ଜୀବନଚର୍ଯ୍ୟା

ଆର୍ଟିଫିସିଆଲ୍‌ ଜୁଏଲେରୀ କେୟାର୍‌

ବର୍ତ୍ତମାନ ଭଳିକି ଭଳି ଆର୍ଟିଫିସିଆଲ୍‌ ଜୁଏଲେରୀ ଟ୍ରେଣ୍ଡ୍‌ରେ ରହିଛି। କମ୍‌ ଖର୍ଚ୍ଚରେ ଏକାଧିକ ଜୁଏଲେରୀ କିଣି ହେଉଥିବାରୁ ଏହାକୁ ସମସ୍ତେ ପସନ୍ଦ କରୁଛନ୍ତି। ହେଲେ ସାମାନ୍ୟ ଅବହେଳାରେ ଏସବୁ ଶୀଘ୍ର ଖରାପ ହୋଇଯିବାର ଆଶଙ୍କା ରହିଛି। ତେଣୁ ଏଭଳି ଜୁଏଲେରୀର...

ଗ୍ରୀଷ୍ମରେ ଫଙ୍ଗାଲ ଇନ୍‌ଫେକ୍ସନ

ଖରାଦିନେ ଅଧିକ ଗରମ ଯୋଗୁ ଅନେକଙ୍କ ଠାରେ ଝାଳ ଲାଗି କୁଣ୍ଡେଇ ହେବା, ଲାଲ୍‌ ପଡିବା କିମ୍ବା ଫଙ୍ଗାଲ ଇନ୍‌ଫେକ୍ସନ ଭଳି ସମସ୍ୟା ଦେଖା ଦେଇଥାଏ। ହେଲେ ଅନେକ ମହିଳା ଲାଜରେ ଏହାକୁ ଲୁଚାଇଥାନ୍ତି, ଆଉ ଏହି ସାମାନ୍ୟ ଅବହେଳା...

ସନ୍‌ଗ୍ଲାସ୍‌ ଫ୍ୟାଶନ୍‌

ଷ୍ଟାଇଲିଶ୍‌ ଏବଂ ଟ୍ରେଣ୍ଡି ଦେଖାଯିବା ପାଇଁ ଯୁବପିଢ଼ି ନୂଆ ନୂଆ ଫ୍ୟାଶନ୍‌କୁ ଆପଣେଇଥା’ନ୍ତି । ଏହାର ଜ୍ୱଳନ୍ତ ଉଦାହରଣ ସନ୍‌ଗ୍ଲାସ୍‌। ସବୁ ସମୟରେ ଏହା ବ୍ୟବହାର ହେଉଥିଲେ ବି ଖରାଦିନେ ଏହାର ଚାହିଦା ସବୁଠୁ ଅଧିକ। ଏହାକୁ ଆଖି ଆଗରେ...

ଘରେ କଳହ ଯୋଗୁ ଅଶାନ୍ତି ବଢ଼ୁଛି କି? ଲୁଣକୁ ଏଭଳି ବ୍ୟବହାର କରି…

ଘରର ସୁଖ ଶାନ୍ତି ବୃଦ୍ଧି କରିବାରେ ମଧ୍ୟ ଲୁଣର ରହିଛି ବହୁ ଗୁରୁତ୍ୱପୂର୍ଣ୍ଣ ଭୂମିକା। ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରର ସଦସ୍ୟଙ୍କ ଭିତରେ କଳହ ଲାଗୁଥିଲେ କିମ୍ବା ସ୍ବାମୀସ୍ତ୍ରୀଙ୍କ ଭିତରେ ବାରମ୍ବାର ମନାନ୍ତର ହେଉଥିଲେ, ଶୟନ କକ୍ଷର ଗୋଟିଏ କୋଣରେ କିଛି...

ଘରେ କେଉଁଠି ରଖିବେ ଲାଫିଙ୍ଗ୍‌ ବୁଦ୍ଧ ମୂର୍ତ୍ତି…

ବାସ୍ତୁଶାସ୍ତ୍ର ଅନୁସାରେ ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ ହୋଇଥାଏ। କାରଣ ତାଙ୍କର ହସୁଥିବା ଭଙ୍ଗୀକୁ ଦେଖିଲେ ମନରେ ସକରାତ୍ମକ ଭାବନା ଜାଗ୍ରତ ହେବା ସହ ଘରେ ସୁଖଶାନ୍ତି ବୃଦ୍ଧି ପାଇଥାଏ ବୋଲି ବିଶ୍ୱାସ କରାଯାଏ। ତେବେ...

ରିଲ୍ସ ମାନିଆ

ବର୍ତ୍ତମାନ ବିଭିନ୍ନ ସୋସିଆଲ୍‌ ମିଡିଆରେ ଟ୍ରେଣ୍ଡ କରୁଛି ରିଲ୍ସ; ଯାହାକି ନା କେବଳ ସଭିଙ୍କୁ ଯୋଗାଉଛି ଭରପୂର ମନୋରଞ୍ଜନର ଖୋରାକ ବରଂ ଅଭିନୟ ପ୍ରତି ରୁଚି ରଖୁଥିବା ଲୁକ୍କାୟିତ ପ୍ରତିଭାମାନଙ୍କୁ ଦେଉଛି ଲୋକଲୋଚନକୁ ଆସିବାର ସୁଯୋଗ। ଏହାର ସବୁଠୁ ଅଧିକ...

ଓଲଟା ଚପଲ ଦେଖିଲେ ତୁରନ୍ତ କରନ୍ତୁ ସିଧା

ଘରେ ଓଲଟା ଚପଲ ଦେଖିଲେ ଆମକୁ ଅନେକ ପାଟି କରିଥାନ୍ତି। ଏପରିକି ଓଲଟା ଚପଲକୁ ସିଧା କରିଦେବାକୁ କହିଥାନ୍ତି। ତେବେ କ’ଣ ଆପଣ ଜାଣନ୍ତି ଏହା ପଛରେ ଥିବା କାରଣ କ’ଣ। କୁହାଯାଏ ଘରେ ଓଲଟା ଚପଲ ଥିଲେ ଝଗଡ଼ା...

ଜୀବନରେ ସୁଖଶାନ୍ତି ଚାହାନ୍ତି କି? ଜାଣି ରଖନ୍ତୁ ଚାଣକ୍ୟ କହିଥିବା ୫ ଉପାୟ

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ସମସ୍ୟା ଏବଂ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ଆଜି ଏସବୁ ନୀତି ଲୋକଙ୍କ ମାର୍ଗଦର୍ଶନ କରିଆସୁଛି। ବିଶେଷକରି ଜୀବନକୁ ସହଜ ଏବଂ ସରଳ କରିବାକୁ ନେଇ...

କାକୁଡ଼ି ଫେସ୍‌ପ୍ୟାକ୍‌

କାକୁଡ଼ି ବ୍ୟବହାର କରି ତ୍ୱଚାର ପ୍ରାୟ ସବୁ ସମସ୍ୟା ସମାଧାନ କରିହେବ। ତେଣୁ ଖରାଦିନେ ଏହାର ଫେସ୍‌ପ୍ୟାକ୍‌ ତିଆରି କରି ଲଗାନ୍ତୁ। କାକୁଡ଼ିକୁ ଛୋଟ ଛୋଟ କରି କାଟି ଭଲଭାବେ ପେଷ୍ଟ ତିଆରି କରିଦିଅନ୍ତୁ। ଯଦି ଏଥିରେ କିଛି ଖଦଡ଼ା...

୪୦ ପରେ ବି ଫିଟ୍‌

ସାଧାରଣତଃ ୪୦ ବର୍ଷ ପରେ ମହିଳାଙ୍କର ହାଡ଼, ମାଂସପେଶୀ, ତ୍ୱଚା ସମ୍ପର୍କିତ ବିଭିନ୍ନ ସମସ୍ୟା ଦେଖାଦେଇଥାଏ। ତେଣୁ ସେହି ସମୟରେ ନିଜ ପ୍ରତି ଅଧିକ ଧ୍ୟାନଦେବାକୁ ହୋଇଥାଏ… ଘର କାମରେ ବ୍ୟସ୍ତ ରହି ମହିଳାମାନେ ସାଧାରଣତଃ ସକାଳ ଜଳଖିଆ ଖାଇପାରନ୍ତି...

ଏମିତି ଫ୍ରିଜ୍‌ରେ ରଖନ୍ତୁ ଜିନିଷ

ଫ୍ରିଜ୍‌ରେ କେଉଁଠି କେଉଁ ଜିନିଷ ରଖିଲେ ତାହା ଖରାପ ହୁଏ ନାହିଁ ଏକଥା ଜାଣିରଖିବା ନିହାତି ଜରୁରୀ। ନଚେତ୍‌ ଫ୍ରିଜ୍‌ରେ ଥାଇ ବି ଅନେକ ଜିନିଷ ନଷ୍ଟ ହୋଇଥାଏ। ତେଣୁ ଏ ସମ୍ପର୍କରେ ଜାଣିରଖନ୍ତୁ କିଛି କଥା… ପ୍ୟାକେଟ୍‌ କିମ୍ବା...

ଛୁଟି ଟେନ୍‌ସନ

ଛୁଟି! କାହା ପାଇଁ ଶ୍ରମ ଲାଘବର ଅବସର ତ କାହା ପାଇଁ ବିନୋଦନର ସମୟ। ଅନ୍ୟମାନଙ୍କ ପାଇଁ କାମରୁ ବିରତିର ଏକ ସୁଯୋଗ ହୋଇପାରେ। କିନ୍ତୁ କର୍ମଜୀବୀ ମହିଳାଙ୍କ ପାଇଁ ଏହା ଦାୟିତ୍ୱ ପାଳନର ଏକ ଅବସର। ପ୍ରତିଯୋଗିତାପୂର୍ଣ୍ଣ କର୍ମକ୍ଷେତ୍ରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri