Advertisement

ଜୀବନଚର୍ଯ୍ୟା

କ୍ୟାଲ୍‌ସିୟମକ୍ୟାଲ୍‌ସିୟମ

କ୍ୟାଲ୍‌ସିୟମ

ଆମ ଶରୀରରେ କ୍ୟାଲସିୟମ ପରିମାଣ ସନ୍ତୁଳିତ ରହିଲେ ତାହା ଅସ୍ଥିକୁ ଦୃଢ଼ କରିଥାଏ। ତା’ ସହ ଆମକୁ କେତେକ ରୋଗରୁ ମଧ୍ୟ ରକ୍ଷା କରିଥାଏ। ତେଣୁ ଜଣେ…

5 years ago
କଫ ସମସ୍ୟାର ଘରୋଇ ଉପଚାରକଫ ସମସ୍ୟାର ଘରୋଇ ଉପଚାର

କଫ ସମସ୍ୟାର ଘରୋଇ ଉପଚାର

କଫଜନିତ ସମସ୍ୟାର ଲକ୍ଷଣ ଦେଖାଦେବା ମାତ୍ରେ ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରି ଔଷଧ ଖାଇବା ଦରକାର। ହେଲେ ଏପରି କେତେକ ଘରୋଇ ଉପାୟ ରହିଛି ଯାହାକୁ…

5 years ago
ପରିବାର ଓ ଡାଇବେଟିସ୍‌ପରିବାର ଓ ଡାଇବେଟିସ୍‌

ପରିବାର ଓ ଡାଇବେଟିସ୍‌

ଡାଇବେଟିସ୍‌ ଏକ ବିଶ୍ୱ ସ୍ବାସ୍ଥ୍ୟ ସମସ୍ୟା। ଏହା ଦ୍ରୁତ ହାରରେ ବଢି ଚାଲିଛି। ଏପରି କି ଭାରତ ପାଇଁ ଏହା ମହାମାରୀର ରୂପ ନେଲାଣି ବୋଲି ଚେତାବନୀ…

5 years ago
ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି…ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି…

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ପିଅନ୍ତୁ ଏହି ପାଣି…

ଶରୀର ପାଇଁ ଉଷୁମ ପାଣି ଚିକିତ୍ସା ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଏହାଦ୍ୱାରା ରକ୍ତ ସଞ୍ଚାଳନ ପ୍ରକିୟା ସ୍ବାଭାବିକ ହେବା ସହିତ ହାର୍ଟଆଟାକ୍‌ ଆଶଙ୍କା ଦୂର ହୋଇଥାଏ।…

5 years ago
ଶୀତଦିନେ କରନ୍ତୁ ସୂର୍ଯ୍ୟମୁଦ୍ରାଶୀତଦିନେ କରନ୍ତୁ ସୂର୍ଯ୍ୟମୁଦ୍ରା

ଶୀତଦିନେ କରନ୍ତୁ ସୂର୍ଯ୍ୟମୁଦ୍ରା

ସାଧାରଣତଃ ଯୋଗ କଲେ ଶରୀର ସୁସ୍ଥ ରହିଥାଏ ବୋଲି ସମସ୍ତଙ୍କୁ ଜଣା। ହେଲେ କେଉଁ ସମୟରେ କେଉଁ ଯୋଗ କରିବା ଉଚିତ୍‌ ତାହା ଯୋଗଗୁରୁଙ୍କ ପରାମର୍ଶରେ କଲେ…

5 years ago
ଆଖି ସମସ୍ୟା ଥିଲେ ଆପଣନ୍ତୁ ଏହିସବୁ ଉପାୟଆଖି ସମସ୍ୟା ଥିଲେ ଆପଣନ୍ତୁ ଏହିସବୁ ଉପାୟ

ଆଖି ସମସ୍ୟା ଥିଲେ ଆପଣନ୍ତୁ ଏହିସବୁ ଉପାୟ

ଆଖି ଶରୀରର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ଅଟେ। ଏହାଦ୍ୱାରା ଆମେ ସୁନ୍ଦର ପୃଥିବୀକୁ ଦେଖିବା ସଙ୍ଗେ ସଙ୍ଗେ ନିଜର ଜୀବନକୁ ଅତିବାହିତ କରିଥାଉ। ଏଥିପାଇଁ ଆଖିର ଯତ୍ନ…

5 years ago
ଚାଲିରୁ ଜାଣନ୍ତୁ ବ୍ୟକ୍ତିତ୍ୱଚାଲିରୁ ଜାଣନ୍ତୁ ବ୍ୟକ୍ତିତ୍ୱ

ଚାଲିରୁ ଜାଣନ୍ତୁ ବ୍ୟକ୍ତିତ୍ୱ

ମନୁଷ୍ୟର ଚାଲିଚଳଣ ଏବଂ ଭାବଭଙ୍ଗୀରୁ ବ୍ୟକ୍ତିତ୍ୱ ସମ୍ପର୍କରେ ଅନେକ କଥା ଜାଣିହୁଏ। ତେବେ ଆସନ୍ତୁ ଜାଣିବା ବ୍ୟକ୍ତିଙ୍କ ଚାଲି ତାଙ୍କ ବ୍ୟକ୍ତିତ୍ୱ ସମ୍ପର୍କରେ କ’ଣ ସୂଚନା ଦିଏ...…

5 years ago
ଏସବୁ କାରଣ ଯୋଗୁ ପ୍ରେମ ସମ୍ପର୍କରେ ଆସିଥାଏ ତିକ୍ତତାଏସବୁ କାରଣ ଯୋଗୁ ପ୍ରେମ ସମ୍ପର୍କରେ ଆସିଥାଏ ତିକ୍ତତା

ଏସବୁ କାରଣ ଯୋଗୁ ପ୍ରେମ ସମ୍ପର୍କରେ ଆସିଥାଏ ତିକ୍ତତା

ପ୍ରେମରେ ମନୋମାଳିନ୍ୟ ଓ ଛୋଟ ଛୋଟ ଝଗଡ଼ା ସାଧାରଣ କଥା। ହେଲେ ଅନେକ ସମୟରେ ଏହି ଝଗଡ଼ା ସମ୍ପର୍କ ଭାଙ୍ଗିଦେଇଥାଏ। ସାମାନ୍ୟ କଥାରେ ଅଲଗା ହୋଇଯିବା ଯୋଗୁ…

5 years ago
ଉଚ୍ଚ ରକ୍ତଚାପ ଏବଂ ଡାଇବେଟିସ୍‌ରୁ ଦୂରେଇ ରହିବା ଲାଗି ସକାଳୁ କରନ୍ତୁନି ଏପରି …ଉଚ୍ଚ ରକ୍ତଚାପ ଏବଂ ଡାଇବେଟିସ୍‌ରୁ ଦୂରେଇ ରହିବା ଲାଗି ସକାଳୁ କରନ୍ତୁନି ଏପରି …

ଉଚ୍ଚ ରକ୍ତଚାପ ଏବଂ ଡାଇବେଟିସ୍‌ରୁ ଦୂରେଇ ରହିବା ଲାଗି ସକାଳୁ କରନ୍ତୁନି ଏପରି …

ସକାଳେ ଉଠି ସ୍ମାର୍ଟଫୋନ୍‌ ବ୍ୟବହାର କରିବା ଦ୍ୱାରା ମାନସିକ ସ୍ଥିତି ଉପରେ ଖରାପ ପ୍ରଭାବ ପଡ଼ିଥାଏ । ଅନେକ ସକାଳେ ଉଠି ଇ-ମେଲ୍‌ କିମ୍ବା ମେସେଜ୍‌ ଚେକ୍‌…

5 years ago
ଲିଭର ନଷ୍ଟ ହେଲେ ଦେଖାଦେଇଥାଏ ଏହିସବୁ ଲକ୍ଷଣଲିଭର ନଷ୍ଟ ହେଲେ ଦେଖାଦେଇଥାଏ ଏହିସବୁ ଲକ୍ଷଣ

ଲିଭର ନଷ୍ଟ ହେଲେ ଦେଖାଦେଇଥାଏ ଏହିସବୁ ଲକ୍ଷଣ

ନିଶା ସେବନ ଦ୍ୱାରା ଲିଭର ନଷ୍ଟ ହୋଇଥାଏ ବୋଲି ଅନେକଙ୍କ ଧାରଣା ରହିଛି। ମାତ୍ର ଏହା ସବୁକ୍ଷେତ୍ରରେ ହୋଇ ନ ଥାଏ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି।…

5 years ago