ଜୀବନଚର୍ଯ୍ୟା

ଘରୋଇ ସ୍କ୍ରବ

ଚେହେରାର ବିଭିନ୍ନ ସ୍ଥାନରେ ଥିବା ଅନାବଶ୍ୟକ ଲୋମକୁ ସଫା କରିବା ପାଇଁ ସମସ୍ତେ ସ୍କ୍ରବ ବ୍ୟବହାର କରିଥା’ନ୍ତି। ତେବେ ଆପଣ ଚାହିଁଲେ ଘରୋଇ ଉପାୟରେ ବିଭିନ୍ନ ପ୍ରକାରର ସ୍କ୍ରବ ତିଆରି କରିପାରିବେ…. କଦଳୀ ଓଟ୍‌ସ ସ୍କ୍ରବ ଗୋଟିଏ ପାଚିଲା କଦଳୀରେ...

ଯଦି ଶାଶୁ ବୋହୂ କର୍ମଜୀବୀ…

କର୍ମଜୀବୀ ମହିଳାଙ୍କୁ ଘରକାମରେ ସବୁଠୁ ଅଧିକ ସହଯୋଗ କରିଥା’ନ୍ତି ସେମାନଙ୍କ ଶାଶୁ। ହେଲେ ଯେଉଁଠି ଶାଶୁ-ବୋହୂ ଉଭୟ କର୍ମଜୀବୀ, ସେଠି ଘରକାମ କରିବା ପାଇଁ ଚାଲିଥାଏ ରୀତିମତ ଯୋଜନା। ଉଭୟଙ୍କୁ ସମୟ ଅନୁସାରେ ସବୁକିଛି ମିଳିମିଶି କରିବାକୁ ପଡ଼ିଥାଏ.. ଆଜିକାଲି...

ନଡ଼ିଆ ତେଲ ଦିଏ ଏହିସବୁ ରୋଗରୁ ମୁକ୍ତି

ନଡ଼ିଆ ତେଲ ସ୍ବାସ୍ଥ୍ୟ ଉପକାରୀ। ଏହା ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। ତେବେ ସୁସ୍ଥ ରହିବାକୁ ଚାହୁଁଥିଲେ ଏହାକୁ ଖାଦ୍ୟରେ ସାମିଲ କରିପାରିବେ। ଏଥିରେ ପାଚନତନ୍ତ୍ରଠାରୁ ଆରମ୍ଭ କରି ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ଉପଶମ ମିଳିବ। ଶରୀରର ରୋଗ...

ଅବସାଦ ଦୂର ପାଇଁ ଶୁଣନ୍ତୁ ଏମିତି ଗୀତ

ଜଞ୍ଜାଳପୂର୍ଣ୍ଣ ଜୀବନରେ ଶାନ୍ତିରେ ନିଃଶ୍ୱାସ ମାରିବା ଏବେ କଷ୍ଟକର। ପିଲାଠୁ ନେଇ ବୟସ୍କ ସଭିଏଁ ନିଜ ନିଜ କ୍ଷେତ୍ରରେ ଚିନ୍ତିତ। ଏମିତିରେ ଅବସାଦ ଶରୀରକୁ ସମ୍ପୂର୍ଣ୍ଣ ଅସୁସ୍ଥ କରିପକାଇଛି। ଅବସାଦରୁ ମୁକ୍ତି ପାଇଁ ବୈଜ୍ଞାନିକମାନେ ଏକ ନିଆରା ଉପାୟ ସନ୍ଧାନ...

ଏମିତି ଘରେ ସର୍ବଦା ରହିଥାଏ ସୁଖ,ଶାନ୍ତି

ସୁଖ ସଂସାର ପାଇଁ ଅନେକ କଥା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏଥିପାଇଁ, ପରିବାର ସଦସ୍ୟଙ୍କ କାର୍ଯ୍ୟକଳାପ ଅତ୍ୟନ୍ତ ମହତ୍ତ୍ୱ ରଖିଥାଏ। ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ଏସବୁ ବିଷୟରେ ବହୁତ କିଛି କହିଛନ୍ତି। ସେ ତାଙ୍କ ନୀତିର ଏକ...

ମିନି ପ୍ରିଣ୍ଟର

ଏଣିକି ଆପଣ ଯୁଆଡ଼େ ଗଲେ ସାଙ୍ଗରେ ପ୍ରିଣ୍ଟର ନେଇ ଯାଇପାରିବେ। କାରଣ କୌଣସି ଜିନିଷର ପ୍ରିଣ୍ଟ ବାହାର କରିବାକୁ ଆମକୁ ଜେରକ୍ସ କିମ୍ବା ପ୍ରିଣ୍ଟର ଥିବା ଦୋକାନକୁ ଯିବାକୁ ପଡିଥାଏ। ହେଲେ ଏଣିକି ଆପଣ ଯେତେବେଳେ ଚାହିଁବେ ସାଙ୍ଗେ ସାଙ୍ଗେ...

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ଆମ ଶରୀର ଭିତରେ କେତେକ କାରଣରୁ ବ୍ୟାକ୍ଟେରିଆ ବସା ବାନ୍ଧିଥାଆନ୍ତି। ବେଳେବେଳେ ଏଗୁଡିକ କିଛି ରୋଗର କାରଣ ମଧ୍ୟ ସାଜିଥାଆନ୍ତି। ତେବେ ଏପରି ଏକ ସରଳ ଉପାୟ ରହିଛି, ଯାହାଦ୍ୱାରା ବ୍ୟାକ୍ଟେରିଆକୁ ରୋକାଯାଇପାରିବ। ଆମେ ତ ଜାଣିଛୁ ଯେ ଆମ...

ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ଆଲୁମିନିୟମ ଫୋଏଲ୍‌

ଆଜିକାଲି ଖାଦ୍ୟପଦାର୍ଥକୁ ପ୍ୟାକ୍‌ କରିବା ପାଇଁ ଆଲୁମିନିୟମ ଫୋଏଲ୍‌ ବ୍ୟବହାର କରାଯାଉଛି। କିନ୍ତୁ ଏହା ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ବୋଲି ସତର୍କ କରାଇ ଦେଇଛନ୍ତି ୟୁନିଭର୍ସିଟି ଅଫ କାଲିଫର୍ନିଆର ବିଶେଷଜ୍ଞମାନେ। ଏହି ଆଲୁମିନିୟମ ଫୋଏଲ୍‌ରେ ମେଟାଲ ତତ୍ତ୍ୱ ରହିଛି। ପ୍ୟାକ୍‌...

ଫାଇଲେରିଆ: କିଛି କଥା

ଫାଇଲେରିଆ ସବୁ ରୋଗ ତୁଳନାରେ ଯନ୍ତ୍ରଣାଦାୟକ, ବିକୃତ ଓ ଦୁର୍ବଳ କରୁଥିବା ରୋଗ। ଏହା ବିଶ୍ୱର ଦ୍ୱିତୀୟ ରୋଗ, ଯାହା ରୋଗୀକୁ ଅସାମର୍ଥ୍ୟ କରିଦିଏ। ପୃଥିବୀର ୮୩ଟି ଦେଶରେ ୧୨୦ ନିୟୁତ ଫାଇଲେରିଆ ରୋଗୀ ଅଛନ୍ତି। ଦକ୍ଷିଣ ପୂର୍ବ ଏସିଆର...

ମୁଣ୍ଡ ବିନ୍ଧୁଥିଲେ…

ମୁଣ୍ଡ ବିନ୍ଧିବା ପଛରେ କେତେକ କାରଣ ରହିଛି। ଗ୍ୟାଷ୍ଟ୍ରିକ୍‌ ସମସ୍ୟା ଥିଲେ ମୁଣ୍ଡ ବିନ୍ଧିଥାଏ। ଶରୀରରେ ଜଳୀୟ ଅଂଶ କମିଗଲେ ମୁଣ୍ଡ ବିନ୍ଧେ। ଥଣ୍ଡାଜନିତ ସମସ୍ୟା ଏହାର ଅନ୍ୟତମ କାରଣ। ଏହି ସମସ୍ୟା ଅଧିକ ଦିନ ଲାଗି ରହିଲେ ତାହାକୁ...

ହିମାଳୟର ନାଗପୁଷ୍ପ

କିଛିଦିନ ପୂର୍ବରୁ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଗୋଟିଏ ଆଲୋକଚିତ୍ର ବିଦ୍ୟୁତ ବେଗରେ ପ୍ରସାରିତ କରାଯାଇ ଦାବି କରାଯାଉଥିଲା ଯେ ସେହି ଚିତ୍ରଟି ହିମାଳୟର ମାନସ ସରୋବରରେ ପ୍ରତି ୩୬ ବର୍ଷରେ ଫୁଟୁଥିବା ବିରଳ ନାଗପୁଷ୍ପ ଅଟେ। ଚିତ୍ରଟି ଶେୟାର କରିବା...

ଏହି ସମସ୍ୟାରେ ଚୁପ୍‌ଚାପ ବସି ହୁଏନି…

ବେଳେବେଳେ କେତେକ କୌଣସି ସ୍ଥାନରେ ସ୍ଥିର ରହିପାରନ୍ତି ନାହିଁ। ଏଭଳି ସମସ୍ୟାରେ ଚୁପ୍‌ଚାପ୍‌ ବସିବା ଏକ ପ୍ରକାର ଅସମ୍ଭବ ହୋଇଥାଏ। ଏହାକୁ ଡାକ୍ତରୀଭାଷାରେ ଆକାଥିସିଆ ବା ଚଳନ ସମସ୍ୟା କୁହାଯାଇଥାଏ। ଏହା ଶରୀର କେତେକ ଆଭ୍ୟନ୍ତରୀଣ ଅସ୍ଥିରତା ଯୋଗୁ ସୃଷ୍ଟି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri