ଜୀବନଚର୍ଯ୍ୟା

ବେଶ୍‌ ଉପକାରୀ ତୁଳସୀ ଚେର

ତୁଳସୀ ଏକ ଔଷଧୀୟ ବୃକ୍ଷ। ଏହାର ପ୍ରତିଟି ଅଂଶ ବିଭିନ୍ନ ପ୍ରକାର ରୋଗର ନିଦାନ କରିବାରେ ସହାୟକ ହୋଇଥାଏ। ଅଧିକାଂଶ ଲୋକେ ତୁଳସୀ ପତ୍ରର ଫାଇଦା ସମ୍ପର୍କରେ ଜାଣିଥାନ୍ତି, କିନ୍ତୁ ଏହାର ଚେର ଯେ କେତେ ଉପକାରୀ ତାହା କାହାକୁ...

ସାଧାରଣ ମଶାଠାରୁ ଭିନ୍ନ ଡେଙ୍ଗୁ ମଶା, କାମୁଡ଼ିବାର ୫ ଦିନ ପରେ ପଡ଼ିଥାଏ ଜଣା

ବର୍ଷାଋତୁରେ ଡେଙ୍ଗୁରୋଗର ଭୟ ବଢ଼ି ଯାଇଥାଏ। ଡେଙ୍ଗୁଜ୍ୱର ଜୁଲାଇରୁ ଅକ୍ଟୋବର ପର୍ଯ୍ୟନ୍ତ ହେବାର ଯଥେଷ୍ଟ ସମ୍ଭାବନା ରହିଛି। କାରଣ ଏହି ସମୟରେ ମଶାବଂଶ ବୃଦ୍ଧି ଘଟିଥାଏ। ତେଣୁ ଏଥିରୁ ରକ୍ଷା ପାଇବା ପାଇଁ ସବୁଠୁ ଅଧିକ ସତର୍କତା ଅବଲମ୍ବନ ଜରୁରୀ।...

କଚି ମିର୍ଚି କା ମୁର୍ଗ

ପୁରୀକୁ ପ୍ରତିଦିନ ଦେଶ ବିଦେଶର ପର୍ଯ୍ୟଟକ ଆସିଥାନ୍ତି। ଏହାକୁ ଦୃଷ୍ଟିରେ ରଖି ସହରର ବିଭିନ୍ନ ହୋଟେଲ ଏବଂ ରେଷ୍ଟୁରାଣ୍ଟରେ ସୁଆଦିଆ ଖାଦ୍ୟ ପ୍ରସ୍ତୁତ କରାଯାଏ। ତେବେ ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ କେତେକ ହୋଟେଲ ସର୍ବଦା ସେମାନଙ୍କ ଡିସ୍‌ ପରିବର୍ତ୍ତନ...

ହାର୍ଟଆଟାକ୍‌ ଓ ଡାଇବେଟିସ୍‌ରୁ ଦୂରେଇ ରହିବା ପାଇଁ ସପ୍ତାହରେ ଏଥିରୁ ୨ଥର…

ଛତୁରେ ବିଭିନ୍ନ ପୋଷକତ୍ବ ରହିଥାଏ। ଏହାକୁ ପ୍ରତିଦିନ ଖାଇଲେ ଶରୀରର ବହୁ ଉପକାର ହୁଏ। ଶରୀରର ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ଏହା ସହାୟକ ହୋଇଥାଏ । ଅଭ୍ୟାସ କରି ସପ୍ତାହରେ ୨ ଥର ଛତୁ ଖାଇଲେ ହାର୍ଟଆଟାକ୍‌ ଓ...

ଶ୍ୱାସରୋଗରୁ ଦୂରେଇ ରଖେ ଏହି ଫୁଲ…

ଅରଖଫୁଲର ଅନେକ ଔଷଧୀୟ ଗୁଣ ରହିଛି । ବିଭିନ୍ନ ରୋଗ ଦୂର କରିବାରେ ଏହା ମହୌଷଧୀ ସଦୃଶ କାର୍ଯ୍ୟ କରିଥାଏ। ଅରଖ ଗଛର ପତ୍ର ଓ ଫୁଲ ଶ୍ୱାସରୋଗ, ଡାଇବେଟିସ୍‌ ଆଦି ରୋଗକୁ ଭଲ କରିଥାଏ ବୋଲି କୁମାୟୁନ ଆୟୁର୍ବେଦ...

ନବଜାତ ଶିଶୁର ଯତ୍ନ ସମ୍ପର୍କରେ ଜାଣନ୍ତୁ କିଛି ଗୁରୁତ୍ୱପୂର୍ଣ୍ଣ ଟିପ୍ସ

ପ୍ରଥମ ନବଜାତ ଶିଶୁକୁ ନେଇ ଅଭିଭାବକ ବେଶି ଚିନ୍ତିତ ହୋଇପଡ଼ନ୍ତି। କାରଣ ସେମାନଙ୍କ ଯତ୍ନ ନେବା ପାଇଁ ଅନେକ ଜିନିଷ ଉପରେ ଧ୍ୟାନ ଦେବାକୁ ପଡ଼ିଥାଏ। ଶିଶୁ କିପରି ଗାଧୋଇବ, କିପରି ଶୋଇବ ସେ ସମ୍ପର୍କରେ ଧ୍ୟାନ ଦେବାକୁ ପଡ଼ିଥାଏ।...

ମାନସିକ ଚାପରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ମୁଠାଏ…

ସକାଳେ ମୁଠାଏ ସୋଲା ବୁଟ ଗଜା ଚୋବାଇ ଖାଇଲେ ମିଳିଥାଏ ଅନେକ ଫାଇଦା। ଏହା କୋଷ୍ଠକାଠିନ୍ୟରୁ ମୁକ୍ତି ଦିଏ। ଏଥିରେ ଥିବା ଟ୍ରିପ୍ଟାଫେନ୍‌ ମାନସିକ ଚାପ କମ୍‌ କରି ଶାନ୍ତି ପ୍ରଦାନ କରେ ବୋଲି ଜମ୍ମୁ ଆୟୁର୍ବେଦିକ ଇନଷ୍ଟିଚ୍ୟୁଟ୍‌ରେ ହୋଇଥିବା...

ହୃତ୍‌ପିଣ୍ଡ ଉପରେ ପ୍ରଭାବ ପକାଏ ଆଣ୍ଠୁଗଣ୍ଠି ଯନ୍ତ୍ରଣା

ଏକ ଗବେଷଣାରୁ ବିଶେଷଜ୍ଞମାନେ ଏହା ଜାଣିବାକୁ ପାଇଛନ୍ତି। ବିଶେଷଜ୍ଞଙ୍କ ମତରେ, ସ୍ପଣ୍ଡିଲାଇଟ୍ସକୁ ଅଣଦେଖା କରିବା ଉଚିତ୍‌ ନୁହେଁ। ଏହାଦ୍ୱାରା ଗମ୍ଭୀର ରୋଗର ସାମ୍ନା କରିବାକୁ ପଡ଼ିଥାଏ। ଏହା ଏକ ପ୍ରକାର ଗଣ୍ଠି ରୋଗ। ଏଥିପାଇଁ ଅଣ୍ଟା ଯନ୍ତ୍ରଣା ଆରମ୍ଭ ହୋଇ...

କ୍ୟାନସର ରୋଗ ହ୍ରାସ କରେ ହଳଦୀ

ଭାରତରେ ହଳଦୀର ବ୍ୟବହାର ମସଲା, ସୌନ୍ଦର୍ଯ୍ୟ ପ୍ରସାଧନ ତଥା ବିଭିନ୍ନ ରୋଗର ନିଦାନ ପାଇଁ କରାଯାଏ। କିନ୍ତୁ ଜାଣନ୍ତି ହଳଦୀ ମାରାମତ୍କ କ୍ୟାନସର୍‌ ରୋଗକୁ ମଧ୍ୟ କିଛି ମାତ୍ରାରେ ହ୍ରାସ କରିବାର ଗୁଣ ବହନ କରିଛି। ହଳଦୀରେ ଜଳ, ପ୍ରୋଟିନ୍‌,...

ଫୁଡ ପଏଜନିଙ୍ଗ୍‌ ଠାରୁ ମୁକ୍ତି ଦେବ ଏହି ଖାଦ୍ୟ

ପାଗ ବଦଳିବା ସହ ଖାଇବା-ପିଇବା ଏବଂ ଦୈନଦିନ ଜୀବନଶୈଳୀରେ ମଧ୍ୟ ପରିବର୍ତ୍ତନ ଆସିଥାଏ। ଖାସ କରି ବର୍ଷାଦିନେ ଖାଦ୍ୟପେୟକୁ ନେଇ ଅଧିକ ସାବଧାନ ରହିବାକୁ ପଡ଼ିଥାଏ। କାରଣ ବର୍ଷାଦିନେ ବାହାରର ଖାଦ୍ୟ ଶରୀର ପାଇଁ କ୍ଷତିକାରକ ହୋଇଥିବା ବେଳେ ଫୁଡ...

ଜାଣନ୍ତୁ କିପରି ହୋଇଥିବେ ଆପଣଙ୍କ ପାର୍ଟନର

ସାଧାରଣତଃ ବୈବାହିକ ଜୀବନକୁ ନେଇ ପ୍ରାୟ ସମସ୍ତେ ଚିନ୍ତିତ ଥାନ୍ତି। ବିବାହ ପୂର୍ବରୁ ସମସ୍ତେ ଏହି କଥା ଭାବିଥାନ୍ତି ଯେ, ସେମାନଙ୍କ ପାର୍ଟନର କିପରି ହୋଇଥିବ। ତେବେ ମନରେ ଉଠୁଥବା ଏଭଳି ପ୍ରଶ୍ନର ସରଳ ସମାଧାନ କରିବ ଆପଣଙ୍କ ରାଶି।...

ନିଜ ପର୍ସନାଲିଟି ଅନୁଯାୟୀ କିପରି ଚୟନ କରିବେ ଡ୍ରେସ୍‌

ଫ୍ୟାସନେବୁଲ ଏବଂ ଷ୍ଟାଇଲିଶ ହେବାକୁ କାହାର ବା ଇଚ୍ଛା ନ ଥାଏ ? ଆଜିକାଲିର ଆଧୁନିକ ଯୁଗରେ ଯୁବତୀ ହୁଅନ୍ତୁ ଅବା  ଗୃହିଣୀ ନିଜର ପର୍ସନାଲିଟି ବଢ଼ାଇବାକୁ ନିଜ ଡ୍ରେସ୍‌କୁ ଅଗ୍ରାଧିକାର ଦେଉଛନ୍ତି। ତେବେ ଏହି ସମୟରେ କେତୋଟି ବିଷୟ ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri