ଜୀବନଚର୍ଯ୍ୟା

ଚିକେନ୍‌ ବେଗମ୍‌ ବାହାର

ପୁରୀକୁ ଆସୁଥିବା ପର୍ଯ୍ୟଟକଙ୍କ ରୁଚିକୁ ଦୃଷ୍ଟିରେ ରଖିତ୍ ବିଭିନ୍ନ ହୋଟେଲ ଏବଂ ରେସ୍ତୋରାଁରେ ସୁଆଦିଆ ଖାଦ୍ୟ ପ୍ରସ୍ତୁତିକୁ ଗୁରୁତ୍ୱ ଦିଆଯାଉଛି। ମୁଖ୍ୟତଃ ଗ୍ରାହକଙ୍କ ଚାହିଦାକୁ ଦେଖି ସି ବିଚ୍‌ ରୋଡରେ ଥିବା ଗୋଲ୍‌ଡେନ ଟ୍ରି ହୋଟେଲରେ ଉଭୟ ଆମିଷ ଓ...

ଡରାଉଛି କରୋନା: ଚିକେନ୍‌, ମଟନ ବଦଳରେ ପଣସ ଖାଇବାକୁ ପସନ୍ଦ କରୁଛନ୍ତି ଲୋକେ

କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଚାଲିଛି। ଏଥିରୁ ମଧ୍ୟ ବାଦ୍‌ ପଡ଼ିନି ଭାରତ। ଏଠାରେ ପ୍ରାୟ ୭୬ ଜଣ କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ଏହି ଭୟରେ ଲୋକେ ଚିକେନ୍‌, ମଟନ ଖାଇବା ଏକପ୍ରକାର ଛାଡ଼ିଦେଲେଣି। ଲୋକେ...

କିଡ୍‌ନୀ ରୋଗ ବିଶ୍ୱ ପାଇଁ ଚିନ୍ତାର ବିଷୟ

ପ୍ରତିବର୍ଷ ଭଳି ଏହି ବର୍ଷ ମଧ୍ୟ ମାର୍ଚ୍ଚ ମାସ ଦ୍ୱିତୀୟ ଗୁରୁବାର ଅର୍ଥାତ ୧୨ତାରିଖରେ ବିଶ୍ୱ କିଡ୍‌ନୀ ଦିବସ ପାଳନ କରାଯାଉଛି। ୨୦୨୦ର ମନ୍ତ୍ର ହେଉଛି,‘କିଡ୍‌ନୀର ସ୍ବାସ୍ଥ୍ୟ ସମସ୍ତଙ୍କ ପାଇଁ ଓ ସବୁ ସ୍ଥାନରେ’। କିଡ୍‌ନୀର ଯନତ୍ କେମତି ନିଆଯାଏ...

ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତିଦିଏ ଅଦାପାଣି

ଅଦାରେ ଅନେକ ଉପକାରୀ ଗୁଣ ରହିଛି। ଅନେକେ ଅଦା ଚା’ ପିଇବାକୁ ଭଲପାଆନ୍ତି। ରୋଷେଇରେ ଏହାକୁ ମସଲା ରୂପେ ବ୍ୟବହାର କରାଯାଉଥିବା ବେଳେ ଆୟୁର୍ବେଦରେ ବିଭିନ୍ନ ଔଷଧ ପ୍ରସ୍ତୁତିରେ ବ୍ୟବହାର କରାଯାଇଥାଏ। ତେବେ ଅଦା ଯେତିକି ଉପକାରୀ, ଅଦାପାଣି ତା’ଠାରୁ...

ବୁଦ୍ଧିମତ୍ତା ବଢ଼ାଏ ବ୍ରେକ୍‌ଫାଷ୍ଟ

ଆମେ ସକାଳୁ ଯେତେ ବ୍ୟସ୍ତ ରହିଲେ ମଧ୍ୟ ବ୍ରେକ୍‌ଫାଷ୍ଟ ବା ସକାଳ ଜଳଖିଆ ଖାଇବା ନିହାତି ଦରକାର। କାରଣ ଏହା ଆମ ସ୍ବାସ୍ଥ୍ୟ ପାଇଁ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏହି ତାଲିକାରେ ତଟକା ଫଳମୂଳ, ଜୁସ୍‌ ଆଦି ସାମିଲ କରନ୍ତୁ।...

ଚର୍ମ ରୋଗର ଆୟୁର୍ବେଦୀୟ ଉପଚାର

”ଅତ୍ୟଧିକ ଆମିଷ ଦ୍ରବ୍ୟ ସେବନ, ଅପରିଷ୍କାର ରହିଲେ ବା ପ୍ରତ୍ୟହ ସଫା ଲୁଗାପଟା ନ ପିନ୍ଧିଲେ, ଗାଁ ଗହଳିରେ ଥିବା ଅପରିଷ୍କାର ଦଳ ଭର୍ତ୍ତି ଗାଡ଼ିଆ ପୋଖରୀ ଏବଂ ଯେଉଁଥିରେ ଗାଈ, ମଇଁଷି, ଗୃହପାଳିତ ପଶୁମାନେ ଗାଧୋଇଥାନ୍ତି, ସେହି ପାଣିରେ...

ଦନ୍ତକ୍ଷୟରୁ ରକ୍ଷାକରେ କ୍ଷୀର

କ୍ଷୀରରେ ଅନେକ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଆଜିକାଲି ଦନ୍ତକ୍ଷୟ ଏକ ସାଧାରଣ ସମସ୍ୟା ହୋଇଗଲାଣି। ଏହାକୁ ରୋକିବାକୁ ଆପଣ କ୍ଷୀର ପିଇପାରନ୍ତି। ଜଣେ ବ୍ୟକ୍ତି ଯଦି ସକାଳ ଜଳଖିଆ ଖାଇସାରିବା ପରେ ଏକ ଗ୍ଲାସ କ୍ଷୀର ପିଅନ୍ତି, ତେବେ...

ହୋଲିରେ ରାସାୟନିକ ରଙ୍ଗ ମାରାତ୍ମକ

ହୋଲି। ରଙ୍ଗର ପର୍ବ। ପରସ୍ପରକୁ ରଙ୍ଗ ଏବଂ ଫଗୁ ବୋଳି ଖୁସି ମନେଇବା ଅବସର। ଅନେକଙ୍କର ଅପେକ୍ଷା ଥାଏ ଏହି ପର୍ବକୁ। ସେଥିପାଇଁ ବଜାରରେ ହୋଲି ମେଲିଗଲାଣି ବିଭିନ୍ନ କିସମର ରଙ୍ଗର ପସରା। ଖାଲି ଆଖିରେ ସୁନ୍ଦର ଦେଖାଯାଉଥିବା ରଙ୍ଗ...

ବ୍ୟାୟାମ ପୂର୍ବରୁ ଓ ପରେ

ବ୍ୟାୟାମ କରିବା ପୂର୍ବରୁ ଆମେ ଫିଟ୍‌ ରହିବା ନିହାତି ଜରୁରୀ। ଯଦି ଅସୁସ୍ଥ ରହିବା ସତ୍ତ୍ୱେ ଆମେ ବ୍ୟାୟାମ କରୁ ତେବେ ଏହାର ଖରାପ ପ୍ରଭାବ ଶରୀର ଉପରେ ପଡ଼ିଥାଏ। ତେଣୁ ଏହାପୂର୍ବରୁ ନିଜକୁ ଉଭୟ ଶାରୀରିକ ଏବଂ ମାନସିକ...

ଏମିତି ପାଳନ୍ତୁ ହୋଲି

କରୋନା ଭାଇରସ୍‌ କାରଣରୁ ଏଥର ହୋଲି ଉତ୍ସବ ପାଳନକୁ ନେଇ ବିଭିନ୍ନ ସ୍ଥାନରେ ଦ୍ୱନ୍ଦ୍ୱ ଦେଖା ଦେଇଛି। କିଛି ଲୋକ ତ ଏପର୍ଯ୍ୟନ୍ତ ଦ୍ୱନ୍ଦ୍ୱରେ ଅଛନ୍ତି ଯେ ହୋଲି ଖେଳିବେ କି ନାହିଁ। ଆପଣ ଯଦି ହୋଲି ଖେଳର ମଜା...

ପୋଷା ପ୍ରାଣୀ ବି ମନୁଷ୍ୟକୁ ରଖିଥାନ୍ତିି ସୁସ୍ଥ !

ଓ୍ବାଶିଂଟନ,୮।୩ : କେତେକ ଲୋକଙ୍କର ଘରେ ପୋଷା ପ୍ରାଣୀ ପାଳିବା ସଉକ ରହିଥାଏ। କେହିକେହି କୁକୁର, ବିଲେଇ, ଠେକୁଆ, ଶୁଆ, କଇଁଛ ଆଦି ପ୍ରାଣୀ ଘରେ ପାଳିଥାନ୍ତି। ତେବେ ଏହାଦ୍ୱାରା ମନୁଷ୍ୟ ଉପରେ ସକାରାତ୍ମକ ପ୍ରଭାବ ପଡ଼ିଥାଏ। ଘରେ ପୋଷା...

ହୋଲିରେ ଆଖିର ସୁରକ୍ଷା

ରଙ୍ଗର ଉତ୍ସବ ହୋଲିରେ ଭଳିକିଭଳି ରଙ୍ଗ ଖେଳର ମଜା ନେବାକୁ ସମସ୍ତଙ୍କ ଭିତରେ ଉତ୍କଣ୍ଠା ଭରି ରହିଥାଏ। ହେଲେ କେବେକେବେ ଏହି ରଙ୍ଗ ଖେଳ ପରବର୍ତ୍ତୀ ସମୟରେ ଶରୀର ପାଇଁ ବିଭିନ୍ନ ସମସ୍ୟାର କାରଣ ସାଜିଥାଏ। କାରଣ କେତେକ ରଙ୍ଗରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri