ଜୀବନଚର୍ଯ୍ୟା

ହାର୍ଟ ଆଟାକ୍‌ରୁ ଦୂରେଇ ରଖେ ଏହି ଫଳ ଚୋପା…

ଡାଳିମ୍ବ ଖାଇସାରି କେତେକ ଏହାର ଚୋପାକୁ ଫିଙ୍ଗି ଦେଇଥାନ୍ତି। ତେବେ ଏହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏହାକୁ ଜୁସ୍‌ କରି ନିୟମିତ ପିଇଲେ ହାର୍ଟ ଆଟାକ୍‌ ଓ କର୍କଟ ରୋଗରୁ ମୁକ୍ତି ମିଳିଥାଏ ବୋଲି ଆୟୁର୍ବେଦରେ...

ଗର୍ଭାବସ୍ଥାରେ ପିଉଛନ୍ତି କି ମୃଦୁପାନୀୟ? ପଡ଼ିପାରନ୍ତି ଏହି ସମସ୍ୟାରେ

ଗର୍ଭାବସ୍ଥାରେ ମହିଳାମାନେ ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନ ଦେବା ଉଚିତ୍‌। କାରଣ ସେମାନେ ଖାଉଥିବା ଖାଦ୍ୟର ପ୍ରଭାବ ପେଟରେ ବଢ଼ୁଥିବା ଶିଶୁ ଉପରେ ପଡ଼ିବ। ଅନେକ ମହିଳା ନିଜକୁ ଅବହେଳା କରି ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତି ନାହିଁ। ଫଳରେ...

ଖରାଦିନେ ଫୁଡ୍‌ ପଏଜନିଂ ଆଶଙ୍କା ଅଧିକ: ଜାଣନ୍ତୁ କିଭଳି ପାଇବେ ମୁକ୍ତି

ଖରାଦିନେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ସେଥିମଧ୍ୟରୁ ଶରୀରରୁ ଜଳୀୟଅଂଶ ପରିମାଣ କମ୍‌ ହେବା, ଭାଇରାଲ ଫିଭର୍‌, ଷ୍ଟ୍ରୋକ, ଫୁଡ ପଏଜନିଂ ଆଦି ଅନ୍ୟତମ। ଏହି ସବୁ ସମସ୍ୟାରୁ ମୁକ୍ତି ପାଇବାକୁ ଚାହୁଁଥିଲେ ସାବଧାନତା ଅବଲମ୍ବନ କରନ୍ତୁ। ଗରମରେ...

ଚାହୁଁଛନ୍ତି କି ଉଜ୍ଜ୍ୱଳ ତ୍ୱଚା: ତରଭୁଜ, କଦଳୀ ଲଗାଇ ବଢ଼ାନ୍ତୁ ମୁଁହର ସୌନ୍ଦର୍ଯ୍ୟ

ଖରାଦିନେ ତରଭୁଜ ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରିଥାନ୍ତି। ଏଥିରେ ଥିବା ପୋଷକତତ୍ୱ ଶରୀରକୁ ସୁସ୍ଥ ରଖିବା ସହିତ ଶକ୍ତି ଯୋଗାଇଥାଏ। ଏହା ଶରୀରରେ ଜଳୀୟଅଂଶର ମାତ୍ରା ବଢ଼ାଇବା ସହିତ ତ୍ୱଚାକୁ ମଧ୍ୟ ଉଜ୍ଜ୍ୱଳ ରଖିଥାଏ। ଏଥିସହ ଖରା ଯୋଗୁ...

ବହୁ ରୋଗର ମହୌଷଧି ରାମବାଣ କିଓ୍ବି

କିଓ୍ବି ଚାଇନାର ଏକ ଫଳ। ଏହାକୁ ଚାଇନାର ଜାତୀୟ ଫଳ ଭାବେ ମାନ୍ୟତା ଦିଆଯାଇଛି। ଏହା ଅଙ୍ଗୁର ପରି ହୋଇଥିଲେ ମଧ୍ୟ ଆକାରରେ ବଡ଼। ଖାଇବାକୁ ସ୍ବାଦିଷ୍ଠ ଲାଗିଥାଏ। ଚାଇନାରେ ଏହି ଫଳକୁ ୟଙ୍ଗ ତାଓ କୁହାଯାଏ। ତେବେ ବିଭିନ୍ନ...

ଏହି ରୋଗୀଙ୍କ ପାଇଁ କ୍ଷତିକାରକ ପଣସ

ଅଧିକାଂଶ ଲୋକଙ୍କୁ ପଣସ ଖାଇବାକୁ ଭଲ ଲାଗିଥାଏ। ତାହା ପାଚିଲା ହେଉ ଅବା କଞ୍ଚା। ପଣସ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ। ଏଥିରେ ବହୁ ପ୍ରକାରର ପୋଷକ ତତ୍ତ୍ୱ ଭରପୂର ମାତ୍ରାରେ ରହିଛି। ହେଲେ ଅତ୍ୟଧିକ ପଣସ ଶରୀର ପାଇଁ କ୍ଷତିକାରକ।...

ଖଣ୍ଡିଆ ଭଲ ହେଲା ପରେ ଦାଗ ରହିଯାଇଛି କି?

ଛୋଟବେଳେ ଆପଣ ସାଇକେଲ ଶିଖିଲା ବେଳେ ହେଉ ବା ଖେଳିଲା ବେଳେ ପଡ଼ିଯାଇ ଖଣ୍ଡିଆଖାବରା ହୋଇଥିବେ ନିଶ୍ଚୟ। କିମ୍ବା ଗାଡ଼ି ଦୁର୍ଘଟଣାରେ ଖଣ୍ଡିଆ ହୋଇଥିଲେ ଘା’ ଶୁଖିଯାଇଥାଏ ହେଲେ ଦାଗ ଲିଭି ନ ଥାଏ। ତେବେ ଖଣ୍ଡିଆ ହୋଇ ଶରୀରରେ...

ଖରାରେ ଶୁଖିପାରେ ଆଖିରୁ ଜଳୀୟଅଂଶ: କିପରି କରିବେ ଚିକିତ୍ସା

ଖରାଦିନେ ଅନେକ ପ୍ରକାର ସ୍ବାସ୍ଥ୍ୟ ସମସ୍ୟା ଉପୁଜିଥାଏ। ସେଥିପାଇଁ ଗ୍ରୀଷ୍ମଋତୁରେ ସ୍ବାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବା ଜରୁରୀ। ତେବେ ଖରାଦିନେ ବାହାରକୁ ବାହାରିବା ମାତ୍ରେ ସୂର୍ଯ୍ୟକିରଣ ସିଧା ଆଖିରେ ପଡିଥାଏ। ଏଣୁ ଆଖିରୁ ପାଣି ମଧ୍ୟ ଶୁଖିବାରେ ଲାଗିଥାଏ।...

ମସ୍ତିଷ୍କ ସକ୍ରିୟ ରଖେ ଦହିଭାତ

ଦହିଭାତ ମସ୍ତିଷ୍କକୁ ସକ୍ରିୟ ରଖିବା ସହ ବ୍ୟକ୍ତିକୁ ଖୁସି ରହିବା ପାଇଁ ପ୍ରେରିତ କରିଥାଏ। ସଦ୍ୟ ଗବେଷଣାରୁ ଏହି ତଥ୍ୟ ସମ୍ପର୍କରେ ଆମେରିକୀୟ ବୈଜ୍ଞାନିକମାନେ ଜାଣିବାକୁ ପାଇଛନ୍ତି। ଗବେଷଣାରୁ ଜଣାପଡ଼ିଛି, ଦହିଭାତ ସେବନ ଦ୍ୱାରା ମସ୍ତିଷ୍କର ଗିତିବିଧି ସକ୍ରିୟ ରହିବା...

ରୁଟିରେ ଗୁଆଘିଅ ଲଗାଇ ଖାଇଲେ ଓଜନ କମିବ

ସୁସ୍ଥ ରହିବା ପାଇଁ ସ୍ବାସ୍ଥ୍ୟକର ଖାଦ୍ୟ ଏବଂ ଉନ୍ନତ ଜୀବନଶୈଳୀର ଆବଶ୍ୟକତା ରହିଛି। ହେଲେ ଆଜିକାଲିର ଲୋକମାନେ ସ୍ବାସ୍ଥ୍ୟକର ଖାଦ୍ୟ ଖାଇବା ପରିବର୍ତ୍ତେ ଜଙ୍କ୍‌ ଫୁଡ୍‌ ଖାଇବାକୁ ବେଶି ପସନ୍ଦ କରୁଛନ୍ତି, ଯାହାକି ସ୍ବାସ୍ଥ୍ୟପାଇଁ କ୍ଷତିକାରକ। ଏଥିସହ ଅଧିକାଂଶ ଲୋକ...

ମଧୁମେହ ରୋଗୀ ଜଳଖିଆରେ ପିଅନ୍ତୁ ଏକ ଗ୍ଲାସ କ୍ଷୀର

ବର୍ତ୍ତମାନ ସମୟରେ ଡାଇବେଟିକ୍‌ ବା ମଧୁମେହ ରୋଗ ଏକ ସାଧାରଣ ସମସ୍ୟା ହୋଇଯାଇଛି। ଏହି ରୋଗର ଉପଶମ ପାଇଁ ସବୁଠାରୁ ଅଧିକ ଖାଦ୍ୟପେୟ ପ୍ରତି ଧ୍ୟାନ ଦେବା ଆବଶ୍ୟକ। ଅଧିକ ମିଠା ଖାଇବା ଦ୍ୱାରା ଏହି ରୋଗ ବଢ଼ି ଯାଇଥାଏ।...

କିଡ୍‌ନୀରେ ଷ୍ଟୋନ୍‌ ହୋଇଥିଲେ କରିବାକୁ ପଡ଼ିବନି ସର୍ଜରୀ, ଆପଣାନ୍ତୁ ଏହି ଘରୋଇ ଉପଚାର

ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗ ହେଉଛି କିଡ୍‌ନୀ। ଆଜିକାଲି କିଡ୍‌ନୀରେ ଷ୍ଟୋନ ବା ପଥର ହେବା ଏକ ସାଧାରଣ ରୋଗ ହୋଇଗଲାଣି। ଏହି ଷ୍ଟୋନ୍‌ ମଟର ମଞ୍ଜି ଆକାରର କିମ୍ବା ବଡ଼ ମଧ୍ୟ ହୋଇଥାଏ। ଅଧିକାଂଶ ଲୋକ ଅପରେସନ କରି କିଡ୍‌ନୀରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri