Advertisement

ଜୀବନଚର୍ଯ୍ୟା

ହରମୋନସ୍ତର ନିୟନ୍ତ୍ରଣ ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସ୍‌….ହରମୋନସ୍ତର ନିୟନ୍ତ୍ରଣ ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସ୍‌….

ହରମୋନସ୍ତର ନିୟନ୍ତ୍ରଣ ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସ୍‌….

ବାୟୁପ୍ରଦୂଷଣ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କର ହରମୋନସ୍ତରରେ ଅନିୟମିତତା ଦେଖାଦେଇଥାଏ। ତେବେ ସହଜ ଘରୋଇ ଚିକିତ୍ସାରେ ଏଥିରୁ ମୁକ୍ତି ମିଳିପାରେ। ସକାଳୁ ନିତ୍ୟକର୍ମ ପରେ ଅଧାଗ୍ଲାସ…

6 years ago
ମାନସିକ ଶାନ୍ତି ଆଣିଥାଏ ଏହି ବ୍ୟାୟାମ…ମାନସିକ ଶାନ୍ତି ଆଣିଥାଏ ଏହି ବ୍ୟାୟାମ…

ମାନସିକ ଶାନ୍ତି ଆଣିଥାଏ ଏହି ବ୍ୟାୟାମ…

ଆଖି ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। ପ୍ରତିଦିନ ଆଖିର ବ୍ୟାୟାମ କଲେ ସୁଫଳ ମିଳିଥାଏ। ଦୁଇହାତ ପାପୁଲିକୁ ଘଷି ଘଷି ଗରମ କରି ବନ୍ଦ ଆଖି ଉପରେ ପାପୁଲିକୁ…

6 years ago
ହାତରୁ ଲୁଣ ପଡ଼ିଗଲେ ହୋଇଥାଏ ଏହି କ୍ଷତିହାତରୁ ଲୁଣ ପଡ଼ିଗଲେ ହୋଇଥାଏ ଏହି କ୍ଷତି

ହାତରୁ ଲୁଣ ପଡ଼ିଗଲେ ହୋଇଥାଏ ଏହି କ୍ଷତି

ଲୁଣ ବିନା ଖାଦ୍ୟର ସ୍ବାଦ ନାହିଁ। କିନ୍ତୁ ଜାଣିଛନ୍ତି ଲୁଣ ହାତରୁ ପଡ଼ିଗଲେ ଜୀବନରେ କ’ଣ ସମସ୍ୟା ସୃଷ୍ଟି ହୋଇଥାଏ। ବାସ୍ତୁଶାସ୍ତ୍ର ଅନୁସାରେ, ଲୁଣକୁ ଠିକ୍‌ ଭାବେ…

6 years ago
ସମର ଫ୍ୟାଶନରେ ‘ଅରେଞ୍ଜ୍‌’ ଟ୍ରେଣ୍ଡସମର ଫ୍ୟାଶନରେ ‘ଅରେଞ୍ଜ୍‌’ ଟ୍ରେଣ୍ଡ

ସମର ଫ୍ୟାଶନରେ ‘ଅରେଞ୍ଜ୍‌’ ଟ୍ରେଣ୍ଡ

ଭୁବନେଶ୍ୱର,୨୨।୪(ବ୍ୟୁରୋ)-ଫ୍ୟାଶନର ପରିଭାଷା ଦିନକୁ ଦିନ ପରିବର୍ତ୍ତନ ହେଉଥିବା ବେଳେ ଏଥିରେ ପ୍ରତିଦିନ ନୂଆ ନୂଆ ଷ୍ଟାଇଲ୍‌ ଓ ଷ୍ଟେଟ୍‌ମେଣ୍ଟ ଦେଖିବାକୁ ମିଳୁଛି। ଆଗରୁ କେବଳ କଳା, ଧଳା…

6 years ago
ମେଦବହୁଳତାରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ଦିନକୁ ଏଥିରୁ ଖାଆନ୍ତୁ ଚାମଚେ…ମେଦବହୁଳତାରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ଦିନକୁ ଏଥିରୁ ଖାଆନ୍ତୁ ଚାମଚେ…

ମେଦବହୁଳତାରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ଦିନକୁ ଏଥିରୁ ଖାଆନ୍ତୁ ଚାମଚେ…

ପ୍ରତିଦିନ ଶରୀର ଲାଗି ଫ୍ୟାଟ ଆବଶ୍ୟକ ହୋଇଥାଏ। ଶରୀରର ଆବଶ୍ୟକତା ପୂରଣ ଲାଗି ପ୍ରତିଦିନ ଖାଦ୍ୟରେ ଗୋଟିଏ ଚାମଚେ ଗୁଆଘିଅ ସାମିଲ କଲେ ବେଶ୍‌ ସୁଫଳ ମିଳିଥାଏ।…

6 years ago
ଆଜ୍‌ମାରୁ ଦୂରେଇ ରହିବା ପାଇଁ ସକାଳେ ୧୫ ମିନିଟ୍‌ ଏପରି କରନ୍ତୁ…ଆଜ୍‌ମାରୁ ଦୂରେଇ ରହିବା ପାଇଁ ସକାଳେ ୧୫ ମିନିଟ୍‌ ଏପରି କରନ୍ତୁ…

ଆଜ୍‌ମାରୁ ଦୂରେଇ ରହିବା ପାଇଁ ସକାଳେ ୧୫ ମିନିଟ୍‌ ଏପରି କରନ୍ତୁ…

ଆଜ୍‌ମା ସମସ୍ୟାରୁ ଦୂରେଇ ରହିବା ପାଇଁ ପ୍ରତିଦିନ ସକାଳେ ୧୫ ମିନିଟ୍‌ କଅଁଳ ଖରାରେ ବସିଲେ ସୁଫଳ ମିଳିଥାଏ। ଏଥିରେ ଭିଟାମିନ୍‌-ଡି ରହିଥାଏ। ଭିଟାମିନ୍‌-ଡି’ ଅନେକ ରୋଗର…

6 years ago
ଶୋଇବା ପୂର୍ବରୁ ପିଅନ୍ତୁ ଉଷୁମ ପାଣି, ମିଳିବ ଏହି ଫାଇଦାଶୋଇବା ପୂର୍ବରୁ ପିଅନ୍ତୁ ଉଷୁମ ପାଣି, ମିଳିବ ଏହି ଫାଇଦା

ଶୋଇବା ପୂର୍ବରୁ ପିଅନ୍ତୁ ଉଷୁମ ପାଣି, ମିଳିବ ଏହି ଫାଇଦା

ଗରମଦିନରେ ଥଣ୍ଡାପାଣି ସମସ୍ତଙ୍କର ପ୍ରିୟ ହୋଇଥାଏ। କିନ୍ତୁ ଉଷୁମ ପାଣି ଦେହକୁ ସୁସ୍ଥ ରଖିଥାଏ। ଉଷୁମ ପାଣି ପିଇଲେ ଶରୀରରୁ ବ୍ୟାକ୍ଟେରିଆ ମରି ଯାଇଥାନ୍ତି। ଅଧିକାଂଶ ଲୋକ…

6 years ago
କୋଲେଷ୍ଟରଲ କମାଇବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାକପ୍‌…କୋଲେଷ୍ଟରଲ କମାଇବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାକପ୍‌…

କୋଲେଷ୍ଟରଲ କମାଇବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାକପ୍‌…

ସକାଳେ ନିତ୍ୟକର୍ମ ସାରି ଡାଲଚିନି ଚା‘ ପିଇଲେ ଏହା ଶରୀର ପାଇଁ ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ଏହା ରକ୍ତ ଶର୍କରାକୁ ନିୟନ୍ତ୍ରଣ କରିବା ସହିତ କୋଲେଷ୍ଟରଲସ୍ତର…

6 years ago
ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଅଭ୍ୟାସକରି ପ୍ରତିଦିନ ସକାଳେ ଖାଲିପାଦରେ ଘାସରେ ଚାଲିଲେ ଅନେକ ଉପକାର ମିଳିଥାଏ। ଘାସ ଉପରେ ପଡ଼ିଥିବା କାକର ପାଦରେ ଲାଗିଲେ ମସ୍ତିଷ୍କର…

6 years ago
ଏସିଡିଟି ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳୁ ଏଥିରୁ ପିଅନ୍ତୁ ଅଧାଗ୍ଲାସ…ଏସିଡିଟି ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳୁ ଏଥିରୁ ପିଅନ୍ତୁ ଅଧାଗ୍ଲାସ…

ଏସିଡିଟି ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳୁ ଏଥିରୁ ପିଅନ୍ତୁ ଅଧାଗ୍ଲାସ…

ଥଣ୍ଡା କ୍ଷୀର ପିଇଲେ ଅନେକ ସୁଫଳ ମିଳିଥାଏ। ଏହା ଦ୍ୱାରା ଏସିଡିଟି ସମସ୍ୟା ଦୂର ହୁଏ। ଏହା ପାଚନ କ୍ରିୟାକୁ ସ୍ବାଭାବିକ କରିବା ସହିତ ହାଇଡ୍ରୋକ୍ଲୋରିକ୍‌ ଏସିଡ୍‌…

6 years ago