ଜୀବନଚର୍ଯ୍ୟା

ବର୍ଷା ଦିନେ ଘରେ ବନାନ୍ତୁ ଚଟ୍‌ପଟା ମକା ଚାଟ୍‌

ବର୍ଷା ଦିନ ଆସିଲାଣି, ଘରେ ଛୁଆ ହୁଅନ୍ତୁ କି ବୟସ୍କ ସମସ୍ତେ ଗରମ ଗରମ ଓ ଚଟପଟା ଜିନିଷ ଖାଇବାକୁ ପସନ୍ଦ କରନ୍ତି। ପକୋଡି ସବୁବେଳେ ଖାଉଛେ ହେଲେ ଆଜି ଆମେ ଆପଣଙ୍କୁ ଏକ ନୂଆ ଡିସ୍‌ ବିଷୟରେ କହିବାକୁ...

ତଣ୍ଟିରେ ମାଛକଣ୍ଟା ଲାଗିଥିଲେ ସହଜରେ ବାହାରିବାର ଉପାୟ ଜାଣନ୍ତୁ

ମାଛ ଖାଇବା ସମୟରେ ଅସାବଧାନତା ବଶତଃ ବେଳେବେଳେ ତଣ୍ଟିରେ କଣ୍ଟା ଲାଗିଯାଇଥାଏ। ଏଥିପାଇଁ ଜୀବନ ଚାଲିଯିବାର ମଧ୍ୟ ଭୟ ରହିଥାଏ। ଫଳରେ ଆମକୁ ଡାକ୍ତରଙ୍କ ପାଖକୁ ଯିବାକୁ ପଡ଼ିଥାଏ। କିନ୍ତୁ ଏମିତି କିଛି ଘରୋଇ ଉପଚାର ଅଛି ଯାହାକୁ ପ୍ରୟୋଗ...

ଓଜନ କମ୍‌ ସାଙ୍ଗକୁ ଚିନ୍ତା ଦୂର କରିଥାଏ ନୃତ୍ୟ

ଓଜନ କମ୍‌ କରିବା ପାଇଁ ନୃତ୍ୟ ସବୁଠାରୁ ଭଲ ଥେରାପି, ଏ କଥା ଅଧିକାଂଶ ଲୋକେ ଜାଣନ୍ତି। ଏଥିସହିତ ରକ୍ତସଞ୍ଚାଳନ ମଧ୍ୟ ଠିକ୍‌ ହୋଇଥାଏ। ଏହା ଏପରି ଏକ ବ୍ୟାୟାମ ଯାହାକି ଜଣେ ବ୍ୟକ୍ତିକୁ ଶାରୀରିକ ଓ ମାନସିକ ଭାବେ...

ସକାଳେ ଗ୍ଲାସେ କମଳା ରସ…

ସକାଳେ ଗ୍ଲାସେ କମଳା ରସ ପିିଇଲେ ଅନେକ ଫାଇଦା ମିଳିଥାଏ । ଏଥିରେ ଲୌହ, କ୍ୟାଲସିୟମ୍‌, ପୋଟାସିୟମ, ଖଣିଜ, ଭିଟାମିନ ‘ଏ’ , ‘ବି ’ ଓ ‘ସି’ ଆଦି ପୋଷକ ତତ୍ତ୍ୱ ରହିଛି। କମଳା ରସ ଶରୀରକୁ ଫୂର୍ତ୍ତି...

ଓଜନ ନିୟନ୍ତ୍ରଣ କରିବ ଟମାଟୋ

ଟମାଟୋ ଖାଇଲେ ଅନେକ ଫାଇଦା ମିଳିଥାଏ। ଏହାକୁ ଲୋକେ ତରକାରୀ ହେଉ ଅବା ସାଲାଡ୍‌ ଭାବେ ସେବନ କରିପାରିବେ। ଏକ ଗବେଷଣାରୁ ଜଣାପଡ଼ିଛି, ଟମାଟୋ ଖାଇବା ଦ୍ୱାରା କ୍ୟାନସର୍‌ରୁ ରକ୍ଷା ମିଳିଥାଏ। ଗବେଷଣା ଅନୁସାରେ, ସପ୍ତାହକୁ ଅତିକମ୍‌ରେ ୧୦ଥର ଟମାଟୋ...

ଜାତୀୟସ୍ତରରେ ପୁଣି ଜଣେ

ପାଶ୍ଚାତ୍ୟ ବେଶଭୂଷାର ଚାହିଦା ଦିନକୁ ଦିନ ବଢିବାରେ ଲାଗିଛି। ଏପରି ଅବସ୍ଥାରେ ଫ୍ୟାଶନ ଡିଜାଇନର ନୂଆ ଟ୍ରେଣ୍ଡ ନେଇ ଯୁବ ପିଢି ବେଶ ଉତ୍ସାହିତ। ଏନେଇ ଦେଶର ବଡ଼ ବଡ ସହରରେ ଦୈନିକ ନୂଆ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଫ୍ୟାଶନ...

ଚିକେନ୍‌ ପଟିଆଲା

ଖାଦ୍ୟ ପାଇଁ ରାଜ୍ୟ ତଥା ବାହାରେ ବେଶ୍‌ ପରିଚିତ ରେଶମ ସହର ବ୍ରହ୍ମପୁର। ଗ୍ରାହକଙ୍କ ଚାହିଦା ମୁତାବକ ଖାଦ୍ୟ ପ୍ରସ୍ତୁତି ପାଇଁ ସହରରେ ଖୋଲିଛି ଅନେକ ସ୍ବାଦିଷ୍ଠ ରେଷ୍ଟୁରାଣ୍ଟ। ସେଥିମଧ୍ୟରେ ଏକ ନିଆରା ଖାଦ୍ୟ ପ୍ରସ୍ତୁତକାରୀ ରେଷ୍ଟୁରାଣ୍ଟ ହେଉଛି ବ୍ରହ୍ମପୁର...

ସକାଳେ ଏଥିରୁ ଖାଆନ୍ତୁ ଫାଳେ, ମିଳିବ ବହୁ ଫାଇଦା…

ସେଓ ଖାଇବା ଦ୍ୱାରା ଅନେକ ରୋଗ ଦୂର ହୋଇଥାଏ । ଏହା ବିଭିନ୍ନ ପ୍ରକାର ପୋଷକତତ୍ତ୍ୱରେ ଭରପୂର। ସେଓ ସ୍ବାସ୍ଥ୍ୟ ପାଇଁ ହିତକର ହୋଇଥାଏ ଏବଂ ପାଚନ ତନ୍ତ୍ରକୁ ସୁସ୍ଥ ରଖିଥାଏ । ପ୍ରତିଦିନ ଫାଳେ ସେଓ ଖାଇଲେ ଏହା...

ଦିଆସିଲି ଆକାରର ଡିଭାଇସ୍‌ ଦୂର କରିବ ଅଣ୍ଟା ଦରଜ

ଅଧିକାଂଶ ଲୋକଙ୍କଠାରେ ଅଣ୍ଟା ଦରଜ ସମସ୍ୟା ଦେଖାଦେଇଥାଏ। ଏଥିରୁ ମୁକ୍ତି ପାଇବା ପାଇଁ ଅଷ୍ଟ୍ରେଲିଆର ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଦିଆସିଲି ଆକାରର ଏକ ଡିଭାଇସ୍‌ ବାହାର କରିଛନ୍ତି, ଯାହା ଅଣ୍ଟା ଦରଜ କମାଇବା ସହ କ୍ଷତିଗ୍ରସ୍ତ ମାଂସପେଶୀର ସହଜରେ ଚିକିତ୍ସା କରି...

ସଂଗୀତ ଶୁଣିଲେ ଦୂର ହୋଇଥାଏ ଏହି ରୋଗ

ପ୍ରତିଦିନ ୩୦ ମିନିଟ୍‌ ସଂଗୀତ ଶୁଣିଲେ କ୍ୟାନସର ପରି ମାରାତ୍ମକ ରୋଗ ଭଲ ହୋଇଥାଏ ବୋଲି ତାଇବାନ୍‌ର ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କହିଛନ୍ତି। ବିଶେଷଜ୍ଞଙ୍କ ମତରେ କ୍ୟାନସର ରୋଗୀ ଯେତେବେଳେ ସଂଗୀତ ଶୁଣିଥାନ୍ତି ତାଙ୍କର ମସ୍ତିଷ୍କରେ ଏମିତି ଏକ ରସାୟନ ପଦାର୍ଥ...

ବିଭିନ୍ନ ରୋଗରୁ ଦୂରେଇ ରହିବା ପାଇଁ ଚାହୁଁଛନ୍ତି,ସକାଳେ ଏଥିରୁ ପିଅନ୍ତୁ ଚାମୁଚେ…

ପିଆଜ ରସ ପିଇଲେ ବହୁ ରୋଗରୁ ମିଳିଥାଏ ମୁକ୍ତି। ଆୟୁର୍ବେଦରେ ପିଆଜକୁ ମହୌଷଧୀ ଭାବେ ଉଲ୍ଲେଖ କରାଯାଇଛି। ପିଆଜ ରସ କୋଷ୍ଠକାଠିନ୍ୟରୁ ମୁକ୍ତି ଦିଏ। ଏହା ପାଚନ କ୍ରିୟାକୁ ସ୍ବାଭାବିକ କରିଥାଏ। ପିଆଜ ରସରେ ମିଥାଇଲ ସଲଫାଇଡ ଏବଂ ଏମିନୋ...

ମଧୁମେହ କାବୁ କରିବ ଉପବାସ

ମଧୁମେହ ପୀଡ଼ିତଙ୍କ ପାଇଁ ରକ୍ତରେ ଶର୍କରା ଏବଂ ଓଜନ ନିୟନ୍ତ୍ରଣ ରଖିବା ଅତ୍ୟନ୍ତ ଜରୁରୀ। ଏଥିପାଇଁ ଡାକ୍ତର ରୋଗୀଙ୍କୁ ସନ୍ତୁଳିତ ଖାଦ୍ୟପାନୀୟ ଏବଂ ଡାଏଟିଙ୍ଗ୍‌ର ପରାମର୍ଶ ଦେଇଥାନ୍ତି। କିନ୍ତୁ ଅଷ୍ଟ୍ରେଲିଆସ୍ଥିତ ୟୁନିଭର୍ସିଟି ଅଫ୍‌ ସାଉଥ୍‌ ଅଷ୍ଟ୍ରେଲିଆର ବିଶେଷଜ୍ଞ ଦାବି କରିଛନ୍ତି,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri