Advertisement

ଜୀବନଚର୍ଯ୍ୟା

ଘରକୁ ଦିଅନ୍ତୁ କଲରଫୁଲ୍‌ ଲୁକ୍‌ଘରକୁ ଦିଅନ୍ତୁ କଲରଫୁଲ୍‌ ଲୁକ୍‌

ଘରକୁ ଦିଅନ୍ତୁ କଲରଫୁଲ୍‌ ଲୁକ୍‌

କଲରଫୁଲ୍‌ ଡେକୋରେଟିଭ୍‌ ଆଇଟମ୍‌ ଘରକୁ ଆକର୍ଷଣୀୟ ଓ ଫ୍ରେସ୍‌ ଲୁକ୍‌ ଦେଇଥାଏ। ଯଦି ଦୀପାବଳିରେ ଆପଣ ନିଜ ଘରକୁ ଏପରି ସଜାଇବାକୁ ଚାହୁଁଛନ୍ତି ତେବେ ଆପଣାନ୍ତୁ କିଛି…

5 years ago
ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଚାମୁଚେ…ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଚାମୁଚେ…

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଚାମୁଚେ…

ମହୁରେ ଅନେକ ପୋଷକ ତତ୍ତ୍ୱ ରହିଥାଏ। ପ୍ରତିଦିନ ସକାଳେ ଚାମୁଚେ ମହୁ ଖାଇଲେ କୋଲେଷ୍ଟରଲସ୍ତର ନିୟନ୍ତ୍ରିତ ହୋଇଥାଏ। ଫଳରେ ହାର୍ଟଆଟାକ୍‌ ସମସ୍ୟା ଦୂର ହୋଇଥାଏ ବୋଲି ଆୟୁର୍ବେଦରେ…

5 years ago
ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ହ୍ବାଇଟ୍‌ ଟିଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ହ୍ବାଇଟ୍‌ ଟି

ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ହ୍ବାଇଟ୍‌ ଟି

ମୋଟାପଣ ଓ କୋଲେଷ୍ଟୋରଲ୍‌ ବୃଦ୍ଧିକୁ ନେଇ ଚିନ୍ତିତ ଥିବା ବ୍ୟକ୍ତିଙ୍କ ପାଇଁ ଆସିଛି ନୂଆ ଫର୍ମୁଲା। ହ୍ବାଇଟ୍‌ ଟି’। ଏହା ଆପଣଙ୍କ ସ୍ବାସ୍ଥ୍ୟକୁ ସୁନ୍ଦର, ସତେଜ ରଖିବା…

5 years ago
ସକାଳ ଖରାରେ ବସନ୍ତୁ ମାତ୍ର ୫ ମିନିଟ୍‌…ସକାଳ ଖରାରେ ବସନ୍ତୁ ମାତ୍ର ୫ ମିନିଟ୍‌…

ସକାଳ ଖରାରେ ବସନ୍ତୁ ମାତ୍ର ୫ ମିନିଟ୍‌…

ସକାଳେ ୫ ମିନିଟ୍‌ ପାଇଁ ଯେଉଁମାନେ ଖରାରେ ବସନ୍ତି ସେମାନେ ଦୀର୍ଘ ଦିନ ପର୍ଯ୍ୟନ୍ତ ସୁସ୍ଥ ରହିଥାଆନ୍ତି ବୋଲି ଆୟୁର୍ବେଦରେ ବର୍ଣ୍ଣନା କରାଯାଇଛି। -ପ୍ରତିଦିନ ସକାଳେ ଖରାରେ…

5 years ago
ପିଠି ଯନ୍ତ୍ରଣା ପାଇଁ ନୂଆ ଇଞ୍ଜେକ୍‌ଶନପିଠି ଯନ୍ତ୍ରଣା ପାଇଁ ନୂଆ ଇଞ୍ଜେକ୍‌ଶନ

ପିଠି ଯନ୍ତ୍ରଣା ପାଇଁ ନୂଆ ଇଞ୍ଜେକ୍‌ଶନ

ପିଠି ଯନ୍ତ୍ରଣାରୁ ଉପଶମ ପାଇବା ପାଇଁ ଆମେ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଔଷଧ ଖାଇଥାଉ। ଏପରିକି କେତେକ ଘରୋଇ ଉପଚାର ମାଧ୍ୟମରେ ଏହି ଯନ୍ତ୍ରଣାକୁ କେତେକାଂଶରେ ଲାଘବ…

5 years ago
ସକାରାତ୍ମକ ମାନସିକତା ଓ ସୁସ୍ଥ ହାର୍ଟସକାରାତ୍ମକ ମାନସିକତା ଓ ସୁସ୍ଥ ହାର୍ଟ

ସକାରାତ୍ମକ ମାନସିକତା ଓ ସୁସ୍ଥ ହାର୍ଟ

ହୃଦ୍‌ଜନିତ ରୋଗ ଆଜିକାଲି ଏକ ସାଧାରଣ କଥା ପାଲଟି ଗଲାଣି ବୋଲି କୁହାଯାଇପାରେ। ଅସନ୍ତୁଳିତ ଜୀବନଶୈଳୀ ବ୍ୟତୀତ ବ୍ଲଡପ୍ରେସର, ଡାଇବେଟିସ୍‌ ଆଦି ସ୍ବାସ୍ଥ୍ୟ ସମସ୍ୟାର ପ୍ରଭାବ ହାର୍ଟ…

5 years ago
ଏଚ୍‌ଆଇଭି ଭୂତାଣୁକୁ ନିୟନ୍ତ୍ରଣ କରିବ ଗ୍ଲାଇକୋପଲିମରଏଚ୍‌ଆଇଭି ଭୂତାଣୁକୁ ନିୟନ୍ତ୍ରଣ କରିବ ଗ୍ଲାଇକୋପଲିମର

ଏଚ୍‌ଆଇଭି ଭୂତାଣୁକୁ ନିୟନ୍ତ୍ରଣ କରିବ ଗ୍ଲାଇକୋପଲିମର

ବର୍ତ୍ତମାନ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ସାଜିଥିବା ରୋଗଗୁଡିକ ମଧ୍ୟରୁ ଏଡ୍‌ସ ଅନ୍ୟତମ। ଏଚ୍‌ଆଇଭି ଭାଇରସ ଯୋଗୁ ଏହି ରୋଗ ହୋଇଥାଏ। ତେବେ ଏଭଳି ଭାଇରସକୁ ନିିୟନ୍ତ୍ରଣରେ…

5 years ago
ଦୀପାବଳି ଓ ପ୍ରଦୂଷଣଦୀପାବଳି ଓ ପ୍ରଦୂଷଣ

ଦୀପାବଳି ଓ ପ୍ରଦୂଷଣ

”ଶବ୍ଦ ପ୍ରଦୂଷଣ ମାତ୍ରାକୁ ନିୟନ୍ତ୍ରଣ କରିବା ପାଇଁ ସ୍ବଳ୍ପ ଡେସିବେଲଯୁକ୍ତ ଶବ୍ଦ ବାଣ ଫୁଟାଇବା ଦରକାର । ଅଧିକ ଶବ୍ଦ କରୁଥିବା ବାଣ କେବଳ ଶ୍ରବଣ ଶକ୍ତିକୁ…

5 years ago
କେତେ ଉପକାରୀ ଜୁସ୍‌କେତେ ଉପକାରୀ ଜୁସ୍‌

କେତେ ଉପକାରୀ ଜୁସ୍‌

ତଟକା ଫଳମୂଳରେ ପ୍ରସ୍ତୁତ ଜୁସ୍‌ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା କହିବା ବାହୁଲ୍ୟ। ଜୁସ୍‌ରେ ଭିଟାମିନ୍‌-ଏ, ସି, ଇ ଏବଂ ଫୋଲିକ ଏସିଡ ଭରି ରହିଛି।…

5 years ago
ନୋବେଲ ପୁରସ୍କାର ପଦାର୍ଥ ବିଜ୍ଞାନ-୨୦୧୯ : ବିଶ୍ୱର ଗଠନ ଓ ଇତିହାସନୋବେଲ ପୁରସ୍କାର ପଦାର୍ଥ ବିଜ୍ଞାନ-୨୦୧୯ : ବିଶ୍ୱର ଗଠନ ଓ ଇତିହାସ

ନୋବେଲ ପୁରସ୍କାର ପଦାର୍ଥ ବିଜ୍ଞାନ-୨୦୧୯ : ବିଶ୍ୱର ଗଠନ ଓ ଇତିହାସ

”ଏହି ଅଜଣା ବସ୍ତୁର ନାମ ‘କୃଷ୍ଣବସ୍ତୁ’ ଓ ‘କୃଷ୍ଣଶକ୍ତି’ ଦିଆଯାଇଛି । ପରବର୍ତ୍ତୀ ଅଧ୍ୟୟନରୁ ଜଣାପଡ଼ିଛି ଯେ ବିଶ୍ୱରେ ୨୬ ପ୍ରତିଶତ ହେଉଛି କୃଷ୍ଣବସ୍ତୁ ଓ ୬୯…

5 years ago