ଜୀବନଚର୍ଯ୍ୟା

କର୍ମଜୀବୀ ଓ ମେକ୍‌ଅପ

ଓ୍ବାର୍କିଂ ଓ୍ବମେନ ଅର୍ଥାତ୍‌ କର୍ମଜୀବୀ ମହିଳା ନିଜର ଦୈନନ୍ଦିନ କାମକୁ ନେଇ ଏତେ ବ୍ୟସ୍ତ ଯେ ନିଜ ସୌନ୍ଦର୍ଯ୍ୟକୁ ଚମକଦାର ରଖିବା ପାଇଁ ଆବଶ୍ୟକ ସମୟ  ଦେଇପାରି…

5 years ago

ଟୁଥ୍‌ପେଷ୍ଟରେ ଥିବା ଲେବଲ୍‌ର ରଙ୍ଗ କ’ଣ ସୂଚନା ଦିଏ

ଟୁଥପେଷ୍ଟ ଆମ ନିତିଦିନିଆ ଜୀବନର ଏକ ନିହାତି ଦରକାରୀ ଜିନିଷ। ରାତି ପାହିଲେ ପିଲାଠାରୁ ବୟସ୍କ ସମସ୍ତେ ଏହାକୁ ଖୋଜି ବସନ୍ତି। ହେଲେ ଏଥିରେ ଥିବା ଲେବଲ୍‌ର…

5 years ago

ଘରୋଇ ଉପଚାରରେ ଦୂର କରନ୍ତୁ ଥଣ୍ଡା ସମସ୍ୟା

ଋତୁ ପରିବର୍ତ୍ତନ ଦ୍ୱାରା ମନୁଷ୍ୟ ଶରୀରରେ ଏହାର ଅନେକ ପ୍ରଭାବ ପଡ଼ିଥାଏ। ଏହି ଦିନଗୁଡ଼ିକରେ ଫ୍ଲ୍ୟୁ, ଭାଇରାଲ ଫିବର ଭଳି ଅନେକ ସମସ୍ୟା ଦେଖାଯାଇଥାଏ। ତେବେ ଶୀତଦିନେ…

5 years ago

ଶୀତଦିନେ ପାଦ ଓ ଆଙ୍ଗୁଳି ପୋଡ଼ାଜଳାରୁ ଦୂରେଇ ରହିବା ପାଇଁ କରନ୍ତୁ ଏପରି …

ନୂଆଦିଲ୍ଲୀ: ଶୀତଦିନେ ପରିବେଶ ଶୁଷ୍କ ଏବଂ ଥଣ୍ଡା ରହିଥାଏ। ଫଳରେ ଶରୀରର ନିମ୍ନ ଅଂଶରେ ରକ୍ତ ସଞ୍ଚାଳନ କମ ହୋଇଥାଏ। ତେଣୁ କେତେକଙ୍କଠାରେ ପାଦ ଓ ଆଙ୍ଗୁଳି…

5 years ago

ଡାଇବେଟିସ ରୋଗୀଙ୍କ ପାଇଁ ଲାଭଦାୟକ ସୋୟାବିନ୍‌

ଆମେରିକାସ୍ଥିତ ମାସାଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଏମ୍‌ଆଇଟି)ର ଏକ ଗବେଷଣାରୁ ଜଣାପଡ଼ିଛି, ଡାଇବେଟିସ ରୋଗୀଙ୍କ ପାଇଁ ସୋୟାବିନ ସବୁଠୁ ଲାଭଦାୟକ। ଏଥିରେ ଆଇସୋଫ୍ଲୋଭୋନେସ୍‌ ରହିଛି, ଯାହା ବ୍ଲଡ୍‌ ସୁଗାର ଓ…

5 years ago

ସ୍ମରଣ ଶକ୍ତି ବଢ଼ାଇବାର ସହଜ ଉପାୟ

ସ୍ମରଣ ଶକ୍ତି ବଢ଼ାଇବାର ଏକ ସହଜ ଉପାୟ ରହିଛି। ତାହା ପୁଣି ହାତପାଆନ୍ତାରେ। ଆପଣ ପ୍ରତିଦିନ କିଛି ସମୟ ସାଙ୍ଗମାନଙ୍କ ସହ ଗପୁଛନ୍ତି କି ? ଯଦି…

5 years ago

ପିଲାଙ୍କୁ ଡେଙ୍ଗା କରିବାକୁ ଚାହୁଁଥିଲେ କରାନ୍ତୁ ଏସବୁ ବ୍ୟାୟାମ

କୁହାଯାଏ, ନିର୍ଦ୍ଦିଷ୍ଟ ସମୟ ପର୍ଯ୍ୟନ୍ତ ପିଲା ବଢ଼ିଥା’ନ୍ତି। ତା’ ପରେ ଆଉ ବଢ଼ନ୍ତି ନାହିଁ। ତେଣୁ ପିଲାଙ୍କ ଉଚ୍ଚତା ଯଦି କମ୍‌ ହୋଇଥାଏ ଅଭିଭାବକମାନେ ମନ ଊଣା…

5 years ago

ବ୍ରେନ୍‌ ଷ୍ଟ୍ରୋକ୍‌

”ନିକଟରେ କରାଯାଇଥିବା ଏକ ସର୍ଭେ ଅନୁସାରେ ଆମ ଦେଶରେ ମୃତ୍ୟୁର ଦ୍ୱିତୀୟ ମୁଖ୍ୟ କାରଣ ହେଉଛି ବ୍ରେନ ଷ୍ଟ୍ରୋକ୍‌। ଆମ ଦେଶର ରାଜ୍ୟଗୁଡ଼ିକ ମଧ୍ୟରେ ପଶ୍ଚିମ ବଙ୍ଗଳା…

5 years ago

ଓଜନ କମାଇବ ମାଣ୍ଡିଆ ରୁଟି

ରୁଟି କଥା କହିଲେ ସମସ୍ତଙ୍କ ମନରେ ଆସିଥାଏ ଗହମ ଅଟା କିମ୍ବା ମଇଦାର ରୁଟି। ହେଲେ ସବୁବେଳେ ଗୋଟିଏ ପ୍ରକାର ରୁଟି ଖାଇ ଖାଇ ବିରକ୍ତ ହୋଇଯାଉଥିବା…

5 years ago

ଏସବୁ ରୋଗରୁ ମୁକ୍ତି ଦିଏ ଅଖରୋଟ୍‌

ଅଖ୍‌ରୋଟ୍‌ ମସ୍ତିଷ୍କ ଲାଗି ଉପକାରୀ ହୋଇଥାଏ ବୋଲି ଆପଣ ଜାଣିଥିବେ। ମାତ୍ର ଏହା ଖାଲି ମସ୍ତିଷ୍କ ପାଇଁ ନୁହେଁ ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। ଏଥିରୁ…

5 years ago