ଜୀବନଚର୍ଯ୍ୟା

ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦିଏ ସପୁରି

ସପୁରି ସ୍ବାସ୍ଥ୍ୟ ଉପକାରୀ ଗୁଣରେ ଭରପୂର। ଏଥିରେ ପୋଷକ ତତ୍ତ୍ୱ ସହ ଆଣ୍ଟି ଅକ୍ସିଡାଣ୍ଟର ଗୁଣ ମଧ୍ୟ ରହିଥାଏ। ଏକ ଗ୍ଲାସ ସପୁରି ରସରୁ ୧.୭ ଗ୍ରାମ ପ୍ରୋଟିନ୍‌, ୨.୩ ଗ୍ରାମ ଫାଇବର ଏଥିସହ ଭିଟାମିନ୍‌ ସି ଓ ବି-୬...

ବେଡ୍‌ ଲାଇଟ୍‌ ବି ବଢ଼ାଏ ମହିଳାଙ୍କଠାରେ ମେଦବହୁଳତା…

କେତେକ ଶୋଇଲାବେଳେ ବେଡ୍‌ ଲାଇଟ୍‌ ଲଗାଇଥାନ୍ତି । ଅଧିକ ଆଲୋକରେ ଶୋଇବାକୁ ଭଲ ପାଉଥିବା ଲୋକେ ଏପରି କରିନ୍ତି। ତେବେ ବେଡ୍‌ଲାଇଟ୍‌ ଜଳାଇ ଶୋଇବା ଦ୍ୱାରା ମେଦବହୁଳତା ବଢିଥାଏ ବୋଲି ଲଣ୍ଡନର ଇନ୍‌ଷ୍ଟିଚ୍ୟୁଟ ଅଫ୍‌ କ୍ୟାନ୍‌ସର ରିସର୍ଚ୍ଚରେ ହୋଇଥିବା ଏକ...

ନିଆଁରେ ଶରୀରର କୌଣସି ଅଂଶ ପୋଡିଗଲେ, ଆପଣାନ୍ତୁ ….

ନିଆଁରେ ଶରୀରର କୌଣସି ଅଂଶ ପୋଡ଼ିଗଲେ, ସେହି ସ୍ଥାନ ପ୍ରବଳ ମାତ୍ରାରେ ପୋଡିଥାଏ। ତୁରନ୍ତ ସେହି ସ୍ଥାନରେ  ପାଣି କିମ୍ବା କିମ୍ବା ବରଫ ଲଗାଇଥାଉ। ହେଲେ ଏଥିଲାଗି ଆପଣାଇପାରିବେ ନିମ୍ନୋକ୍ତ ଟିପ୍ସ.. ଲେମ୍ବୁ: ପୋଡ଼ା ସ୍ଥାନରେ ଲେମ୍ବୁ ରସକୁ ୨-୩...

ମକର ସଂକ୍ରାନ୍ତିରେ ଘରେ ପ୍ରସ୍ତୁତ କରନ୍ତୁ ଏହି ବ୍ୟଞ୍ଜନ

ସୂର୍ଯ୍ୟଙ୍କ ଉତ୍ତରାୟଣ ଗତିକୁ ସାରା ଦେଶରେ ମକର ସଂକ୍ରାନ୍ତି ପର୍ବ ଭାବେ ପାଳନ କରାଯାଏ। ହିନ୍ଦୁ ଧର୍ମରେ ଏହି ପର୍ବର ଏକ ସ୍ବତନ୍ତ୍ର ମହତ୍ୱ ରହିଛି। ଚଳିତ ବର୍ଷ ଜାନୁୟାରୀ ୧୫ରେ ଏହାକୁ ପାଳନ କରାଯାଉଛି। ଏହି ଦିନ ଗୁଡରେ...

କିଡ୍‌ନୀ ଷ୍ଟୋନର ଘରୋଇ ଉପଚାର

ମନୁଷ୍ୟ ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ମଧ୍ୟରେ କିଡ୍‌ନୀ ବା ବୃକକ୍‌ ଅନ୍ୟତମ। ଶରୀରରେ ପାଣି ଭଳି ବିଭିନ୍ନ ତରଳପଦାର୍ଥ ଯଥା ମିନେରାଲ ଓ କେମିକାଲର ସ୍ତର ଠିକ୍‌ ରଖିବା ସହ ଶରୀରକୁ କ୍ଷତି ପହଞ୍ଚାଉଥିବା ଟକ୍ସିନ୍‌କୁ ବାହାର କରିଥାଏ। ଅନେକ...

ଶୀତଦିନେ ଆଜ୍‌ମାରୁ ଦୂରେଇ ରହିବେ କିପରି…

ଶୀତଦିନେ ପରିବେଶ ଥଣ୍ଡା ରହିବା ଯୋଗୁ କେତେକଙ୍କଠାରେ ନିଶ୍ୱାସପ୍ରଶ୍ୱାସ ନେବାରେ ସମସ୍ୟା ଦେଖାଦେଇଥାଏ। ଏହାକୁ ଚିକିତ୍ସକମାନେ ଆଜ୍‌ମା ସମସ୍ୟା ବୋଲି କହିଥାନ୍ତି। ଏଥିପାଇଁ ଔଷଧ ଖାଇବାକୁ ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ତେବେ ସଜନା ଛୁଇଁ ଖାଇଲେ ଏହି ସମସ୍ୟାରୁ ସହଜରେ...

ଉଲେନ୍‌ କପଡ଼ାର ଯତ୍ନ

ଶୀତଦିନେ ଭଳିକି ଭଳି ଉଲେନ୍‌ କପଡ଼ାର ବ୍ୟବହାର ନା କେବଳ ଆରାମଦାୟକ ବରଂ ଏହା ବେଶ୍‌ ଆକର୍ଷଣୀୟ ଏବଂ ଷ୍ଟାଇଲିସ୍‌ ଲୁକ୍‌ ବି ଦେଇଥାଏ। ତେବେ ଏହି ଉଲେନ୍‌ କପଡ଼ାଗୁଡ଼ିକ ଅପେକ୍ଷାକୃତ ନରମ ଓ ଦାମୀ ହୋଇଥିବାରୁ ଏହାର ବିଶେଷ...

ଦୂରକରନ୍ତୁ ରୁପି

ଶୀତଦିନେ ରୁପି ସମସ୍ୟା ଅନେକଙ୍କ ଲାଗି ଚିନ୍ତାର କାରଣ ପାଲଟେ, ଯାହାକୁ ରୋକିବା ଲାଗି ସେମାନେ ବିଭିନ୍ନ ଉପାୟ ଆପଣେଇଥାନ୍ତି। ହେଲେ ଏଭଳି କିଛି ଖାଦ୍ୟ ରହିଛି, ଯାହା କି ରୁପି ସମସ୍ୟା ଦୂର କରିବାରେ ବେଶ୍‌ ଉପକାରୀ …...

ଗର୍ଭାବସ୍ଥାରେ ମେଦ ବୃଦ୍ଧି

ଜଣେ ଜଣେ ମହିଳା ଗର୍ଭଧାରଣ ପୂର୍ବରୁ ମୋଟା ଥାଆନ୍ତି ଏବଂ ବେଶି ଓଜନ ସହ ଗର୍ଭଧାରଣ କରିଥାନ୍ତି, ପୁଣି କେତେକ ମହିଳା ଗର୍ଭଧାରଣ ସମୟରେ ବହୁତ ମୋଟା ହୋଇଯାନ୍ତି। ତେବେ ଅତ୍ୟଧିକ ମେଦ ବୃଦ୍ଧି ଗୋଟିଏ ମହିଳା ପାଇଁ ଯେତିକି...

ଡାଏରୀ ଲେଖିଲେ ଦୂର ହେବ ଅବସାଦ

ମନ କଥା ଲେଖିବା ଅଭ୍ୟାସ ଅବସାଦ ଦୂର କରିବାରେ ସାହାଯ୍ୟ କରିଥାଏ। ଏହାଦ୍ୱାରା ଚ୍ୟାଲେଞ୍ଜପୂର୍ଣ୍ଣ କାମକୁ ଉନ୍ନତ ଢ଼ଙ୍ଗରେ କରିବାକୁ ଶକ୍ତି ମିଳିଥାଏ। ଆମେରିକା ମିଶିଗାନ୍‌ ୟୁନିଭର୍ସିଟିରେ ହୋଇଥିବା ଏକ ଗବେଷଣାରୁ ଏହି ଦାବି କରାଯାଇଛି। ଗବେଷକଙ୍କ ଅନୁସାରେ, ଯେଉଁ...

ଏହିସବୁ ରୋଗରୁ ମୁକ୍ତି ଦିଏ ନଡ଼ିଆ ତେଲ

ନଡ଼ିଆ ଖାଇବାକୁ ଯେତିକି ଭଲ ଲାଗିଥାଏ ତା’ର ତେଲ ମଧ୍ୟ ସେତିକି ସ୍ବାସ୍ଥ୍ୟ ଉପକାରୀ। ଏହାକୁ ନିୟମିତ ଖାଦ୍ୟ ପ୍ରସ୍ତୁତିରେ ବ୍ୟବହାର କରିବା ଫଳରେ ହାର୍ଟଠାରୁ ଆରମ୍ଭ କରି ପାଚନ ତନ୍ତ୍ରରେ କୌଣସି ସମସ୍ୟା ହୋଇ ନ ଥାଏ। ତେବେ...

ମ୍ୟୁଜିକ୍‌ ଥେରାପି

ଭାରାକ୍ରାନ୍ତ ମନକୁ ଅନେକାଂଶରେ ହାଲ୍‌କା କରିଥାଏ ସଙ୍ଗୀତ। ମନ ପସନ୍ଦର ଗୀତ ଶୁଣିବା ଦ୍ୱାରା ମନ ପ୍ରଫୁଲ୍ଲ ରହିବା ସହ ମାନସିକତା ସକାରାତ୍ମକ ରହିଥାଏ। କେତେକ ରୋଗର ଯନ୍ତ୍ରଣା ଲାଘବ ପାଇଁ ସଙ୍ଗୀତର ସାହାଯ୍ୟ ନିଆଯାଇପାରେ। ଏପରି ବିଷୟବସ୍ତକୁ ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri