ଜୀବନଚର୍ଯ୍ୟା

ଅବସାଦ ଦୂର କରିବାର ସହଜ ଉପାୟ

ଅବ୍ୟବସ୍ଥିତ ଜୀବନଶୈଳୀ, ଅଧିକ କାମର ବୋଝ ଆଦି କାରଣରୁ କେତେକ ବ୍ୟକ୍ତି ଅବସାଦ ବା ଡିପ୍ରେସନର ଶିକାର ହୋଇଥାଆନ୍ତି। ତେବେ ଏହାଠାରୁ ନିଜକୁ ଦୂରେଇ ରଖିବାର ଏକ ସରଳ ତଥା ସହଜ ଉପାୟ ରହିଛି। ତାହା ପୁଣି ହାତ ପାଆନ୍ତାରେ।...

ଅଂଶୁଘାତର ପ୍ରତିକାର

”ପୃଥିବୀ ସୃଷ୍ଟି ସମୟରୁ ଖରା, ବର୍ଷା, ଶୀତର ଉପକାରିତା, ପ୍ରକୋପ ଓ ପ୍ରଭାବ ସହ ମନୁଷ୍ୟ ସମାଜ ଓତଃପ୍ରୋତ ଭାବେ ଜଡ଼ିତ ହୋଇ ଏହାର ସାମ୍ନା କରି ଆସୁଅଛି। ଏହା ଏକ ପ୍ରକୃତିଦତ୍ତ ତଥା ସ୍ବାଭାବିକ ଋତୁଚକ୍ରର ପ୍ରକ୍ରିୟା ଅଟେ।...

ଗ୍ରୀଷ୍ମଋତୁରେ ଦେଖାଯିବେ ଷ୍ଟାଇଲିଶ୍‌: ଆପଣାନ୍ତୁ ଏହି ଟିପ୍ସ

ଖରାଦିନରେ ଆପଣଙ୍କ ସ୍କିନ୍‌ର ଦେଖାଶୁଣା ବହୁତ ଆବଶ୍ୟକ। ତା’ ସହ ଏହିଦିନରେ ଆପଣ କେଉଁ ପ୍ରକାର କପଡ଼ା ପିନ୍ଧୁଛନ୍ତି ଏହାଦ୍ୱାରା ବି ଆପଣଙ୍କ ତ୍ୱଚା ଉପରେ ଏହାର ପ୍ରଭାବ ପଡ଼ିଥାଏ। ଫ୍ୟାଶନ କଥା ପଡ଼ିଲେ କେତେକ ମହିଳା ଡିସିସନ୍‌ ନେବାକୁ...

ଦାମ୍ପତ୍ୟ ଜୀବନକୁ ସୁରୁଖୁରୁରେ ଆଗେଇନେବା ପାଇଁ ଏହି ୫ କଥା ମାନନ୍ତୁ

”ଦାମ୍ପତ୍ୟ ଜୀବନକୁ ସୁରୁଖୁରୁରେ ଆଗେଇନେବା ପାଇଁ ଉଭୟେ ସ୍ବାମୀସ୍ତ୍ରୀଙ୍କ ଆତ୍ମବିଶ୍ୱାସ ଦୃଢ଼ହେବା ଦରକାର। ନ ହେଲେ ସେମାନେ କୌଣସି କ୍ଷେତ୍ରରେ ନିଷ୍ପତ୍ତି ନେବା ସମୟରେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଯଦି ଘର ଚଳାଇବା ସେମାନଙ୍କ ଉପରେ ଶତ ପ୍ରତିଶତ ନିର୍ଭର...

ମହାକାଶର ଆରମ୍ଭ

ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରେ କୃତ୍ରିମ ଉପଗ୍ରହ ଏବଂ ମହାକାଶ ଯାନ ଅନ୍ତରୀକ୍ଷକୁ ଯିବା ପରେ ମହାକାଶ ଯୁଗର ଆରମ୍ଭ ହେଲା। ବର୍ତ୍ତମାନ ଅନେକ ଦେଶ ମହାକାଶରେ କୃତ୍ରିମ ଉପଗ୍ରହ ଅବସ୍ଥାପିତ କରିଛନ୍ତି। ଭୂକକ୍ଷରେ ମହାକାଶ କେନ୍ଦ୍ର ସ୍ଥାପିତ ହୋଇ ସେଠାରେ...

ବିଲୁପ୍ତି ପଥେ କାଳବୈଶାଖୀ

ସତର୍କତା : କାଳବୈଶାଖୀ ପ୍ରବାହ ସମୟରେ ପବନ ଜୋର୍‌ରେ ବହୁଥିବାରୁ ପୁରୁଣା ଚାଳଘର ପରିବର୍ତ୍ତେ କୋଠାଘରେ ଆଶ୍ରୟ ନେବା ଉଚିତ। ପବନରେ ଗଛ ଡାଳ ଭାଙ୍ଗି ଯିବାର ସମ୍ଭାବନା ଥିବାରୁ ଏହି ସମୟରେ ମଧ୍ୟ ଗଛତଳେ ଆଶ୍ରୟ ନେବା ଅନୁଚିତ।...

ଘରେ ଭୁଲ୍‌ରେ ବି ରଖନ୍ତୁ ନାହିଁ ଏସବୁ ଜିନିଷ; ମାଡ଼ିଆସିବ ବିପଦ, ବଢ଼ିବ ଅଶାନ୍ତି…

ଜାଣତରେ ହେଉ ଅବା ଅଜାଣତରେ ଆମ ଘରେ ଏମିତି କିଛି ଜିନିଷ ରହିଯାଇଥାଏ; ଯାହା ଗୃହରେ ନକାରାତ୍ମକ ଶକ୍ତିକୁ ବୃଦ୍ଧି କରିବାରେ ସାହାଯ୍ୟ କରିଥାଏ। ଫଳରେ ଘରକୁ ବିଭିନ୍ନ ବିପଦ ମାଡ଼ିଆସେ। ଯେମିତିକି : * ଭାଙ୍ଗିଯାଇଥିବା ବାସନକୁସନ, କାଚ...

ବାସ୍ତୁ ଅନୁଯାୟୀ ଘରର କେଉଁ ରୁମ୍‌ରେ କି ରଙ୍ଗ ଦେଲେ ଶୁଭ? ବଢ଼ିବ ସୁଖଶାନ୍ତି, ଦୂର ହେବ…

ଘରକୁ ଆକର୍ଷଣୀୟ କରିବା ପାଇଁ ଏହାର ପ୍ରତି ରୁମ୍‌ ତଥା କାନ୍ଥ ଓ ଛାତରେ ଆମେ ବିଭିନ୍ନ ପ୍ରକାରର ରଙ୍ଗ ଦେଇଥାଉ। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରର ପ୍ରତି ରୁମ୍‌ରେ ସବୁ ପ୍ରକାରର ରଙ୍ଗ ଦେଇହେବନାହିଁ। ତା’ହେଲେ ଜାଣନ୍ତୁ କେଉଁ...

ଚାଣକ୍ୟ କହିଥିବା ଏହି ୫ କଥା ମନେ ରଖନ୍ତୁ, ଜୀବନରେ କେବେ ହେବେ ନାହିଁ ଦରିଦ୍ର, ରହିବ ମା’ ଲକ୍ଷ୍ମୀଙ୍କ କୃପା…

ମନୁଷ୍ୟ ଜୀବନରେ ଧନର ବିଶେଷ ମହତ୍ୱ ରହିଛି। କାରଣ ଏହାଦ୍ୱାରା ସମସ୍ତେ ନିଜର ଇଚ୍ଛା ଏବଂ ଆବଶ୍ୟକତାକୁ ପୂରଣ କରିଥାନ୍ତି। ଏହାକୁ ନେଇ ମହାନ ବିଦ୍ୱାନ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଗ୍ରନ୍ଥରେ କୁହାଯାଇଛି ଯେ, ଧନ ହିଁ ବ୍ୟକ୍ତିର ପ୍ରକୃତ...

କେମିତି କମାଇବେ ଘର ଖର୍ଚ୍ଚ: ଆପଣାନ୍ତୁ ଏହି ଟିପ୍ସ

ବେଳେବେଳେ ସ୍ବାମୀଙ୍କର ଖର୍ଚ୍ଚୀ ସ୍ବଭାବ ଘରର ଆର୍ଥିକ ସ୍ଥିତିକୁ ବିଗାଡ଼ି ଦେଇଥାଏ। ଏଥିପାଇଁ ଅନେକ ସମୟରେ ସୁରୁଖୁରୁରେ ଘର ଚଳାଇବା ସମସ୍ୟା ହୋଇପଡେ ଗୃହିଣୀଙ୍କ ପାଇଁ। ତେବେ ଏଭଳି ଅଭ୍ୟାସ ବଦଳାଇ ଘର ବଜେଟକୁ ସଜାଡ଼ିବାକୁ ହେଲେ କିଛି କଥା...

ବିଲୁପ୍ତି ପଥେ କାଳବୈଶାଖୀ

ଖରାଦିନର ଏକ ଉତ୍ତପ୍ତ ଅପରାହ୍ନ। ଧୁ ଧୁ ମୁଣ୍ଡଫଟା ଖରା, ପ୍ରବଳ ଗରମ, ଗୁଳୁଗୁଳି ଓ ଝାଞ୍ଜି ପବନରେ ଅତିଷ୍ଠ ସାଧାରଣ ଜନଜୀବନ। ପିଲାମାନେ ଯାଇଥାନ୍ତି ଆମ୍ବତୋଟାକୁ ଆମ୍ବ ଖାଇବାକୁ। ହଠାତ୍‌ ପବନ ସୁ ସୁ ବହିବାକୁ ଆରମ୍ଭ କରେ।...

ଯନ୍ତ୍ରଣାର ଉତ୍ସ ଭାରିକୋଜ୍‌ ଭେନ୍‌

ଯନ୍ତ୍ରଣା ଭରା ଅବସ୍ଥାରେ ଭାରିକୋଜ୍‌ ଭେନ୍‌କୁ ଠାବ କରାଯାଇଥାଏ। ଏହି ଭେନ୍‌ ପ୍ରାୟତଃ ସମସ୍ତଙ୍କ ପାଖେ ଦେଖାଯାଇ ନ ଥାଏ। ଏପରି ଭେନ୍‌ ସାଧାରଣ ଭେନ୍‌ ଭାବେ ଚର୍ମ ନିକଟରେ ଥାଏ ଅଧିକନ୍ତୁ ବାହ୍ୟ ପାର୍ଶ୍ୱକୁ ରହି ଫୁଲିବା ଦ୍ୱାରା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri