ବ୍ୟସ୍ତବହୁଳ ଜୀବନଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ ଆମକୁ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ବାହାର ଖାଦ୍ୟ ଖାଇ ନାନା ରୋଗ ଗ୍ରାସ କରୁଛି । ଏଥିରୁ ମୁକ୍ତି ପାଇବା ବିଭିନ୍ନ ସବୁଜ ପନିପରିବା ଆମେ...
ସପୁରୀ କେବଳ ସୁସ୍ବାଦୁ ନୁହେଁ ଏହା ଔଷଧୀୟ ଗୁଣରେ ମଧ୍ୟ ଭରପୁର। ସପୁରୀରେ ଭିଟାମିନ ବି-୧, ବି-୨, ବି-୩, ବି-୫, ଭିଟାମିନ-ସି ପ୍ରଚୁର ପରିମାଣରେ ଅଛି। ପ୍ରତିଦିନ ସକାଳେ ଅଭ୍ୟାସ କରି ଅଧାକପ୍ ସପୁରୀ ରସ ପିଇଲେ ବାର୍ଦ୍ଧକ୍ୟଠାରୁ ଏହା...
ଗାଜର ଖାଇବା ସ୍ବାସ୍ଥ୍ୟପ୍ରତି ବେଶ୍ ହିତକର। କିନ୍ତୁ ଶରୀର ପାଇଁ ବିଶେଷ ଫଳପ୍ରଦ ହୋଇଥାଏ ଏଥିରୁ ପ୍ରସ୍ତୁତ ଜୁସ୍। ନିୟମିତ ରୂପେ ଗାଜର ଜୁସ୍ ସେବନ ଦ୍ୱାରା ଶରୀରରେ ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ। କାମ କରିବା ପରେ ଅଧିକ...
Archives
Model This Week
ପିଲାଙ୍କ ଧରିତ୍ରୀ