ଜୀବନଚର୍ଯ୍ୟା

ଫୋନ ଚୋରି ହୋଇଗଲେ କେମିତି ବନ୍ଦ କରିବେ ଗୁଗଲ ପେ, ଫୋନ ପେ…ଜାଣନ୍ତୁ

ଆଜିକାଲି ଭାରତରେ ଅନଲାଇନ ପେମେଣ୍ଟ ସାଧାରଣ ହୋଇଗଲାଣି। ଲୋକମାନେ ନିଜ ପାଖରେ ନଗଦ ଟଙ୍କା ରଖିବା ଅପେକ୍ଷା, ୟୁପିଆଇ ମାଧ୍ୟମରେ ଦେୟ ଦେବାକୁ ପସନ୍ଦ କରୁଛନ୍ତି। ଅନଲାଇନ ପେମେଣ୍ଟ ପାଇଁ ପାଖରେ କେବଳ ମୋବାଇଲ ଫୋନ ରହିବା ଆବଶ୍ୟକ ଏବଂ...

ନିଃଶବ୍ଦ ଘାତକ : ଉଚ୍ଚ ରକ୍ତଚାପ

ରକ୍ତଚାପ କ’ଣ : ସାଧାରଣ ଭାବରେ କହିଲେ ରକ୍ତ ସ୍ରୋତ ଦ୍ୱାରା ଧମନୀଗୁଡ଼ିକର ପାଚେରି ଉପରେ ପଡୁଥିବା ଚାପକୁ ‘ରକ୍ତଚାପ’ କହନ୍ତି। ଡାକ୍ତରୀ ଭାଷାରେ କହନ୍ତି ‘ବ୍ଲଡପ୍ରେସର’, ସଂକ୍ଷେପରେ ବି.ପି.। ହୃତ୍‌ପିଣ୍ଡ ସଙ୍କୁଚିତ ହେଲେ ତା’ ଭିତର ରକ୍ତ ଧମନୀ...

ସ୍ବାସ୍ଥ୍ୟବର୍ଦ୍ଧକ କନ୍ଦମୂଳ: ଖାଇବାକୁ ଯେମିତି ସୁସ୍ବାଦୁ, ଶରୀର ପାଇଁ ସେମିତି ଉପକାରୀ

କନ୍ଦମୂଳ ଖାଇବାକୁ ଯେମିତି ସୁସ୍ବାଦୁ ଲାଗେ ସେମିତି ଶରୀର ପାଇଁ ବେଶ୍‌ ଉପକାରୀ ମଧ୍ୟ ହୋଇଥାଏ। କାରଣ ଏଥିରେ ଭରି ରହିଥାଏ ଭିଟାମିନ୍‌ ଏ, ବିଟା କ୍ୟାରୋଟିନ୍‌, ମିନେରାଲ୍ସ ଓ ଆଣ୍ଟି ଅକ୍ସିଡାଣ୍ଟ ଇତ୍ୟାଦି। କୁହାଯାଏ, କନ୍ଦମୂଳ ଖାଇବା ଦ୍ୱାରା...

ଛୋଟ ଛୋଟ କଥାକୁ ନେଇ କଳହ ଉପୁଜୁଛି କି? ସୁଖି ଦାମ୍ପତ୍ୟ ପାଇଁ ବାସ୍ତୁଟିପ୍ସ ଜାଣିରଖନ୍ତୁ…

ବେଳେବେଳେ ଛୋଟ ଛୋଟ କଥାକୁ ନେଇ ପତ୍ନୀପତିଙ୍କ ଭିତରେ କଥା କଟାକଟି ହୋଇଥାଏ। ଏହା ସାଧାରଣ ଲାଗିଲେ ବି ଏହା ପଛରେ ମଧ୍ୟ ବାସ୍ତୁଦୋଷର କିଛିଟା ଭୂମିକା ରହିଥିବା ବିଶ୍ୱାସ କରାଯାଏ। ଯେମିତିକି: *ବାସ୍ତୁଶାସ୍ତ୍ର ଅନୁଯାୟୀ, ସୁଖୀ ଦାମ୍ପତ୍ୟ ପାଇଁ...

ଆପଣବି ହୋଇ ପାରିବେ ଭାଗ୍ୟଶାଳୀ, ଘରେ ଲଗାନ୍ତୁ ଏହି ଗଛ

ଏକ ସାମଞ୍ଜସ୍ୟପୂର୍ଣ୍ଣ ଏବଂ ସମୃଦ୍ଧ ଜୀବନ୍ତ ପରିବେଶ ସୃଷ୍ଟି କରିବାର ପ୍ରୟାସରେ, ଉଦ୍ଭିଦଗୁଡିକୁ ଏକୀକୃତ କରିବା କେବଳ ଆପଣଙ୍କ ଘରର ସୌନ୍ଦର୍ଯ୍ୟ ବୃଦ୍ଧିରେ ସାହାଯ୍ୟ କରେନାହିଁ ବରଂ ସକରାତ୍ମକ ଶକ୍ତି ମଧ୍ୟ ଯୋଗାଇଥାଏ। ଏସବୁ ଗଛ କେବଳ ମନୋରମ ଘର...

ପୃଥିବୀ ବାହାରେ ଡାଇନୋସର

ବିଭିନ୍ନ ଜାତିର ଜୀବମାନଙ୍କ ଭିତରୁ ସରୀସୃପ ଅନ୍ୟତମ। ସାପ, ଝିଟିପିଟି, ଏଣ୍ଡୁଅ, କଇଁଛ, ଗୋଧି ଓ କୁମ୍ଭୀର ଭଳି କାତି ରହିଥିବା ଟାଣ ଓ ଶୁଖିଲା ଦେହର ଜୀବମାନେ ଏଇ ଜାତିର। ପୃଥିବୀକୁ ମଣିଷ ଆସିବାର ବହୁ ବର୍ଷ ପୂର୍ବରୁ...

ବାସ୍ତୁରେ ଶୋଇବାକୁ ନେଇ ରହିଛି ନିୟମ, ଜାଣିଲେ ଶରୀର ସହ ନିଦ୍ରା ଉପରେ ପଡ଼ିବନି କୁପ୍ରଭାବ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଶୋଇବା ସମୟରେ ମଧ୍ୟ କିଛିଟା ନିୟମ ମାନିବାକୁ ହୁଏ। ନଚେତ୍‌ ଏହାର କୁପ୍ରଭାବ ଆମର ଶରୀର ଓ ମନ ସହିତ ନିଦ୍ରା ଉପରେ ପଡ଼ିଥାଏ ବୋଲି କୁହାଯାଏ। ସେଥିପାଇଁ ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି, ଦକ୍ଷିଣ ଦିଗକୁ ମୁଣ୍ଡକରି...

ବାସ୍ତୁ ଅନୁଯାୟୀ କେଉଁ ମୂର୍ତ୍ତିକୁ ଘରେ ରଖିବା ଶୁଭ, ଜାଣନ୍ତୁ…

ସାଜସଜ୍ଜା ପାଇଁ ଘରେ ଆମେ ବିଭିନ୍ନ ପ୍ରକାରର ଆକର୍ଷଣୀୟ ମୂର୍ତ୍ତି ରଖିଥାଉ। କିନ୍ତୁ କିଛି ମୂର୍ତ୍ତିକୁ ବାସ୍ତୁ ଅନୁଯାୟୀ ବହୁତ ଶୁଭ ବୋଲି କୁହାଯାଏ; ଯାହାକୁ ଘରେ ରଖିଲେ ଐଶ୍ୱର୍ଯ୍ୟ ବୃଦ୍ଧି ହେବା ସହ ସୁଖଶାନ୍ତି ବଢ଼ିଥାଏ ବୋଲି ବିଶ୍ୱାସ...

ଅଦ୍ଭୁତ ପାଣି, ଲାଭ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସମସ୍ତେ ବିଶୁଦ୍ଧ ପାଣି ପିଇବାକୁ ଚାହାନ୍ତି। ଏହା ଅନେକ ଲୋକଙ୍କ ପାଇଁ ମଧ୍ୟ ଉପଲବ୍ଧ। କିନ୍ତୁ ଧନୀ ଲୋକମାନେ ଅନ୍ୟ କିଛି ଚାହାନ୍ତି। ସେମାନେ କିଛି ବିଶେଷ ପାଣି ପିଇବାକୁ ପସନ୍ଦ କରନ୍ତି, ଯେଉଁଥିରେ ଅଧିକ ପରିମାଣର ଖଣିଜ ପଦାର୍ଥ...

ପ୍ରଦୂଷଣ: କାରଣ, ନିରାକରଣ

ପୂଜା ଓ ବିଶ୍ୱତାପନ : ପୂଜା ମଞ୍ଚରେ ଅଧିକ ୱାଟ୍‌ର ଉଜ୍ଜ୍ୱଳ ଆଲୋକବତି ବ୍ୟବହାର କରିବା ଦ୍ୱାରା ବିଦ୍ୟୁତ୍‌ ଶକ୍ତିର ଘୋର ଅପଚୟ ଘଟୁଛି। ଆମ ଦେଶରେ ଉପଲବ୍ଧ ଅଧିକାଂଶ ବିଦ୍ୟୁତ୍‌ ଶକ୍ତି କୋଇଲାଭିତ୍ତିକ ତାପଜ ବିଦ୍ୟୁତ କେନ୍ଦ୍ରରୁ ଆହରିତ...

ଭୟଙ୍କର ସ୍ବପ୍ନ ଦେଖିବା ପରେ ଲାଗେ ଡର, ରକ୍ଷା ପାଇବା ପାଇଁ ଉପାୟ…

ନିଦରେ ସ୍ବପ୍ନ ଦେଖିବା ସାଧାରଣ କଥା। କିନ୍ତୁ ବେଳେବେଳେ ନିଦରେ ଏମିତି କିଛି ସ୍ବପ୍ନ ଦେଖିଥାଉ, ଯାହା ଖୁବ୍‌ ଭୟଙ୍କର ହୋଇଥାଏ। ନିଦ ଭାଙ୍ଗିଲା ପରେ ବି ଡର ଡର ଲାଗେ। ଏମିତି ପରିସ୍ଥିତିରୁ ରକ୍ଷା ପାଇବା ପାଇଁ ସ୍ବପ୍ନଶାସ୍ତ୍ରରେ...

ବାସ୍ତୁଦୋଷ ଥିଲେ ଘରେ ଉପୁଜିଥାଏ ଅଶାନ୍ତି, ଦୂର ପାଇଁ ପ୍ରତିକାରର ଉପାୟ…

ଅନେକେ ବିଶ୍ୱାସ କରନ୍ତି, ଘରେ କୌଣସି ବାସ୍ତୁଦୋଷ ଥିଲେ ବହୁ ପ୍ରକାରର ଅଶାନ୍ତି ଉପୁଜିଥାଏ। ତେଣୁ ଏହି ବାସ୍ତୁଦୋଷକୁ ସହଜରେ କିପରି ଦୂର କରିହେବ ସେ ନେଇ ବାସ୍ତୁଶାସ୍ତ୍ରରେ ରହିଛି କିଛିଟା ପ୍ରତିକାରର ଉପାୟ… * ଘରର ବାସ୍ତୁଦୋଷ ଦୂର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri