Advertisement

ଜୀବନଚର୍ଯ୍ୟା

ଫୁଡ୍‌ ପଏଜନିଂଫୁଡ୍‌ ପଏଜନିଂ

ଫୁଡ୍‌ ପଏଜନିଂ

ଏବେ ବର୍ଷାଦିନ। ଏଣୁତେଣୁ ଖାଦ୍ୟ ଏବଂ ଦୂଷିତପାଣି ସଂସ୍ପର୍ଶରେ ଆସିଲେ ଫୁଡ୍‌ ପଏଜନିଂ ପରି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ଏପରି କି ଏହି ସମସ୍ୟା ଗୁରୁତର ହେଲେ…

6 years ago
ଯନ୍ତ୍ରଣାରୁ ଉପଶମ ଦେବ ଡିଭାଇସଯନ୍ତ୍ରଣାରୁ ଉପଶମ ଦେବ ଡିଭାଇସ

ଯନ୍ତ୍ରଣାରୁ ଉପଶମ ଦେବ ଡିଭାଇସ

କାଲିଫର୍ନିଆରେ ଥିବା ମେଡ୍‌ଟେକ୍‌ କମ୍ପାନୀ ଅଧୀନ ମାୟୋସାଇନ୍ସ ନାମକ ସଂସ୍ଥାର ଗବେଷକମାନେ ଏକ ଆୟୋଭେରା-ସି କ୍ରାୟୋଆନାଲଜେସିଆ ଡିଭାଇସ ପ୍ରସ୍ତୁତ କରିଛନ୍ତି। ଏହା ଯନ୍ତ୍ରଣା ଲାଘବ କରିବାରେ ଅନେକାଂଶରେ…

6 years ago
କୋଲୋନ୍‌ କ୍ୟାନ୍‌ସର ଓ ଭେଣ୍ଡିକୋଲୋନ୍‌ କ୍ୟାନ୍‌ସର ଓ ଭେଣ୍ଡି

କୋଲୋନ୍‌ କ୍ୟାନ୍‌ସର ଓ ଭେଣ୍ଡି

କୋଲୋନ୍‌ କ୍ୟାନ୍‌ସରରେ ଆକ୍ରାନ୍ତ ବ୍ୟକ୍ତିଙ୍କ ପାଇଁ ଭେଣ୍ଡି ଉପକାରୀ ସାବ୍ୟସ୍ତ ହୋଇଥାଏ। ୟୁନିଭର୍ସିଟି ଅଫ୍‌ ଲଣ୍ଡନର ପୁଷ୍ଟିବିଜ୍ଞାନୀମାନେ ଭେଣ୍ଡିର ସ୍ବାସ୍ଥ୍ୟୋପକାରୀ ଗୁଣ ସମ୍ପର୍କରେ ଗବେଷଣା କରିବା ସମୟରେ…

6 years ago
ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ପ୍ରତିଦିନ ଏଥିରୁ ଚାମୁଚେ…ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ପ୍ରତିଦିନ ଏଥିରୁ ଚାମୁଚେ…

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ପ୍ରତିଦିନ ଏଥିରୁ ଚାମୁଚେ…

ଶରୀରର ଆବଶ୍ୟକତା ପୂରଣ ଲାଗି ପ୍ରତିଦିନ ଖାଦ୍ୟରେ ଚାମୁଚେ ଗୁଆଘିଅ ସାମିଲ କଲେ ବେଶ୍‌ ସୁଫଳ ମିଳିଥାଏ। ଏହା ହାର୍ଟ ଆଟାକ୍‌ ଓ ମେଦବହୁଳତା ଆଶଙ୍କା ଦୂର…

6 years ago
ସ୍ତନ୍ୟପାନ କରାଉଥିଲେ ଧୂମପାନ ହାନିକାରକସ୍ତନ୍ୟପାନ କରାଉଥିଲେ ଧୂମପାନ ହାନିକାରକ

ସ୍ତନ୍ୟପାନ କରାଉଥିଲେ ଧୂମପାନ ହାନିକାରକ

ଧୂମପାନ କରିବା ଏବଂ ଏହା ସଂସ୍ପର୍ଶରେ ରହିବା ଉଭୟ ସ୍ବାସ୍ଥ୍ୟ ପାଇଁ ହାନିକାରକ। ଏହା ସବୁଠୁ ଅଧିକ ମହିଳାଙ୍କ ପାଇଁ କ୍ଷତିକାରକ ହୋଇଥାଏ, ଯେଉଁମାନେ ନବଜାତକଙ୍କୁ ସ୍ତନ୍ୟପାନ…

6 years ago
ଅତ୍ୟଧିକ ଆମ୍ବ ସେବନ ସ୍ବାସ୍ଥ୍ୟପକ୍ଷେ ହାନିକାରକଅତ୍ୟଧିକ ଆମ୍ବ ସେବନ ସ୍ବାସ୍ଥ୍ୟପକ୍ଷେ ହାନିକାରକ

ଅତ୍ୟଧିକ ଆମ୍ବ ସେବନ ସ୍ବାସ୍ଥ୍ୟପକ୍ଷେ ହାନିକାରକ

ଆମ୍ବ ଦେଖିବାକୁ ଯେତିକି ସୁନ୍ଦର ଖାଇବାକୁ ତା’ଠୁ ଅଧିକ ସ୍ବାଦିଷ୍ଟ। ବର୍ଷାଦିନରେ ଆମ୍ବର ମଜା ନେବାକୁ ପ୍ରାୟ ସମସ୍ତଙ୍କୁ ବେଶି ପସନ୍ଦ ହୋଇଥାଏ। ଏହା ପୋଷକ ତତ୍ତ୍ୱ…

6 years ago
ଫାଷ୍ଟଫୁଡ୍‌ ଖାଉଥିଲେ କିଛି କଥା ପ୍ରତି ଦିଅନ୍ତୁ ଧ୍ୟାନ, ରହିବେ ସୁସ୍ଥଫାଷ୍ଟଫୁଡ୍‌ ଖାଉଥିଲେ କିଛି କଥା ପ୍ରତି ଦିଅନ୍ତୁ ଧ୍ୟାନ, ରହିବେ ସୁସ୍ଥ

ଫାଷ୍ଟଫୁଡ୍‌ ଖାଉଥିଲେ କିଛି କଥା ପ୍ରତି ଦିଅନ୍ତୁ ଧ୍ୟାନ, ରହିବେ ସୁସ୍ଥ

ବଜାରରେ ମିଳୁଥିବା ଫାଷ୍ଟଫୁଡ୍‌ ଖାଇବାକୁ ପ୍ରାୟ ସମସ୍ତଙ୍କୁ ଭଲ ଲାଗିଥାଏ। ଏହା ପାଟିକୁ ସୁଆଦିଆ ମାତ୍ର ଦେହ ପ୍ରତି କ୍ଷତିକାରକ। ଫାଷ୍ଟଫୁଡ୍‌ ଖାଇବା ପରେ କିଛି କଥା…

6 years ago
ଟ୍ରେଣ୍ଡି ରେନ୍‌କୋଟ୍‌ଟ୍ରେଣ୍ଡି ରେନ୍‌କୋଟ୍‌

ଟ୍ରେଣ୍ଡି ରେନ୍‌କୋଟ୍‌

ବର୍ଷାଦିନେ ଛତା ଓ ରେନ୍‌କୋଟ୍‌ର ଚାହିଦା ଖୁବ୍‌ ବଢ଼ିଯାଏ। ଆଉ ସେହି ଚାହିଦାକୁ ଦେଖି ଦିନକୁ ଦିନ ନୂଆ ନୂଆ ଡିଜାଇନ୍‌ର ଛତା ଓ ରେନ୍‌କୋଟ୍‌ ବି…

6 years ago
ଆର୍ଥ୍ରାଇଟିସ୍‌ ସମସ୍ୟାରୁ ମୁକୁଳିବା ପାଇଁ…ଆର୍ଥ୍ରାଇଟିସ୍‌ ସମସ୍ୟାରୁ ମୁକୁଳିବା ପାଇଁ…

ଆର୍ଥ୍ରାଇଟିସ୍‌ ସମସ୍ୟାରୁ ମୁକୁଳିବା ପାଇଁ…

ତୁଳସୀ ପତ୍ର ବା ଏହାର ରସ ନିୟମିତ ସେବନ କରୁଥିବା ବ୍ୟକ୍ତି ଅନ୍ୟମାନଙ୍କ ଅପେକ୍ଷା ଅଧିକ ସୁସ୍ଥ ରୁହନ୍ତି ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ ମତ ଦିଅନ୍ତି। କାରଣ…

6 years ago
ସକାଳେ ଏଥିରୁ ଅଧାଗ୍ଲାସେ ରଖେ କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ…ସକାଳେ ଏଥିରୁ ଅଧାଗ୍ଲାସେ ରଖେ କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ…

ସକାଳେ ଏଥିରୁ ଅଧାଗ୍ଲାସେ ରଖେ କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ…

ସକାଳୁ ନିତ୍ୟକର୍ମ ସାରି ଅଙ୍ଗୁର ଜୁସ୍‌ ପିଇଲେ ସ୍ବାସ୍ଥ୍ୟ ଲାଗି ଖୁବ୍‌ ଭଲ। କିଡ୍‌ନୀ ଷ୍ଟୋନରୁ ଦୂରେଇ ରହିବା ପାଇଁ ପ୍ରତିଦିନ ସକାଳେ ଅଧାଗ୍ଲାସେ ଅଙ୍ଗୁର ଜୁସ୍‌…

6 years ago