ଜୀବନଚର୍ଯ୍ୟା

ମର୍ଣ୍ଣିଓ୍ବାକ୍‌ ପରେ ପାଦତଳ ଦରଜ ଠିକ୍‌ କରେ ସୋରିଷ

ଦୀର୍ଘ ସମୟ ଧରି ଠିଆ ହେଲେ ଅବା ବସି ରହିଲେ ପାଦତଳ ଦରଜ ହୋଇଥାଏ। ବେଳେବେଳେ ପାଦ ଫୁଲି ଯାଇଥାଏ। ଫଳରେ ଚାଲିବା ବୁଲିବାରେ କଷ୍ଟ ହୋଇଥାଏ। କିଛି ଘରୋଇ ଉପଚାର ମାଧ୍ୟମରେ ଏସବୁ ସମସ୍ୟା ସମାଧାନ କିପରି ହେବ...

ଗରମ ଚା’ ପିଉଥିଲେ…

ଗରମ ଚା’ ପିଇବା ଦ୍ୱାରା ଗଳା କ୍ୟାନସର୍‌ର ଆଶଙ୍କା ରହିଛି। ନିକଟରେ ହୋଇଥିବା ଏକ ଗବେଷଣା ତଥ୍ୟରୁ ଏହା ଜାଣିବାକୁ ମିଳିଛି। ଗବେଷଣାର ତଥ୍ୟ ଅନୁଯାୟୀ ଯେଉଁମାନେ ଦୈନନ୍ଦିନ ୭୫ ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରାର ଚା’ ପିଇଥାନ୍ତି, ସେମାନଙ୍କ ମଧ୍ୟରେ...

ସିଝା କଦଳୀ ସ୍ବାସ୍ଥ୍ୟପାଇଁ ଭଲ

କଦଳୀ ଖାଇଲେ ଅନେକ ଲାଭ ମିଳିଥାଏ ବୋଲି ଆୟୁର୍ବେଦରେ ବର୍ଣ୍ଣନା କରାଯାଇଛି।  ୟୁରୋପିଆନ ଏକାଡେମୀ ଅଫ୍‌ ଆୟୁର୍ବେଦର ସୂଚନା ଅନୁଯାୟୀ, ସିଝା କଳଦୀ ରାତିରେ ଖାଇଲେ ଏହା ଶରୀରରେ ଶକ୍ତି ବୃଦ୍ଧି କରିବାରେ ସାହାଯ୍ୟ କରିଥାଏ। -କଞ୍ଚା କଦଳୀରେ ଥିବା...

ପେଟ ରୋଗରୁ ଦୂରେଇ ରହିବା ପାଇଁ ସପ୍ତାହରେ ଥରେ ନଖ ଉଷୁମ ପାଣିରେ ମିଶାଇ ଖାଆନ୍ତୁ ଏହାକୁ…

ଶରୀରକୁ ସୁସ୍ଥ ରଖିବା ପାଇଁ ପାକସ୍ଥଳୀରେ ଥିବା ଏସିଡ୍‌ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ । ତେବେ ବେଳେବେଳେ କୌଣସି କାରଣରୁ ଏହା ସ୍ବାଭାବିକ ଭାବେ କାମ କରି ନ ଥାଏ। ଏହାକୁ ନିୟନ୍ତ୍ରିତ କରିବା ପାଇଁ ଆୟୁର୍ବେଦରେ ଅନେକ...

ଶରୀର ପାଇଁ ଲାଭଦାୟକ ଥଣ୍ଡା କ୍ଷୀର

ନିୟମିତ କ୍ଷୀର ପିଇଲେ ଶରୀର ସୁସ୍ଥ ରହିଥାଏ। ହେଲେ ଏହି କ୍ଷୀରକୁ କେହି ଉଷୁମ ଅବସ୍ଥାରେ ପିଅନ୍ତି ତ ଆଉ କେହି ଥଣ୍ଡା କ୍ଷୀର ପିଇବାକୁ ପସନ୍ଦ କରିଥାଆନ୍ତି। ହେଲେ ଉଷୁମ କ୍ଷୀର ଅପେକ୍ଷା ଥଣ୍ଡା କ୍ଷୀର ଆମ ଶରୀର...

ବେଡ୍‌ ଟି’ ପିଇବା ଅଭ୍ୟାସ ଅଛି କି? ହୋଇଯାଆନ୍ତୁ ସାବଧାନ

ଅନେକଙ୍କ ଅଭ୍ୟାସ ବିନା ବେଡ୍‌ ଟି’ରେ ସକାଳୁ ବିଛଣାରୁ ତଳକୁ ଓହ୍ଲାଇବେ ନାହିଁ। କିନ୍ତୁ ଏହା ଯେ ସ୍ବାସ୍ଥ୍ୟ ପାଇଁ କେତେ ହାନିକାରକ ତାହା ସେମାନେ ସ୍ବପ୍ନରେ ସୁଦ୍ଧା ଭାବି ନ ଥିବେ। ଏକ ଗବେଷଣାରୁ ଜଣାପଡ଼ିଛି, ସକାଳୁ ସକାଳୁ...

କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରଖେ ଏହି ପରିବା…

କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରହିବା ପାଇଁ ଆୟୁର୍ବେଦରେ ଅନେକ ଘରୋଇ ସହଜ ଉପାୟ ସମ୍ପର୍କରେ ବର୍ଣ୍ଣନା କରାଯାଇଛି। ନିୟମିତ କଲରା ଖାଇବା ଦ୍ୱାରା ଅନେକ ଉପକାର ମିଳିଥାଏ। ଏହା ଦ୍ୱାରା ବିଭିନ୍ନ କିଡ୍‌ନୀ ସମସ୍ୟା ଦୂର ହୁଏ । କଲରାରେ...

ବୁଦ୍ଧିମତ୍ତା ବଢ଼ାଏ ଫଳମୂଳ

ତଟକା ଫଳମୂଳ ଆମ ଶରୀର ପାଇଁ କେତେ ଉପକାରୀ ତାହା କହିବା ବାହୁଲ୍ୟ। ବିଶେଷଭାବରେ ଏହାକୁ ଯଦି ଆମେ ବ୍ରେକଫାଷ୍ଟରେ ସାମିଲ କରିବା ତେବେ ତାହାର ଉପକାରୀ ଗୁଣକୁ ଉପଲବ୍ଧି କରିହେବ। ଫଳମୂଳ ଖାଇବା ଦ୍ୱାରା ବୁଦ୍ଧିମତ୍ତାର ବିକାଶ ଘଟିଥାଏ।...

ବିଜ୍ଞାନରେ ବ୍ରେକ୍‌ଥ୍ରୁ ପୁରସ୍କାର

‘ପଦାର୍ଥ ବିଜ୍ଞାନ ପାଇଁ ମିଳିତଭାବେ ୩୪୭ ଜଣ ବୈଜ୍ଞାନିକଙ୍କୁ ଏହି ସମ୍ମାନ ଓ ପୁରସ୍କାର ପ୍ରଦାନ କରାଯାଇଛି । ସେମାନେ ପ୍ରଥମ ଥର ପାଇଁ ଗୋଟିଏ କୃଷ୍ଣଗର୍ତ୍ତ(ବ୍ଲାକ ହୋଲ)ର ଚିତ୍ର ଉତ୍ତୋଳନ କରିଥିଲେ। କୃଷ୍ଣଗର୍ତ୍ତର ବସ୍ତୁତ୍ୱ ଅତି ବେଶି ହୋଇଥିବାରୁ...

ଅଣ୍ଟା ଯନ୍ତ୍ରଣାର ଘରୋଇ ଉପଚାର

-ବସିବା ସମୟରେ ଏପରି ବସନ୍ତୁ ଯେମିତି ଆପଣଙ୍କୁ ଆରାମ ଲାଗିବା ସହ ଅଣ୍ଟା ଉପରେ ଚାପ ପଡ଼ିବ ନାହିଁ। -ଉଠିବା ସମୟରେ ସତର୍କତାର ସହ ଉଠନ୍ତୁ। ଯଦି ଟିକେ ଏପଟ ସେପଟ ହୋଇଗଲା ତେବେ ଅଣ୍ଟା ଉପରେ ପ୍ରେସର ପଡ଼ିବା...

ହୃଦ୍‌ରୋଗ

”ଶରୀରରେ ଚର୍ବି ଜମିଲେ ଓଜନ ବଢ଼େ । ଓଜନ ବଢ଼ିଲେ ଜାତ ହୁଏ ପୃଥୁଳତା ବା ମେଦବହୁଳତା। ଚର୍ବି ଉପାଦାନ ରକ୍ତନଳୀ ଭିତରେ ଜମିଯାଇ ରକ୍ତନଳୀର ରନ୍ଧ୍ରକୁ ସଂକୁଚିତ କରିଦିଏ। ଫଳରେ ରକ୍ତ ସରବରାହ ବ୍ୟାହତ ହୋଇ ଜାତ ହୁଏ...

ଏସିଡିଟି ସମସ୍ୟା ଠିକ୍‌ କରେ ଯୁଆଣି ଚା’

ଯୁଆଣି ଖାଦ୍ୟର ସ୍ବାଦ ବଢାଇବା ସହ ଏଥିରେ ଥିବା ଭିଟାମିନ୍ସ ଓ ମିନେରାଲ୍ସ ଶରୀରର ଅନେକ ସମସ୍ୟାକୁ ଠିକ୍‌ କରିଥାଏ। ପ୍ରତିଦିନ ସକାଳୁ ଖାଲି ପେଟରେ ଯୁଆଣି ଚା’ ପିଇଲେ ଲାଭ ମିଳିଥାଏ ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ ମତ ଦେଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri