ଜୀବନଚର୍ଯ୍ୟା

ସକାଳୁ ଖାଲି ପେଟରେ ପିଅନ୍ତୁ ଅଦା ଜୁସ୍‌

ଅଦା ଜୁସ୍‌ ଶରୀର ପାଇଁ ବେଶ୍‌ ଲାଭଦାୟକ। ବିଶେଷ କରି ସକାଳୁ ଅଦା ଜୁସ୍‌ ପିଇଲେ ଅନେକ ଲାଭ ମିଳିଥାଏ। ଅଦା ଜୁସ୍‌ରେ ଥିବା ଅନେକ ଉପକାରିତ ସମ୍ପର୍କରେ ଆୟୁର୍ବେଦରେ ବର୍ଣ୍ଣନା କରାଯାଇଛି। -ସକାଳୁ ଖାଲି ପେଟରେ ଅଦା ଜୁସ୍‌...

ଆଣ୍ଠୁଗଣ୍ଠି ସମସ୍ୟା ଦୂର କରେ ଆଳୁ ରସ

ଆଜିକାଲି ଅନେକ ଲୋକଙ୍କଠାରେ ଆଣ୍ଠୁଗଣ୍ଠି ରୋଗ ସମସ୍ୟା ଦେଖାଯାଉଛି। ଯେପରି କ୍ରମେ କ୍ରମେ ଏ ରୋଗ ବଢ଼ିଚାଲେ, ମଣିଷ ପକ୍ଷେ ଚାଲିବା ବୁଲିବା କଷ୍ଟକର ହୋଇପଡ଼େ। ଗଣ୍ଠି ରୋଗର ସବୁଠୁ ଅଧିକ ପ୍ରଭାବ ଆଣ୍ଠୁ, ଅଣ୍ଟା, ମେରୁଦଣ୍ଡ ଉପରେ ପଡ଼ିଥାଏ।...

ସିଙ୍ଗାପୁର ବ୍ଲାକ୍‌ ପିପର ପ୍ରନ୍‌

ଚିଙ୍ଗୁଡ଼ି ଭିତରେ ରାଜା ଟାଇଗର ପ୍ରନ୍‌। ଚିଙ୍ଗୁଡ଼ି ଖାଉଥିବା ଲୋକଙ୍କର ଏହା ପ୍ରଥମ ପସନ୍ଦ। ଝୋଳ କରିବାଠୁ ନେଇ ଭାଜି ଖାଇବାର ସ୍ବାଦ ନିଆରା। ଟାଇଗର ପ୍ରନକୁ ନେଇ ଏବେ ବିଭିନ୍ନ ଖାଦ୍ୟ ପ୍ରସ୍ତୁତ ହେଉଛି। କୌଣସି ଗୋଟିଏ ଦେଶର...

ଗୋଟିଏ ବିଛଣା ଅଧିକ ଦିନଧରି ବ୍ୟବହାର କରୁଥିଲେ..

ଅନେକ ଲୋକ ଅଛନ୍ତି ସେମାନଙ୍କ ଶରୀରରେ କୌଣସି ରୋଗ ନ ଥିଲେ ବି ବାରମ୍ବାର ଆଲର୍ଜି, ସଂକ୍ରମଣ, କାଶ ଏବଂ ଜ୍ୱରରେ ପୀଡ଼ିତ ହୋଇଥାନ୍ତି। ଯେତେ ଔଷଧ ସେବନ କଲେ କି ଆଣ୍ଟିବାୟୋଟିକ୍‌ ନେଲେ କିଛି କାମ କରେନାହଁି ।...

ମର୍ଣ୍ଣିଓ୍ବାକ୍‌ ପରେ ପାଦତଳ ଦରଜ ଠିକ୍‌ କରେ ସୋରିଷ

ଦୀର୍ଘ ସମୟ ଧରି ଠିଆ ହେଲେ ଅବା ବସି ରହିଲେ ପାଦତଳ ଦରଜ ହୋଇଥାଏ। ବେଳେବେଳେ ପାଦ ଫୁଲି ଯାଇଥାଏ। ଫଳରେ ଚାଲିବା ବୁଲିବାରେ କଷ୍ଟ ହୋଇଥାଏ। କିଛି ଘରୋଇ ଉପଚାର ମାଧ୍ୟମରେ ଏସବୁ ସମସ୍ୟା ସମାଧାନ କିପରି ହେବ...

ଗରମ ଚା’ ପିଉଥିଲେ…

ଗରମ ଚା’ ପିଇବା ଦ୍ୱାରା ଗଳା କ୍ୟାନସର୍‌ର ଆଶଙ୍କା ରହିଛି। ନିକଟରେ ହୋଇଥିବା ଏକ ଗବେଷଣା ତଥ୍ୟରୁ ଏହା ଜାଣିବାକୁ ମିଳିଛି। ଗବେଷଣାର ତଥ୍ୟ ଅନୁଯାୟୀ ଯେଉଁମାନେ ଦୈନନ୍ଦିନ ୭୫ ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରାର ଚା’ ପିଇଥାନ୍ତି, ସେମାନଙ୍କ ମଧ୍ୟରେ...

ସିଝା କଦଳୀ ସ୍ବାସ୍ଥ୍ୟପାଇଁ ଭଲ

କଦଳୀ ଖାଇଲେ ଅନେକ ଲାଭ ମିଳିଥାଏ ବୋଲି ଆୟୁର୍ବେଦରେ ବର୍ଣ୍ଣନା କରାଯାଇଛି।  ୟୁରୋପିଆନ ଏକାଡେମୀ ଅଫ୍‌ ଆୟୁର୍ବେଦର ସୂଚନା ଅନୁଯାୟୀ, ସିଝା କଳଦୀ ରାତିରେ ଖାଇଲେ ଏହା ଶରୀରରେ ଶକ୍ତି ବୃଦ୍ଧି କରିବାରେ ସାହାଯ୍ୟ କରିଥାଏ। -କଞ୍ଚା କଦଳୀରେ ଥିବା...

ପେଟ ରୋଗରୁ ଦୂରେଇ ରହିବା ପାଇଁ ସପ୍ତାହରେ ଥରେ ନଖ ଉଷୁମ ପାଣିରେ ମିଶାଇ ଖାଆନ୍ତୁ ଏହାକୁ…

ଶରୀରକୁ ସୁସ୍ଥ ରଖିବା ପାଇଁ ପାକସ୍ଥଳୀରେ ଥିବା ଏସିଡ୍‌ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ । ତେବେ ବେଳେବେଳେ କୌଣସି କାରଣରୁ ଏହା ସ୍ବାଭାବିକ ଭାବେ କାମ କରି ନ ଥାଏ। ଏହାକୁ ନିୟନ୍ତ୍ରିତ କରିବା ପାଇଁ ଆୟୁର୍ବେଦରେ ଅନେକ...

ଶରୀର ପାଇଁ ଲାଭଦାୟକ ଥଣ୍ଡା କ୍ଷୀର

ନିୟମିତ କ୍ଷୀର ପିଇଲେ ଶରୀର ସୁସ୍ଥ ରହିଥାଏ। ହେଲେ ଏହି କ୍ଷୀରକୁ କେହି ଉଷୁମ ଅବସ୍ଥାରେ ପିଅନ୍ତି ତ ଆଉ କେହି ଥଣ୍ଡା କ୍ଷୀର ପିଇବାକୁ ପସନ୍ଦ କରିଥାଆନ୍ତି। ହେଲେ ଉଷୁମ କ୍ଷୀର ଅପେକ୍ଷା ଥଣ୍ଡା କ୍ଷୀର ଆମ ଶରୀର...

ବେଡ୍‌ ଟି’ ପିଇବା ଅଭ୍ୟାସ ଅଛି କି? ହୋଇଯାଆନ୍ତୁ ସାବଧାନ

ଅନେକଙ୍କ ଅଭ୍ୟାସ ବିନା ବେଡ୍‌ ଟି’ରେ ସକାଳୁ ବିଛଣାରୁ ତଳକୁ ଓହ୍ଲାଇବେ ନାହିଁ। କିନ୍ତୁ ଏହା ଯେ ସ୍ବାସ୍ଥ୍ୟ ପାଇଁ କେତେ ହାନିକାରକ ତାହା ସେମାନେ ସ୍ବପ୍ନରେ ସୁଦ୍ଧା ଭାବି ନ ଥିବେ। ଏକ ଗବେଷଣାରୁ ଜଣାପଡ଼ିଛି, ସକାଳୁ ସକାଳୁ...

କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରଖେ ଏହି ପରିବା…

କିଡ୍‌ନୀ ଷ୍ଟୋନ୍‌ରୁ ଦୂରେଇ ରହିବା ପାଇଁ ଆୟୁର୍ବେଦରେ ଅନେକ ଘରୋଇ ସହଜ ଉପାୟ ସମ୍ପର୍କରେ ବର୍ଣ୍ଣନା କରାଯାଇଛି। ନିୟମିତ କଲରା ଖାଇବା ଦ୍ୱାରା ଅନେକ ଉପକାର ମିଳିଥାଏ। ଏହା ଦ୍ୱାରା ବିଭିନ୍ନ କିଡ୍‌ନୀ ସମସ୍ୟା ଦୂର ହୁଏ । କଲରାରେ...

ବୁଦ୍ଧିମତ୍ତା ବଢ଼ାଏ ଫଳମୂଳ

ତଟକା ଫଳମୂଳ ଆମ ଶରୀର ପାଇଁ କେତେ ଉପକାରୀ ତାହା କହିବା ବାହୁଲ୍ୟ। ବିଶେଷଭାବରେ ଏହାକୁ ଯଦି ଆମେ ବ୍ରେକଫାଷ୍ଟରେ ସାମିଲ କରିବା ତେବେ ତାହାର ଉପକାରୀ ଗୁଣକୁ ଉପଲବ୍ଧି କରିହେବ। ଫଳମୂଳ ଖାଇବା ଦ୍ୱାରା ବୁଦ୍ଧିମତ୍ତାର ବିକାଶ ଘଟିଥାଏ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri