ଜୀବନଚର୍ଯ୍ୟା

ପିଉଛନ୍ତି କି ଗ୍ରୀନ୍‌ ଟି ?

ଶରୀର ଲାଗି ଗ୍ରୀନ୍‌ ଟି ଉପକାରୀ। ଏହା କୋଲେଷ୍ଟରଲ କମ୍‌ କରିବା ସହ ହୃଦ୍‌ଘାତରୁ ଆରମ୍ଭ କରି ଷ୍ଟ୍ରୋକ୍‌ ପର୍ଯ୍ୟନ୍ତ ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। କେହି କେହି ସକାଳେ ଗ୍ରୀନ୍‌ ଟି ପିଇବାକୁ ଭଲ ପାଉଥିବା ବେଳେ...

ଅନନ୍ୟା ନୃତ୍ୟାଙ୍ଗନା ବିଦିଶା

ଓଡ଼ିଶୀ ନୃତ୍ୟର ଜଣେ ପ୍ରତିଭାମୟୀ ନୃତ୍ୟଶିଳ୍ପୀ ଭାବେ ଓଡ଼ିଶାର ବିଭିନ୍ନ ସାଂସ୍କୃତିକ ସମାରୋହ ସମେତ ରାଜ୍ୟ ବାହାରେ ପଶ୍ଚିମବଙ୍ଗ, ତେଲଙ୍ଗାନା, ଦିଲ୍ଲୀ ଆଦି ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଛି ତାଙ୍କ ନୃତ୍ୟର ଝଲକ, ଯାହାକି ନା କେବଳ ଦର୍ଶକଙ୍କ...

ଜୁଏଲେରି କ୍ରେଜ୍‌

ଆଉଟ୍‌ଫିଟ୍‌ ଯେମିତି ହୋଇଥାଉ ନା କାହିଁକି, ଏହା ସହ ଭଳିକି ଭଳି ଜୁଏଲେରିର କମ୍ବିନେଶନ୍‌ ବିନା ଫ୍ୟାଶନ ଅସମ୍ପୂର୍ଣ୍ଣ। ଆଉ ଏଥିପାଇଁ ଆଜିର ମଡର୍ନ ଯୁବପିଢ଼ିଙ୍କଠାରେ ଦିନକୁ ଦିନ ବଢ଼ିବାରେ ଲାଗିଛି ଜୁଏଲେରି କ୍ରେଜ୍‌… ଜୁଏଲେରି କିଣିବା ପୂର୍ବରୁ… ଆପଣ...

ହାତରେ ଏଭଳି ରେଖା ଅଛି କି? ବିବାହରେ ବିଳମ୍ବ ନଚେତ ଥାଇପାରେ ଦୁଇଟି ବିବାହ ଯୋଗ; ଜାଣନ୍ତୁ…

ହସ୍ତରେଖା ଶାସ୍ତ୍ର ଅନୁରେ ହାତର ରେଖା ଆମର ଭବିଷ୍ୟତରେ ହେବାକୁ ଥିବା ଘଟଣା ବିଷୟରେ ପ୍ରାକ୍‌ ସୂଚନା ଦେଇଥାଏ। ହାତରେ ଭାଗ୍ୟ ରେଖା, ଜୀବନ ରେଖା, ହୃଦୟ ରେଖା ସହ ଆଉ ଏକ ବିବାହ ରେଖା ମଧ୍ୟ ଥାଏ। ଏହା...

ପ୍ରେମର ବାସ୍ତବ ଅର୍ଥ ଯିଏ ବୁଝିଛି, ସେ ଭବବାନଙ୍କୁ ପାଇ ସାରିଛି: ଜାଣନ୍ତୁ କେଉଁ ମୂଲ୍ୟବୋଧ ବିଷୟରେ…

ଚାଣକ୍ୟ ନୀତିର ଶିକ୍ଷା ଜୀବନର ପ୍ରତିଟି ସୋପାନରେ କାମରେ ଆସିଥାଏ। ଏହାକୁ ଅଧ୍ୟୟନ କରିବା ଦ୍ୱାରା ବ୍ୟକ୍ତିକୁ କେବେ ବି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ି ନ ଥାଏ। କାରଣ ଚାଣକ୍ୟ ଜଣେ ଯୋଗ୍ୟ ଶିକ୍ଷକ ସହ କୁଶଳ ଅର୍ଥଶାସ୍ତ୍ରୀ...

ସ୍ବପ୍ନରେ ଦେଖୁଛନ୍ତି କି ଏହି ୫ ଜିନିଷ? ଖୁବ୍‌ଶୀଘ୍ର ଫିଟିବ ଭାଗ୍ୟ…

ଭାଗ୍ୟ ସହ ଜଡ଼ିତ ଥାଏ କିଛି ସ୍ବପ୍ନ। ଏନେଇ ସ୍ବପ୍ନ ଶାସ୍ତ୍ରରେ ବିସ୍ତୃତ ଭାବେ ବର୍ଣ୍ଣନା କରାଯାଇଛି। ଭାଗ୍ୟ ସମ୍ବନ୍ଧୀୟ ସ୍ବପ୍ନ ଦେଖିବା ଭଲ। ହେଲେ ଏ ନେଇ କାହାରିକୁ କହିବା ଉଚିତ ନୁହେଁ। ଫଳରେ ଏହାର ଫଳ ମିଳିପାରେନାହିଁ...

କଳା କେଶ ଚାହୁଁଥିଲେ ଆପଣାନ୍ତୁ ଏହି ସାମାନ୍ୟ ଉପାୟ

ବର୍ତ୍ତମାନ ସମୟରେ କେଶ ପାଚିବା ଅଥବା ଧଳା ହେବା ଏକ ସାଧାରଣ କଥାରେ ପରିଗଣିତ ହେଲାଣି। ଏଥିରେ ପିଲାମାନଙ୍କ କ୍ଷେତ୍ରରେ ମଧ୍ୟ ଏଭଳି ସମସ୍ୟା ଦେଖାଯାଉଛି। ଅନେକେ ଏହି ସମସ୍ୟାରୁ ମୁକ୍ତି ପାଇବା ଲାଗି ମେହେନ୍ଦୀର ବ୍ୟବହାର କରିଥାନ୍ତି। ମାତ୍ର...

ଜାଣନ୍ତି ଅନ୍ୟ ବାସନ ଅପେକ୍ଷା ମାଟିପାତ୍ରରେ ଖାଇଲେ ମିଳିଥାଏ ଏସବୁ ଲାଭ

ଆଲୁମିନିୟମ, ଷ୍ଟିଲ୍‌ ବାସନରେ ରାନ୍ଧିବା ସମୟରେ ଖାଦ୍ୟ ଅନେକ ଥର ଜଳି ଯାଇଥାଏ। ଅବଶ୍ୟ ହଜମ ହେବା ସହଜ କିନ୍ତୁ ସ୍ବାଦ ଏବଂ ପୁଷ୍ଟିକର ଶୂନ୍ୟ ହୋଇଯାଏ। କିନ୍ତୁ କମ୍‌ ନିଆଁରେ ଏକ ମାଟିପାତ୍ରରେ ସଠିକ୍‌ ଭାବରେ ରନ୍ଧା ଯାଇପାରେ।...

ଭାଗ୍ୟରୁ ଧନୀ ହୋଇଥାନ୍ତି ଏହି ୩ ରାଶିର ବ୍ୟକ୍ତି; ଯାହା ଚାହାନ୍ତି ତାହା ପାଆନ୍ତି…

କୁହାଯାଏ, ଯାହାର ଭାଗ୍ୟ ଭଲ ସେ କମ୍‌ ପରିଶ୍ରମରେ ସଫଳତା ପ୍ରାପ୍ତ କରିଥାଏ। ଯାହାର ଖରାପ ତାକୁ ଅଧିକ ପରିଶ୍ରମ କରିବାକୁ ପଡ଼ିଥାଏ। ଜ୍ୟୋତିଷଶାସ୍ତ୍ରରେ ଏଭଳି ୩ ରାଶି ବିଷୟରେ କୁହାଯାଇଛି, ଯେଉଁମାନେ ଭାଗ୍ୟରୁ ଧନୀ ହେଇଥାନ୍ତି। ଏମାନଙ୍କୁ ହରାଇବା...

ଆଜି ବିଶ୍ୱକର୍ମା ପୂଜା: ରାଶି ଅନୁଯାୟୀ ଏପରି କରନ୍ତୁ ଉପାୟ, ବ୍ୟବସାୟରେ ହେବ ଉନ୍ନତି…

ବିଶ୍ୱକର୍ମା ପୂଜା ଦିନ ବିଶ୍ୱକର୍ମା ଋଷିଙ୍କୁ ପୂଜା କରାଯାଇଥାଏ। ଏହାଦ୍ୱାରା ବ୍ୟାପାରରେ ଉନ୍ନତି ପରିଲକ୍ଷିତ ହୋଇଥାଏ ବୋଲି ମାନ୍ୟତା ରହିଛି। ତେବେ ଚଳିତ ବର୍ଷ ସେପ୍ଟେମ୍ବର ୧୭ ତାରିଖ ଅର୍ଥାତ ଶୁକ୍ରବାରରେ ପଡ଼ୁଛି ଏହି ପୂଜା। ଆସନ୍ତୁ ରାଶି ଅନୁଯାୟୀ...

ଏହି ୪ଟି ଜିନିଷରେ ଖର୍ଚ୍ଚ କଲେ ଧନ ବଢ଼ିବ; ଜାଣନ୍ତୁ କାହାକୁ ଏଭଳି କହିଛନ୍ତି ଚାଣକ୍ୟ…

ଚାଣକ୍ୟ ନୀତିରେ ଆଚାର୍ଯ୍ୟ ଚାଣକ୍ୟ ଜୀବନର ବିଭିନ୍ନ ସ୍ଥିତିକୁ ନେଇ ନୂଆ ବିଚାରଧାରା ସମ୍ପର୍କରେ ସୂଚନା ଦେଇଛନ୍ତି। କୁହାଯାଏ ଜୀବନ ସହ ଜଡ଼ିତ ସମସ୍ତ ବିଷୟର ଜ୍ଞାନ ଚାଣକ୍ୟଙ୍କ ନିକଟରେ ଥିଲା। ଏଥିପାଇଁ ଜୀବନକାଳ ମଧ୍ୟରେ ସେ ଯାହା ସହିତ...

ହୃଦ୍‌ଘାତ ଲାଗି ବରଦାନ ସଦୃଶ ହୋଇଥାଏ…

ଛତୁରେ ପ୍ରଚୁର ପରିମାଣରେ ପ୍ରୋଟିନ ଫାଇବର ରହିଥାଏ। ଏହା ସହ ଭିଟାମିନ-ବି ମହଜୁଦ ରହିଥାଏ। ଏହା ଶରୀରରେ କୋଲେଷ୍ଟରଲ ପରିମାଣକୁ ନିୟନ୍ତ୍ରଣ କରିବା ସହ ଓଜନ୍‌ ମଧ୍ୟ କମ୍‌ କରିଥାଏ। ତେବେ ସବୁ ପ୍ରକାର ଛତୁ ଖିଆଯାଇ ନ ଥାଏ।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri