ଜୀବନଚର୍ଯ୍ୟା

ପ୍ରକୃତିର ବରଦାନ: ମା’ର ଖାଦ୍ୟ

ମା’ କ୍ଷୀର ଶିଶୁ ପାଇଁ ସର୍ବୋତ୍ତମ। ଏ ସମ୍ପର୍କରେ ବିଶ୍ୱବ୍ୟାପୀ ପ୍ରସାର କରିବା ପାଇଁ ୧୯୯୧ ମସିହା ଫେବୃୟାରୀ ୧୪ରେ ଓ୍ବାଲର୍‌ଡ ଆଲିଆନ୍ସ ଫର୍‌ ବ୍ରେଷ୍ଟ ଫିଡିଙ୍ଗ୍‌ ଆକ୍ସନ ପ୍ରତିଷ୍ଠା କରାଯାଇଥିଲା। ୧୯୯୨ ମସିହାରୁ ଅଗଷ୍ଟ ପ୍ରଥମ ସପ୍ତାହକୁ ପ୍ରଥମ...

ଉଚ୍ଚ ରକ୍ତଚାପରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସେ…

ସକାଳେ ଗୁଡ଼ପାଣି ପିଇଲେ ପାଚନ କ୍ରିୟା ସ୍ବାଭାବିକ ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ପୋଟାସିୟମ୍‌ ଏବଂ ସୋଡିୟମ୍‌ ରହିଥାଏ। ଫଳରେ ରକ୍ତଚାପ ନିୟନ୍ତ୍ରଣ କରିବାରେ ଗୁଡ଼ପାଣି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଅଧାଗ୍ଲାସେ ଗୁଡ଼ପାଣି ନିୟମିତ ପିଇଲେ ଲିଭର ସମସ୍ୟା...

ମନକୁ ଖୁସି ରଖିବା ପାଇଁ ପ୍ରତିଦିନ ଏଥିରୁ ଗୋଟିଏ…

ପ୍ରତିଦିନ ଲାଲ୍‌ ଲଙ୍କା ଖାଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏଥିରେ କ୍ୟାପ୍ସେସିନ୍‌ ନାମକ ରାସାୟନିକ ପଦାର୍ଥ ରହିଥାଏ। ଏହା ସ୍ନାୟୁତନ୍ତ୍ରକୁ ସୁରକ୍ଷିତ ରଖିଥାଏ। ଏହା ମସ୍ତିଷ୍କରେ ଡୋରଫିନ୍‌ ହରମୋନ୍‌ କ୍ଷରଣକୁ ତ୍ୱରାନ୍ବିତ କରିଥାଏ। ଫଳରେ ମନରେ ଖୁସି ଜାତ...

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରେ ପିଆଜପାଣି

ବର୍ଷାଦିନେ ଭୂତାଣୁ ଓ ବ୍ୟାକ୍ଟେରିଆ ଜନିତ ସଂକ୍ରମଣ ବୃଦ୍ଧି ପାଇବା ଦ୍ୱାରା ଶରୀରର ରୋଗ ପ୍ରତିରୋଧକ ଶକ୍ତି କମିଯାଏ। ଥଣ୍ଡା, କାଶ ଓ ଜ୍ୱର ଯୋଗୁ ଶରୀର ଦୁର୍ବଳ ହୋଇଯାଏ। ଏହି ସବୁ ସମସ୍ୟା ପିଆଜ ପାଣି ହିଁ ଦୂର...

କ୍ୟାନ୍‌ସର ଓ ମସଲାଯୁକ୍ତ ଖାଦ୍ୟ

ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ଚିନ୍ତାର କାରଣ ସାଜିଥିବା କେତେକ ପ୍ରମୁଖ ରୋଗ ମଧ୍ୟରୁ କ୍ୟାନ୍‌ସର ଅନ୍ୟତମ। ଅବଶ୍ୟ ଏବେ କେତେକ କ୍ୟାନ୍‌ସରକୁ ପ୍ରାରମ୍ଭିକ ଅବସ୍ଥାରେ ଚିହ୍ନଟ କରି ତାହାର ସମ୍ପୂର୍ଣ୍ଣ ଚିକିତ୍ସା କରାଯାଇପାରୁଛି। ତେବେ ଏହାଠାରୁ ଦୂରେଇ ରହିବାର ଏକ...

ସ୍ମରଣ ଶକ୍ତି ବଢ଼ାଏ ନ୍ୟୁରନ୍‌

ସ୍ମରଣ ଶକ୍ତିରେ ତାରତମ୍ୟ ଦେଖାଦେଲେ ଆମେ ଜଟିଳ ପରିସ୍ଥିତିର ସାମ୍‌ନା କରିଥାଉ। ଏହା କିପରି ସକ୍ରିୟ ରହିବ ସେ ନେଇ ନ୍ୟୁରନ୍‌ ନାମକ ତତ୍ତ୍ୱର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ନ୍ୟୁରନ ତତ୍ତ୍ୱ ଉପରେ ତନ୍ନ ତନ୍ନ ଗବେଷଣା କରିବା ସମୟରେ...

ଅଣ୍ଟା ବିନ୍ଧା ଓ ମୋବାଇଲ୍‌

ବର୍ତ୍ତମାନ ଦୁନିଆରେ ମୋବାଇଲ୍‌ର ମହତ୍ତ୍ୱ କେତେ ତାହା କହିବା ବାହୁଲ୍ୟ। କାରଣ ପ୍ରତିଟି କ୍ଷେତ୍ରରେ ଏହାକୁ ବ୍ୟବହାର କରାଯାଇପାରୁଛି। ହେଲେ ଯଦି ଜଣେ ବ୍ୟକ୍ତି ନିଜକୁ ଅଧିକାଂଶ ସମୟ ମୋବାଇଲ୍‌ ସହ ଜଡିତ ରଖୁଛନ୍ତି ତେବେ ସେ ଟିକେ ସତର୍କ...

କେତେ ଅପକାରୀ ରିଫ୍ରିଜିଂ ଖାଦ୍ୟ

ଆଜିକାଲି ଖାଦ୍ୟ ହେଉ କି ପନିପରିବା-ଏଗୁଡ଼ିକ ରେଫ୍ରିଜରେଟ ବା ଫ୍ରିଜ୍‌ରେ ରଖିବା ଏକ ସାଧାରଣ କଥା ପାଲଟିଗଲାଣି। କାରଣ ତା’ ଭିତରେ ସେଗୁଡ଼ିକ ବେଶ୍‌ ସୁରକ୍ଷିତ ହୋଇ ରହିଥାଏ। ଏହି ପ୍ରଣାଳୀକୁ ‘ରିଫ୍ରିଜିଂ’ କୁହାଯାଏ। ହେଲେ ଆମେ ଆବଶ୍ୟକ ସମୟରେ...

କ୍ଷତିକାରକ ହୋଇପାରେ ହର୍ବାଲ ସିଗାରେଟ୍‌

ହର୍ବାଲ ସିଗାରେଟ୍‌: ଇ-ସିଗାରେଟ୍‌ କୌଣସି ଗୁଣରେ ସାଧାରଣ ସିଗାରେଟ୍‌ଠାରୁ କମ୍‌ ବିପଜ୍ଜନକ ନୁହେଁ ବୋଲି ଜଣାପଡ଼ିଲା ପରେ ଏହାର ବ୍ୟବସାୟ ମଧ୍ୟ ବାଧାପ୍ରାପ୍ତ ହେବା ସମ୍ଭାବନା ରହିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି କେତେକ ଶିଳ୍ପସଂସ୍ଥା ହର୍ବାଲ ସିଗାରେଟ୍‌ ତିଆରି...

ପୁଷ୍ପର ସୌନ୍ଦର୍ଯ୍ୟରେ ଲୁକ୍କାୟିତ ବିଷ

”ଡାଫୋଡିଲ୍‌ର ଫଳ ଠିକ୍‌ ଦେଖିବାକୁ ପିଆଜ ପରି। ତେଣୁ ଏହା ଅନେକ ସମୟରେ ପିଆଜର ଭ୍ରମ ସୃଷ୍ଟି କରେ। ଏହି ଫଳରେ ସବୁଠାରୁ ଅଧିକ ଲାଇକୋରିନ୍‌ ଥାଏ। ଏହାକୁ ଖାଇଲେ ପାକସ୍ଥଳୀରେ ଯନ୍ତ୍ରଣା ଅନୁଭୂତ ହୁଏ ଏବଂ ଏହା ଉଚ୍ଚ...

ବର୍ଷାଦିନେ ଖାଆନ୍ତୁ ଏହି ୪ ଫଳ: ସଂକ୍ରମଣରୁ ମିଳିବ ମୁକ୍ତି

ମୌସୁମୀ ଆସିବା ଫଳରେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ଏହି ସମୟରେ ୟାଡୁସ୍ୟାଡୁ ଖାଇବା ଉଚିତ ହୋଇ ନ ଥାଏ। ଏହା ସହ ଦୈନିକ କିଛି ଫଳ ଖାଇବା ନିହାତି ଜରୁରୀ। କାରଣ ଏହି ଫଳରେ ଥିବା ତତ୍ତ୍ୱ ବର୍ଷାଦିନେ...

ସକାଳେ ଗ୍ଲାସେ ଉଷୁମ ପାଣିରେ ଟିପେ ସୈନ୍ଧବ ଲବଣ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ମଣିଷ ନିଜ ଶରୀର ପାଇଁ ସମୟ ଦେଇପାରୁ ନାହିଁ। ଫଳରେ ବିଭିନ୍ନ ରୋଗ ହେବାର ଆଶଙ୍କା ସୃଷ୍ଟି ହେଉଛି। ତେବେ ନିତିଦିନିଆ ଜୀବନରେ କେତେକ କାମ କଲେ ସହଜରେ ବହୁ ରୋଗରୁ ମୁକ୍ତି ମିଳିପାରିବ। ପ୍ରତିଦିନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri