ଦେଖାଦେଇଥାଏ। ଏହାକୁ ଚିକିତ୍ସକମାନେ ଆଜ୍‌ମା ସମସ୍ୟା ବୋଲି କହିଥାନ୍ତି। ଏଥିପାଇଁ ଔଷଧ ଖାଇବାକୁ ଚିକିତ୍ସକ…

5 years ago

ଉଲେନ୍‌ କପଡ଼ାର ଯତ୍ନ

ଶୀତଦିନେ ଭଳିକି ଭଳି ଉଲେନ୍‌ କପଡ଼ାର ବ୍ୟବହାର ନା କେବଳ ଆରାମଦାୟକ ବରଂ ଏହା ବେଶ୍‌ ଆକର୍ଷଣୀୟ ଏବଂ ଷ୍ଟାଇଲିସ୍‌ ଲୁକ୍‌ ବି ଦେଇଥାଏ। ତେବେ ଏହି…

5 years ago

ଦୂରକରନ୍ତୁ ରୁପି

ଶୀତଦିନେ ରୁପି ସମସ୍ୟା ଅନେକଙ୍କ ଲାଗି ଚିନ୍ତାର କାରଣ ପାଲଟେ, ଯାହାକୁ ରୋକିବା ଲାଗି ସେମାନେ ବିଭିନ୍ନ ଉପାୟ ଆପଣେଇଥାନ୍ତି। ହେଲେ ଏଭଳି କିଛି ଖାଦ୍ୟ ରହିଛି,…

5 years ago