ଜୀବନଚର୍ଯ୍ୟା

ସକାଳୁ ଅଧାଗ୍ଲାସ୍‌ ତ୍ରିଫଳା ପାଣି…

ସକାଳୁ ନିତ୍ୟକର୍ମ ପରେ ତ୍ରିଫଳା ପାଣି ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ତ୍ରିଫଳା ପାଣିରେ ଲାକ୍ସାଟିଭ୍‌, ଭିଟାମିନ୍‌, ଖଣିଜ ଦ୍ରବ୍ୟ ଆଦି ପ୍ରଚୁର ପରିମାଣରେ ରହିଥାଏ। ହରିଡ଼ା, ବାହାଡ଼ା ଓ ଅଁଳାକୁ ଗୋଟା କିମ୍ବା ଚୂର୍ଣ୍ଣ କରି ରାତିରେ...

ଦୀର୍ଘାୟୁ ହେବାକୁ ଚାହୁଁଛନ୍ତି କି, ଖେଳନ୍ତୁ ଗଲ୍ଫ

ଲଗାତର ଗୋଲ୍ଫ ଖେଳୁଥିବା ଲୋକଙ୍କ ଜୀବନକାଳ ଦୀର୍ଘ ହେବା ସହ ସେମାନଙ୍କଠାରେ ହୃଦ୍‌ରୋଗ ଆଶଙ୍କା ହ୍ରାସ ପାଇଥାଏ। ବ୍ରିଟିଶ୍‌ ଜର୍ଣ୍ଣାଲ୍‌ ଅଫ୍‌ ସ୍ପୋର୍ଟସ୍‌ ମେଡିସିନ୍‌ରେ ପ୍ରକାଶିତ ବିଶ୍ଲେଷଣରେ ୩୪୨ଟି ଗବେଷଣାର ନିଷ୍କର୍ଷକୁ ସାମିଲ କରାଯାଇଛି। ଏଥିରେ ସାର୍ବଜନିକ ସ୍ବାସ୍ଥ୍ୟ ଏବଂ...

ଥାଇରଏଡ୍‌ ଓ କର୍କଟ ରୋଗକୁ ନିୟନ୍ତ୍ରଣରେ ରଖିଥାଏ ପଣସ

ପଣସରେ ଭିଟାମିନ ଏ, ସି, ଥାଇମିନ, ପୋଟାସିୟମ, କ୍ୟାଲସିୟମ, ଆଇରନ, ଫଲିକ ଏସିଡ ଓ ମ୍ୟାଗ୍ନେସିୟମ ଭଳି ଅନେକ ପୌଷ୍ଟିକ ଗୁଣ ରହିଥାଏ। ଯାହା ଶରୀରର ଅନେକ ସମସ୍ୟାକୁ ଦୂର କରିଥାଏ । *ଯେଉଁ ଲୋକମାନଙ୍କର ଥାଇରଏଡର ସମସ୍ୟା ରହିଛି...

କିଡ୍‌ନୀ ସମସ୍ୟା ଦୂରକରେ ତେଜପତ୍ର

ରୋଷେଇରେ ବ୍ୟବହୃତ କିଛି ମସଲାରେ ରହିଥିବା ଔଷଧୀୟ ଗୁଣ ଶରୀରକୁ ସୁସ୍ଥ ରଖିବାରେ ବେଶ୍‌ ସହାୟକ ହୋଇଥାଏ। ସେଥିମଧ୍ୟରୁ ଗୋଟିଏ ହେଲା ତେଜପତ୍ର। ଏଥିରେ ଆଣ୍ଟିଅକ୍ସିଡାଣ୍ଟ, ପୋଟାସିୟମ୍‌, ମାଙ୍ଗାନିଜ୍‌, ସେଲେନିୟମ ଓ ଆଇରନ୍‌ ପ୍ରଚୁର ପରିମାଣରେ ରହିଛି। ଏହା ଖାଦ୍ୟର...

ଫ୍ୟାଶନ୍‌: ହେୟାର ଷ୍ଟ୍ରେଟ୍‌ନିଂ

କେଶର ସୌନ୍ଦର୍ଯ୍ୟ ବଢ଼ାଇବା ଲାଗି ଅନେକ ମହିଳା ହେୟାର ଷ୍ଟ୍ରେଟ୍‌ନିଂ କରୁଛନ୍ତି। ତେବେ ଏହା କରିବା ପୂର୍ବରୁ ଜାଣିରଖନ୍ତୁ କିଛି ଟିପ୍ସ… ସବୁବେଳେ ଭଲ କ୍ୱାଲିଟିର ଷ୍ଟ୍ରେଟ୍‌ନର ବ୍ୟବହାର କରନ୍ତୁ। କିଣିବା ପୂର୍ବରୁ ଏହାର ବ୍ୟବହାର ସମ୍ପର୍କରେ ଭଲଭାବେ ଜାଣନ୍ତୁ।...

ବ୍ରେଡ୍‌ ପିଜା

ଆବଶ୍ୟକ ସାମଗ୍ରୀ ବ୍ରେଡ୍‌ – ୪ ପିସ୍‌, କଟାଯାଇଥିବା କ୍ୟାପ୍‌ସିକମ୍‌ – ୧/୨ କପ୍‌, ମକା – ୧/୨ କପ୍‌, ତେଲ – ୫ ଚାମଚ, ପିଜା ସସ୍‌ – ୨ ଚାମଚ, ଚିଜ୍‌ ପନିର – ୧୦୦ ଗ୍ରାମ୍‌,...

ନୂଆ ଅଫିସ୍‌କୁ ଯାଉଥିଲେ…

ନୂଆ ଅଫିସ୍‌ରେ ଯୋଗ ଦେଉଥିଲେ ସେଠାକାର ମାହୋଲ୍‌ରେ ଆଡ୍‌ଜଷ୍ଟ୍‌ କରିବାକୁ ପଡିଥାଏ। ଯଦି ଆପଣ କୌଣସି ଅଫିସ୍‌ରେ ଯୋଗ ଦେଉଛନ୍ତି, ତେବେ ଜାଣି ରଖନ୍ତୁ କିଛି ଟିପ୍ସ… ପହଞ୍ଚିବା ପରେ ସହକର୍ମୀଙ୍କୁ ପ୍ରଥମେ ଗୁଡ୍‌ ମର୍ନିଂ କିମ୍ବା ହାଲୋ ବୋଲି...

ବର୍ଷାଦିନେ ଶିଶୁର ଯତ୍ନ

-ଡା ଜ୍ୟୋତିପ୍ରକାଶ ମିଶ୍ର ରୋଗ ତ ସବୁ ଋତୁରେ ଆସିଥାଏ। କିନ୍ତୁ ବର୍ଷାଋତୁରେ ଅଧିକାଂଶ ରୋଗ ଅତ୍ୟନ୍ତ ସରଳ ଓ ବିନା ମୂଲ୍ୟରେ ପ୍ରତିରୋଧ କରିହୁଏ। ବିଶେଷ କରି ଶିଶୁମାନଙ୍କର ଉପଯୁକ୍ତ ଯତ୍ନ ନେବାକୁ ପଡ଼ିଥାଏ। ପରିଷ୍କାର ଓ ଫୁଟାପାଣି...

ତ୍ୱଚାରେ ଚମକ ଦେବ ଫ୍ରୁଟ୍‌ ମାସ୍କ

ତ୍ୱଚାରେ ଚମକ ଦେବ ଫ୍ରୁଟ୍‌ ମାସ୍କ କଦଳୀରେ ଭିଟାମିନ୍‌ ‘ବି’ ଏବଂ ‘ସି’ ଭରପୂର ମାତ୍ରାରେ ରହିଛି, ଯାହାକି ତ୍ୱଚାର ରଙ୍ଗ ସଫା କରିବା ସହ ତ୍ୱଚାକୁ ଟାଇଟ୍‌ ରଖିବାରେ ସାହାଯ୍ୟ କରିଥାଏ। ଅଳ୍ପ ପାଚିଲା କଦଳୀ ଚକଟାରେ ଏକ...

ମେଦବହୁଳତା ନିୟନ୍ତ୍ରଣ ଲାଗି ସଚେତନତା ଜରୁରୀ

ମେଦବହୁଳତା ଯୋଗୁ ବର୍ତ୍ତମାନ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଉଛି। ଏହି ସମସ୍ୟାଠାରୁ ଯୁବବର୍ଗ ମଧ୍ୟ ବର୍ତ୍ତି ନାହାନ୍ତି। ସାରା ବିଶ୍ୱରେ ମେଦବହୁଳ ରୋଗୀଙ୍କ ସଂଖ୍ୟା ଦ୍ରୁତଗତିରେ ବଢୁଥିବା ବେଳେ ଭାରତ ଏହି କ୍ଷେତ୍ରରେ ଦ୍ୱିତୀୟ ଦେଶ। ମେଦବହୁଳତାରୁ ମୁକ୍ତି ପାଇଁ...

ସକାଳେ ଅଧୁଆ ମୁହଁରେ ପିଅନ୍ତୁ ଗ୍ଲାସେ ବାସି ପାଣି; ମିଳିବ ଏସବୁ ଫାଇଦା…

ସକାଳେ ଶଯ୍ୟାତ୍ୟାଗ ପରେ ଏକ ଗ୍ଲାସ୍‌ ବାସି ପାଣି ପିଇଲେ ଅନେକ ଉପକାର ହୋଇଥାଏ । କେତେକ ଏହାକୁ ଉଷାପାନ କୁହନ୍ତି। ମୁହଁ ନ ଧୋଇ ଉଷାପାନ କରାଯିବା ଆବଶ୍ୟକ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ପ୍ରଥମେ ଅଳ୍ପ ଅଳ୍ପ...

ନିଦ୍ରାହୀନତା ପାଇଁ ଖାଆନ୍ତୁ ଏହିସବୁ ଫଳ

ଆଜିର ଯୁବବର୍ଗଙ୍କୁ ବିଳମ୍ବିତ ରାତି ଯାଏ ଅନିଦ୍ରା ରହିବାର ଅଭ୍ୟାସ ଘାରିଛି। ଏହାର ଫଳ ସ୍ବରୂପ ସାରାଦିନ ଥକ୍କାପଣ, ଦୁର୍ବଳ ଏବଂ ହାଲିଆ ଲାଗିଥାଏ। ଏଥିପାଇଁ ଅନେକ ସମୟରେ ସ୍ମାର୍ଟଫୋନ୍‌, ଫେସ୍‌ବୁକ୍‌ ଆଦିର ବ୍ୟବହାରକୁ ଦାୟୀ କରାଯାଏ। କିନ୍ତୁ ଶରୀରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri