ଜୀବନଚର୍ଯ୍ୟା

କରିଶ୍ମାଙ୍କୁ ୩୬: ଉପେନଙ୍କ ସହିତ ବହୁ ଦିନ ଲିଭ୍‌ଇନ୍‌ରେ ଥିଲେ

ମୁମ୍ବାଇ: ଛୋଟପରଦାରୁ ବଲିଉଡ୍‌ରେ ପାଦ ଥାପିଥିବା ସୁନ୍ଦରୀ ଅଭିନେତ୍ରୀ କରିଶ୍ମା ତନ୍ନା ଶନିବାର ୩୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୮୩ ଡିସେମ୍ବର ୨୧ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ଛୋଟ ପରଦାରେ କିୟୁଁକି ଶାଶ୍‌ ଭି କଭି ବୋହୂ ଥିରେ...

ଲୁଣର ଉପକାରୀ ଗୁଣ

ଲୁଣ ରୋଷେଇ ଘରର ସବୁଠାରୁ ବଡ଼ ମସଲା ବୋଲି କେହି କେହି କହିଥାଆନ୍ତି। କାରଣ ଲୁଣ ବିନା କୌଣସି ରନ୍ଧା ଖାଦ୍ୟ ସ୍ବାଦିଷ୍ଟ ହୋଇ ନ ଥାଏ। ହେଲେ କେବଳ ଖାଦ୍ୟ ରାନ୍ଧିବା ପାଇଁ ନୁହେଁ ଲୁଣର ଆହୁରି କିଛି...

ଓଜନ ହ୍ରାସରେ ସହାୟକ ହୁଏ ତେନ୍ତୁଳି

ତେନ୍ତୁଳି ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏହାକୁ ଖାଇବା ଦ୍ୱାରା ବିଭିନ୍ନ ରୋଗ ସମସ୍ୟା ଦୂର ହୋଇଥାଏ। ଜାଣନ୍ତୁ ତେନ୍ତୁଳିର ଉପକାରୀ ଗୁଣ ବିଷୟରେ.. ଓଜନ କମ୍‌ କରେ ତେନ୍ତୁଳି ଖାଇଲେ ଓଜନ ହ୍ରାସ ଘଟେ। ତେନ୍ତୁଳିରେ...

ଏହି ସବୁ ରୋଗରୁ ମୁକ୍ତିଦିଏ କାଜୁ

କାଜୁ ଖାଇବା ଲାଗି ସ୍ବାଦିଷ୍ଟ ହୋଇଥିବା ବେଳେ ସ୍ବାସ୍ଥ୍ୟ ପାଇଁ ମଧ୍ୟ ହିତକର। ଏଥିରେ ଭିଟାମିନ୍‌ ଓ ପ୍ରୋଟିନ୍‌ର ମାତ୍ରା ଅଧିକ ରହିଥାଏ। ଶୀତଦିନେ ଏହାକୁ ଖାଇବା ଲାଭଜନକ ହେବା ସହ ଅନେକ ରୋଗକୁ ମୁକ୍ତି ଦେଇଥାଏ, ଜାଣନ୍ତୁ ସେ...

ବୟସ ୪୦ ଟପିଲେ ହୋଇଯାଆନ୍ତୁ ସତର୍କ, ନଚେତ୍‌ ହୋଇପାରେ ଏସବୁ ରୋଗ

ଯଦି ବୟସ ୪୦ ଟପିଗଲାଣି ତେବେ ସତର୍କ ହୋଇଯାଆନ୍ତୁ ବୋଲି ଆମେରିକାର ଏକ ସ୍ବାସ୍ଥ୍ୟ ବିଶେଷଜ୍ଞ ଟିମ୍‌ ଗବେଷଣା କରି କହିଛନ୍ତି। ଉକ୍ତ ଟିମ୍‌ କହିଛି, ଏହି ସମୟରେ ନିଜର ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବା ଜରୁରୀ। ଏହି ବୟସରେ...

ଲାଲ୍‌ ପିଆଜ ବି ଥାଇରଏଡ୍‌ ସମସ୍ୟାରୁ ରଖେ ଦୂରେଇ…

ବ୍ୟସ୍ତବହୁଳ ଜୀବନ ଶୈଳୀରେ କେତେକଙ୍କଠାରେ ଥାଇରଏଡ୍‌ ସମସ୍ୟା ଦେଖାଦେଇଥାଏ। ଗଳାରେ ଥିବା ଏଣ୍ଡୋକ୍ରାଇନ୍‌ ଗ୍ଲାଣ୍ଡରୁ ଥାଇରଏଡ୍‌ ହରମୋନ୍‌ କ୍ଷରଣ ହୋଇଥାଏ । ଏହା ଶରୀରର ମେଟାବୋଲିଜିମ୍‌ ପ୍ରକ୍ରିୟାକୁ ନିୟନ୍ତ୍ରିତ କରେ। ହାଇପୋଥାଇରଏଡ୍‌ ସମସ୍ୟା ଯୋଗୁ ଶରୀରର ଓଜନ ଦ୍ରୁତଗତିରେ ବଢିଯାଏ।...

ଶୀତଦିନେ ଏସବୁ କରିବା ମନା…

ଶୀତଦିନେ କେତେକ କାମ ନ କରିବାକୁ ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ଏସବୁ କଲେ ଶରୀର ଉପରେ ଖରାପ ପ୍ରଭାବ ପଡ଼ିଥାଏ। ଶୀତଦିନେ ସକାଳୁ ଗରମ ପାଣିରେ ଗାଧୋଇବା ସ୍ବାସ୍ଥ୍ୟ ପାଇଁ ହାନୀକାରକ। ଏହା ଦ୍ୱାରା ତ୍ୱଚା ଶୁଷ୍କ ହୋଇଯାଏ ଏବଂ...

ଚିକେନ୍‌ କାଲି ମିର୍ଚି

ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ରୁଚିକୁ ଦୃଷ୍ଟିରେ ରଖି ପୁରୀ ସହରର ପ୍ରାୟ ବଡ଼ ବଡ଼ ହୋଟେଲ ଏବଂ ରେଷ୍ଟୁରାଣ୍ଟରେ ସୁଆଦିଆ ଖାଦ୍ୟ ପ୍ରସ୍ତୁତ କରାଯାଉଛି। ଅନେକ ଦେଶୀ, ବିଦେଶୀ ଖାଦ୍ୟର ମଜା ବି ନେଉଛନ୍ତି ଗ୍ରାହକ। ସି’ବିଚ୍‌ ରୋଡ୍‌ସ୍ଥିତ...

ଶୀତଦିନେ ଖାଆନ୍ତୁ ବାଦାମ, ମିଳିବ ଏସବୁ ଫାଇଦା

ଶୀତଦିନେ ଅତ୍ୟଧିକ ଥଣ୍ଡା ଯୋଗୁ ସାଧାରଣତଃ ଶରୀରର ରୋଗପ୍ରତିରୋଧକ ଶକ୍ତି କମ ହୋଇଯାଏ। ଫଳରେ ଥଣ୍ଡା, କାଶ ଭଳି ଅନେକ ପ୍ରକାର ରୋଗ ଶରୀରକୁ ମାଡି ବସେ। ଶୀତଦିନେ ଶରୀରକୁ ସୁସ୍ଥ ରଖିବା ପାଇଁ ଡାଏଟରେ ଚିନାବାଦାମ ସାମିଲ କରନ୍ତୁ।...

ଶୀତଦିନେ ଗରମପାଣିରେ ଗାଧୋଇଲେ କ’ଣ ହୋଇଥାଏ

ଶୀତଦିନ ଆସିଗଲାଣି। ଏବେ ଲୋକମାନେ ଗରମପାଣିରେ ଗାଧୋଇବା ଆରମ୍ଭ କରିଦେଲେଣି। ଥରେ ଯଦି ଗରମପାଣିରେ ଗାଧୋଇବା ଆରମ୍ଭ କରିଦେବେ ତା’ହେଲେ ଥଣ୍ଡାପାଣିରେ ଗାଧୋଇବାକୁ ଇଚ୍ଛା ହେବ ନାହିଁ। ମୁଖ୍ୟତଃ ଗରମ ପାଣିରେ ଗାଧୋଇଲେ ଫୂର୍ତ୍ତି ବା ଆରାମ ଅନୁଭବ ହୋଇଥାଏ।...

ଘରୋଇ ଉପାୟରେ ଦୂର ହେବ ଗ୍ୟାସ ସମସ୍ୟା

ବର୍ତ୍ତମାନର ଅତ୍ୟାଧୁନିକ ଜୀବନଶୈଳୀ ଓ ଖାଦ୍ୟପେୟ ଲାଗି ପ୍ରାୟ ସମସ୍ତଙ୍କଠାରେ ଗ୍ୟାସ୍‌ ସମସ୍ୟା ଦେଖାଯାଉଛି। ଏହି ସମସ୍ୟାରୁ ଛୋଟ ପିଲା ମଧ୍ୟ ବାଦ୍‌ ପଡ଼ୁ ନାହାନ୍ତି। ଅନେକେ ଏହି ଗ୍ୟାସ୍‌ ସମସ୍ୟାର ମୁକ୍ତି ପାଇବା ଲାଗି ବିଭିନ୍ନ ଔଷଧ ବ୍ୟବହାର...

ଶୀତଦିନେ ସକାଳୁ କାହିଁକି ଶୀଘ୍ର ଛାଡିବେ ବିଛଣା…

ସକାଳୁ ଉଠିବା ଦ୍ୱାରା ଦେହ ଓ ମନ ଉଭୟ ସୁସ୍ଥ ରହେ। ତେବେ ଶୀତଦିନ ସକାଳୁ ବିଛଣା ଛାଡ଼ିଲେ ବହୁ ଉପକାର ମିଳିଥାଏ। ସାଧାରଣତଃ ଶୀତଦିନେ ପରିବେଶ ଥଣ୍ଡା ରହିଥିବାରୁ ମେଟାବୋଲିକ୍‌ ପ୍ରକ୍ରିୟା ଧୀମା ହୋଇଥାଏ। ତେଣୁ ଶରୀରର ତାପମାତ୍ରା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri