ଜୀବନଚର୍ଯ୍ୟା

କର୍ମଜୀବୀ ହୋଇଥିଲେ…

ଏଣେ ଘର କାମ ଆଉ ପିଲାମାନଙ୍କର ଦାୟିତ୍ୱ। ସବୁକିଛି ଠିକ୍‌ ସମୟରେ ଶେଷ କରି ଅଫିସ୍‌ ବି ଯିବାକୁ ହେବ। ତେଣୁ କେତେବେଳେ କେଉଁ କାମ କରିବାକୁ ହେବ, କେମିତି ପ୍ରସ୍ତୁତ ହେବାକୁ ହେବ ସେସବୁ ପାଇଁ ବ୍ୟସ୍ତ ହୋଇ...

ତ୍ୱଚାର ଘରୋଇ ଉପଚାର

ବିୟୁଟି ପାର୍ଲର ଯାଇ ମହିଳାମାନେ ନିଜ ନିଜର ବିୟୁଟି ଟ୍ରିଟମେଣ୍ଟ କରାଇଥାନ୍ତି। କିନ୍ତୁ ପାର୍ଲରକୁ ନ ଯାଇ ବିଭିନ୍ନ ଘରୋଇ ସାମଗ୍ରୀ ବ୍ୟବହାର କରି ଆପଣ ନିଜର ବିୟୁଟି ଟ୍ରିଟମେଣ୍ଟ କରିପାରିବେ। ଏଥିପାଇଁ କ’ଣ କରିବେ ଜାଣି ରଖନ୍ତୁ… ତ୍ୱଚାର...

ବିବାହ ପରେ ପ୍ରଥମ ଭାଲେଣ୍ଟାଇନ ଡେ’କୁ ମନାନ୍ତୁ ଏମିତି

ବିବାହ ପରେ ପ୍ରଥମ ଭାଲେଣ୍ଟାଇନ୍ସ ଡେ’ ପାଇଁ ସ୍ତ୍ରୀ-ସ୍ବାମୀ ଉଭୟଙ୍କ ମନରେ ଏକ ଭିନ୍ନ ଉତ୍ସାହ ଥାଏ। କାରଣ ସେମାନେ ପ୍ରଥମ ଥର ଗୋଟିଏ ଘରେ, ଏହି ପ୍ରେମ ସପ୍ତାହକୁ ଏକାଠି ପାଳନ କରିବେ। ସମସ୍ତେ ଚାହାନ୍ତି ଏହି ପ୍ରଥମ...

ଏକ୍ସାଇଟେଡ ଡେଲିରିଅମ ହୋଇପାରେ ବି କ୍ଷତିକାରକ…

ଏକ୍ସାଇଟେଡ ଡେଲିରିଅମ ନାମକ ସମସ୍ୟ ଯୋଗୁ କେତେକଙ୍କର ସାଧାରଣ ଜୀବନ ଶୈଳୀରେ ପ୍ରଭାବ ପଡ଼ିଥାଏ। ଏହି ସମସ୍ୟାକୁ ଡାକ୍ତର ଏଜିଟେଟେଡ ଡେଲିରିଅମ ମଧ୍ୟ କହିଥାନ୍ତି। ଏଭଳି ସମସ୍ୟାରେ ଉତ୍ତେଜିତ ହୋଇ ସମ୍ପୃକ୍ତ ବ୍ୟକ୍ତି ହିଂସାତ୍ମକ କାର୍ଯ୍ୟକଳାପ କରିବା ସହିତ ତାଙ୍କର...

ଶରୀରର ଓଜନ କମ୍ କରିବା ପାଇଁ.. ..

ଆଜିକାଲି ଅଧିକାଂଶ ଲୋକଙ୍କ ପାଖରେ ଏକ ମୁଖ୍ୟ ସମସ୍ୟା ହୋଇ ଦେଖା ଦେଇଛି ମେଦବହୁଳତା । ଆଉ ଏହାକୁ କମାଇବାକୁ ଲୋକେ ଜିମ୍ ଯିବାଠାରୁ ଆରମ୍ଭ କରି ଶହ ଶହ ଟଙ୍କା ଖର୍ଚ୍ଚ ବି କରୁଛନ୍ତି । କିନ୍ତୁ ଘରୋଇ...

ଛାତିରୁ ଜାଣନ୍ତୁ ପୁରୁଷଙ୍କ ସ୍ବଭାବ

ପୁରୁଷଙ୍କ ଛାତି ସେମାନଙ୍କ ଶରୀରର ଆକାର ଅନୁଯାୟୀ ଭିନ୍ନ ଭିନ୍ନ ହୋଇଥାଏ। କାହାର ଛାତି ଚଉଡ଼ା ହୋଇଥିବା ବେଳେ ଆଉ କାହାର ଶକ୍ତିଶାଳୀ। ସେହିପରି କାହା ଛାତିରେ କେଶ ନ ଥିବା ବେଳେ ଆଉ କାହାର କେଶ ଭର୍ତ୍ତି ହୋଇ...

ଆପଣଙ୍କ ହାତରେ ଅଛି କି ଏମିତି ରେଖା, ଭାଙ୍ଗିଦେବ ବୈବାହିକ ଜୀବନ

ଜୀବନ ସହିତ ଜଡ଼ିିତ ସମସ୍ତ କଥାକୁ ହାତର ରେଖା ଦ୍ୱାରା ପୂର୍ବାନୁମାନ କରାଯାଇଥାଏ ବୋଲି ଜ୍ୟୋତିଷଶାସ୍ତ୍ରରେ ଲେଖାଅଛି। ଜ୍ୟୋତିଷଶାସ୍ତ୍ର ଅନୁଯାୟୀ, ହାତର ରେଖା ମଧ୍ୟ ବୈବାହିକ ଜୀବନ ସମ୍ବନ୍ଧୀୟ ସମସ୍ୟାଗୁଡ଼ିକ ସୂଚାଇଥାଏ। ତେବେ ଏହାକୁ ଜାଣି ସମସ୍ୟାର ସମାଧାନ କରାଯାଇ...

ଆଜି ଭୁବନେଶ୍ୱରରୁ ୪ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୮।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସମସ୍ତେ କ୍ୱାରାଣ୍ଟାଇନ୍‌ରେ ରହିଥିବା ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ...

ହାଇଟେକ୍‌ ଡିଭାଇସ୍‌

ଆଜିକାଲି ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଦିନକୁ ଦିନ ନୂଆ ନୂଆ କଥା ଉଦ୍ଭାବିତ ହେଉଛି। ଫଳରେ ଅନେକ ରୋଗର ଚିକିତ୍ସା ପ୍ରଣାଳୀ ସରଳ ହେବାରେ ଲାଗିଛି। ତେବେ ରୋଗ ନିରୂପଣ ପାଇଁ ଆଉ ଏକ ସରଳ ଉପାୟ ଖୋଜି ପାଇବାରେ...

ସ୍ବାସ୍ଥ୍ୟୋପକାରୀ ସେଓ ଚୋପା

ସେଓ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା କହିବା ବାହୁଲ୍ୟ। ଏହା ସହ ସେଓ ଚୋପାରେ ମଧ୍ୟ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏହି ଚୋପା ଉଚ୍ଚ ରକ୍ତଚାପ ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ। ଏପରି ସମସ୍ୟା ସହ ଜଡିତ...

ଅଧିକ ସମୟ ସ୍ମାର୍ଟ ଫୋନ୍‌ ବ୍ୟବହାର କରୁଥିଲେ

ଏବେ ତ ହାଇଟେକ୍‌ ଯୁଗ। ଇଲେକଟ୍ରୋନିକ୍‌ ଜିନିଷର ବ୍ୟବହାର ବର୍ତ୍ତମାନ ବହୁଳ ଭାବରେ କରାଯାଉଛି। ତା’ ସହ ଯୋଗାଯୋଗର ଅନ୍ୟତମ ପ୍ରମୁଖ ମାଧ୍ୟମ ପାଲଟିଛି ସ୍ମାର୍ଟ ଫୋନ୍‌। କେବଳ କଥାବାର୍ତ୍ତା ହେବା ନୁହେଁ, ଇଣ୍ଟରନେଟ ବ୍ୟବହାର, ଅନଲାଇନ୍‌ ବ୍ୟାଙ୍କିଙ୍ଗ ପରି...

ବାତ ମାରିବା ସମୟରେ…

ଅପସ୍ମାର ଏକ ବାତ। ଏହି ବାତ ମାରିବା ସମୟରେ ହିଁ ରୋଗୀ ଉପରେ ନିଘା ରଖି ପ୍ରତିକାର କରିବା ପାଇଁ ପଡ଼େ। ବାତ ମାରିଲେ ରୋଗୀ ଦୁଲ୍‌କରି ପଡ଼ିଯାଇପାରେ। ତା’ର ଦେହ ଓ ମୁଣ୍ଡ ନିକଟରେ ରହିଥିବା କୌଣସି କଠିନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri