ଜୀବନଚର୍ଯ୍ୟା

ପିଲା ରହିବେ ଫିଟ୍‌

ଅଧିକାଂଶ ମାତାପିତା ସେମାନଙ୍କ ପିଲାମାନଙ୍କୁ ମୋଟା ହୋଇଥିବାର ଦେଖି ଭାରି ଖୁସି ହୁଅନ୍ତି। ଆଉ ପିଲା ଯେପରି କୌଣସି କାରଣରୁ ଝଡି ନ ଯାଏ ବା ପତଳା ନ ହୋଇଯାଏ ସେଥିପ୍ରତି ଯତ୍ନଶୀଳ ମଧ୍ୟ ଥାଆନ୍ତି। ହେଲେ ଆପଣ ଜାଣନ୍ତି...

ଆତ୍ମନିର୍ଭରଶୀଳ ଗୃହିଣୀ

ଜଣେ ଗୃହିଣୀ ଦିନ ସାରା ପରିବାରର ପ୍ରତ୍ୟେକ କାର୍ଯ୍ୟ କରିଥାଏ। ହେଲେ ଏହି ଅବିରତ ଶ୍ରମ ବଦଳରେ ତାକୁ ନା ମିଳିଥାଏ କୌଣସି ପାରିଶ୍ରମିକ ନା ପ୍ରଶଂସା। ବରଂ ନିଜର ପ୍ରତିଟି ଆବଶ୍ୟକତା ପୂର୍ଣ୍ଣ ଲାଗି ତାକୁ ନିର୍ଭର କରିବାକୁ...

ଘରୋଇ ସ୍କ୍ରବ୍‌

ତ୍ୱଚାକୁ ବ୍ରଣ କିମ୍ବା ଅନ୍ୟାନ୍ୟ ସମସ୍ୟାଠୁ ଦୂରେଇ ରଖିବା ଲାଗି ମଝିରେ ମଝିରେ ଏକ୍ସଫୋଲିଏଟ୍‌ କରିବା ଦରକାର; ଯାହା କି ତ୍ୱଚାକୁ ଧୂଳି, ପ୍ରଦୂଷଣରୁ ରକ୍ଷା କରିଥାଏ। ତେବେ ଏଥିପାଇଁ ଆବଶ୍ୟକ ହୋଇଥାଏ ସ୍କ୍ରବ୍‌। ଯଦିଓ ମାର୍କେଟ୍‌ରେ ବିଭିନ୍ନ କମ୍ପାନୀର...

ରେନଡ୍ସ ସିଣ୍ଡ୍ରୋମ୍‌

ବାରମ୍ବାର ଅଧିକ ଗରମ କିମ୍ବା ଥଣ୍ଡା ପାଣି ସଂସ୍ପର୍ଶରେ ହାତ ଆସିବା ଦ୍ୱାରା ‘ରେନଡ୍ସ ସିଣ୍ଡ୍ରୋମ୍‌’ ସମସ୍ୟା ଦେଖାଦେଇଥାଏ। ତେବେ ତୀବ୍ର ବେଗରେ ଘୂରି ବୁଲୁଥିବା ଗତିଶୀଳ ଉପକରଣ (ଡ୍ରିଲିଙ୍ଗ ମେଶିନ୍‌, ହେୟାର ଡ୍ରାୟର)ର ଅଧିକ ବ୍ୟବହାର ଦ୍ୱାରା ଏହି...

ପାଟିର ବ୍ୟାକ୍ଟେରିଆ ଓ ଚୁଇଙ୍ଗମ

ଚୁଇଙ୍ଗମ ଚୋବାଇବା ଆଜିକାଲି ଅନେକଙ୍କର ଏକ ଅଭ୍ୟାସ ପାଲଟି ଗଲାଣି। ହେଲେ ଏହାର ଏକ ଭଲ ଗୁଣ ରହିଛି ବୋଲି ପ୍ରକାଶ କରିଛନ୍ତି ଟୋକିଓ ୟୁନିଭର୍ସିଟିର ବିଶେଷଜ୍ଞମାନେ। ଏକ ଗବେଷଣାରୁ ସେମାନେ ଜାଣିବାକୁ ପାଇଛନ୍ତି ଯେ, ଚୁଇଙ୍ଗମ ଚୋବାଇବା ଦ୍ୱାରା...

ଡାଇବେଟିସ୍‌ ରୋଗୀଙ୍କ ପାଇଁ

ଆଜିକାଲି ଅସନ୍ତୁଳିତ ଖାଦ୍ୟ ଏବଂ ଜୀବନଶୈଳୀ ଡାଇବେଟିସ ବା ମଧୁମେହ ରୋଗ ସୃଷ୍ଟି କରିବାରେ ଅନେକାଂଶରେ ଦାୟୀ। ଅନେକ ସମୟରେ କେତେକ ଡାଇବେଟିସ ରୋଗୀ ନିଜର ଖାଦ୍ୟପେୟ ଏବଂ ଜୀବନଶୈଳୀ ପ୍ରତି ଯଥେଷ୍ଟ ଧ୍ୟାନ ଦେଇ ନ ଥାନ୍ତି। ଫଳରେ...

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ ଭିଟାମିନ୍‌ ‘ଇ’

ଆବଶ୍ୟକ ମୁତାବକ ଭିଟାମିନ୍‌ ‘ଇ’ଯୁକ୍ତ ଖାଦ୍ୟ ଖାଇଲେ ତାହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ଲାଭଦାୟକ ସାବ୍ୟସ୍ତ ହୋଇଥାଏ। ଖାସ୍‌ କଥା ହେଲା, ଏହି ଭିଟାମିନ୍‌ ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାରେ ସାହାଯ୍ୟ କରେ। ଏହା ଚର୍ବି ସହ...

ମ୍ୟାଲେରିଆ : ଲକ୍ଷଣ, ଉପଚାର

ବର୍ଷାଋତୁର ଆଗମନରେ ଧରଣୀ ଶସ୍ୟଶ୍ୟାମଳା ହୋଇ ଉଠୁଥିବା ବେଳେ ବିଭିନ୍ନ ପ୍ରକାର ରୋଗ ମଧ୍ୟ ପ୍ରସାର ଘଟିଥାଏ। ସେଥିପାଇଁ ସାଧାରଣ ଲୋକ ଏହାକୁ ବର୍ଷାଦିନିଆ ଜ୍ୱର/ରୋଗ ବୋଲି କହିଥାଆନ୍ତି। ତେବେ ବର୍ଷାଦିନରେ ମ୍ୟାଲେରିଆ, ଡେଙ୍ଗୁ, ଓ ଡାଇରିଆ ଭଳି ସଂକ୍ରମଣର...

ଯଦି ଏପରି କାମ କରିବେ ଜୀବନରେ ଧନର ଅଭାବ ରହିବ ନାହିଁ

ଅର୍ଥ ମଣିଷ ଜୀବନରେ ନିତ୍ୟାନ୍ତ ଆବଶ୍ୟକ। ଆଧୁନିକ ଯୁଗରେ ମଣିଷ ପାଇଁ ପ୍ରତିଟି କ୍ଷେତ୍ରରେ ଅର୍ଥ ଦରକାର ପଡୁଛି। ଯେବେ ମଣିଷ ନିକଟରେ ଅର୍ଥର ଅଭାବ ଦେଖାଯାଏ ତାର ସମସ୍ତ ଯୋଜନା ଭାଙ୍ଗିଯାଇ ଥାଏ। ଆଚାର୍ଯ୍ୟ ଚାଣକ୍ୟଙ୍କ ଅନୁଯାୟୀ, ବସ୍ତୁବାଦୀ...

ଘରେ ଲଗେଇବେ କେଉଁ ଫଟୋ

ଘରର କାନ୍ଥ ସଜାଇବା ପାଇଁ ସମସ୍ତେ ସୁନ୍ଦର ସୁନ୍ଦର ଫଟୋ ଲଗାନ୍ତି। ତେବେ ଜାଣନ୍ତିକି ଏହାର ପ୍ରଭାବ ପୂରା ପରିବାର ଉପରେ ପଡିଥାଏ। ବାସ୍ତୁଶାସ୍ତ୍ର ଅନୁସାରେ ଫଟୋ କେବଳ ଘରର ଶୋଭା ବଢାଏ ନାହିଁ, ବରଂ ଭାଗ୍ୟ ବି ଚମକାଇପାରେ।...

ବଜାର ଯାଉଥିଲେ ରୁହନ୍ତୁ ସାବଧାନ, ନଚେତ୍‌ ଏହି ଉପାୟରେ ଘରକୁ ଆସିବ କରୋନା

କରୋନା ସଂକ୍ରମଣ ମଧ୍ୟରେ ଜୀବନ ଜିଇଁବା ତ ଜରୁରୀ। ଏହି ଯେମିତି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ କିଣିବା ପାଇଁ ବଜାର ଯିବାକୁ ପଡ଼ିଥାଏ। ମାତ୍ର ସାବଧାନତା ଅବଲମ୍ବନ ନ କଲେ ଏହା ଜୀବନ ପ୍ରତି ଭାରି ପଡ଼ିପାରେ। କାରଣ ଏବେ...

ଘଣ୍ଟା ଘଣ୍ଟା ଧରି ମାସ୍କ ପିନ୍ଧିବା ଦ୍ୱାରା ଶରୀରକୁ କମ୍‌ ମିଳେ? ଜାଣନ୍ତୁ କ’ଣ ସତ..

କରୋନା କାଳରେ ସାମାଜିକ ଦୂରତା ସହ ମାସ୍କ ବ୍ୟବହାରକୁ ବାଧ୍ୟତାମୂଳକ କରାଯାଇଛି। ହେଲେ ମାସ୍କ ପରିଧାନକୁ ନେଇ ଅନେକ ପ୍ରକାର ଗୁଜବ ଶୁଣିବାକୁ ମିଳୁଛି। ଯେପରିକି, ଘଣ୍ଟା ଘଣ୍ଟା ଧରି ମାସ୍କ ପିନ୍ଧିବା ଦ୍ୱାରା ଶରୀରକୁ ଅକ୍ସିଜେନ୍‌(ଅମ୍ଳଜାନ) କମ୍‌ ମିଳିଥାଏ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri