ଜୀବନଚର୍ଯ୍ୟା

ମଧୁମେହର ଆୟୁର୍ବେଦୀୟ ଉପଚାର

ମଧୁମେହ ବା ଡାଇବେଟିସ୍‌! ଏହା ଏକ ଭୟଙ୍କର ରୋଗର ନାମ, ଯିଏ କି ନୀରବ ଘାତକ ସଦୃଶ ଅନ୍ୟାନ୍ୟ ରୋଗ ଯଥା ଉଚ୍ଚ ରକ୍ତଚାପ, ଚକ୍ଷୁ, କିଡ୍‌ନୀ, ଲିଭର, ହାର୍ଟଜନିତ ସମସ୍ୟାକୁ ଆମନ୍ତ୍ରଣ କରିଥାଏ। ବର୍ତ୍ତମାନ ଆମ ଦେଶକୁ ‘ଡାଇବେଟିସ୍‌ର...

ଗ୍ରହାଣୁ ସଂଘର୍ଷରୁ ପୃଥିବୀକୁ ସୁରକ୍ଷା

ସୌରଜଗତରେ ମଙ୍ଗଳ ଓ ବୃହସ୍ପତି ଗ୍ରହ କକ୍ଷ ମଝିରେ ଅନେକ କ୍ଷୁଦ୍ର ପିଣ୍ଡ ସୂର୍ଯ୍ୟଙ୍କୁ ପରିକ୍ରମା କରୁଛନ୍ତି। ପ୍ରତ୍ୟେକ ପିଣ୍ଡକୁ ‘ଗ୍ରହାଣୁ’ ବୋଲି କୁହାଯାଏ ଏବଂ ଏହି ଅଞ୍ଚଳକୁ ଗ୍ରହାଣୁ ବଳୟ କୁହାଯାଏ। ଇଟାଲୀର ଜ୍ୟୋତିର୍ବିଦ୍‌ ଗିଉସେପେ ପିଆଜ୍ଜି ୧୮୦୧...

ଶୀତଦିନେ ଆଲର୍ଜି ସମସ୍ୟା

ଗୃହପାଳିତ କୁକୁର, ବିଲେଇ କିମ୍ବା ଅନ୍ୟ ପଶୁପକ୍ଷୀଙ୍କ ଲୋମ ଦ୍ୱାରା ଆଲର୍ଜି ହୋଇଥାଏ। ଘରେ ଥିବା ଆସବାବପତ୍ର ଝାଡ଼ୁଥିବା ସମୟରେ କାର୍ପେଟ, ଓ୍ବିଣ୍ଡୋ କିମ୍ବା ଥାକରୁ ଧୂଳି ଉଡି ଆଲର୍ଜି ହୋଇଥାଏ। ଆମିଷ କିମ୍ବା ଅନ୍ୟ କୌଣସି ଖାଦ୍ୟ ପଦାର୍ଥ...

କୁହୁଡ଼ି ଓ ଦୁର୍ଘଟଣା

ଶୀତ ସକାଳର ଥଣ୍ଡା, କୁହୁଡ଼ି। ତୀର୍ଯ୍ୟକ୍‌ ସୂର୍ଯ୍ୟ କିରଣରେ ଝଲସୁଥିବା ଘାସ ଆଉ ପତ୍ରରେ କାକରବିନ୍ଦୁ ଭାରି ମନୋରମ! ଶୀତବସ୍ତ୍ର ପିନ୍ଧି ଏହି ପାଗର ମଜାନେବାକୁ ବି ଅନେକଙ୍କଠାରେ କ୍ରେଜ୍‌ କହିଲେ ନ ସରେ। ହେଲେ କେବେ ଏହି କୁହୁଡ଼ି...

ଶୀତରେ କିପରି ଲାଗିବେ ଫ୍ୟାଶନେବଲ୍‌

ଶୀତଦିନେ ଏମିତି ଆଉଟ୍‌ଫିଟ୍‌ ପସନ୍ଦ କରନ୍ତୁ; ଯାହା ଶୀତରୁ ରକ୍ଷା କରିବା ସହ ଷ୍ଟାଇଲିଶ୍‌ ଲୁକ୍‌ ବି ଦେବ। ଖାସ୍‌ ଶୀତ ପାଇଁ କ’ଣ କ’ଣ ପିନ୍ଧିବେ ସେ ସମ୍ପର୍କରେ ଏଠାରେ କିଛି ଟିପ୍ସ ଦିଆଗଲା; ଯାହାକୁ ଆପଣାଇ ଯୁବତୀମାନେ...

ବାରମ୍ବାର ଛିଙ୍କ ହେଉଥିଲେ

ପରିବେଶ ପ୍ରଦୂଷଣ ଯୋଗୁ ହେଉ ଅଥବା ଥଣ୍ଡା ପାଇଁ ଅନେକଙ୍କର ବାରମ୍ବାର ଛିଙ୍କ ହୋଇଥାଏ। ଫଳରେ କୌଣସି କାମରେ ମନ ଲାଗେନି କି କାହା ସହିତ ଭଲରେ ପଦେ କଥା ହେବାକୁ ବି ଇଚ୍ଛା ହୁଏନି। ମନରେ ଚିଡ଼ିଚିଡ଼ାପଣ ଆସେ।...

ସୁଖ ସମୃଦ୍ଧି ପାଇଁ ବାସ୍ତୁ

ପରିବାରରେ ଶାନ୍ତି ରହିବା ସହ ସୁଖମୟ ଜୀବନ ପାଇଁ ବାସ୍ତୁଶାସ୍ତ୍ରରେ କେତୋଟି ଉପାୟ କୁହାଯାଇଛି, ଯାହାକୁ ଆପଣାଇଲେ ସୁଖ ସମୃଦ୍ଧି ବୃଦ୍ଧି ହୋଇଥାଏ ବୋଲି ବିଶ୍ୱାସ କରାଯାଏ… * ଘରେ କୌଣସି ଭଙ୍ଗାରୁଜା କିମ୍ବା ଅନାବଶ୍ୟକ ଜିନିଷ ରଖିବା ଠିକ୍‌...

ପୁରୁଷଟିଏ ବି କାନ୍ଦେ, ହେଲେ ଲୁଚିକରି; ଭିନ୍ନ ପ୍ରକାରର ହୋଇଥାଏ ଡିପ୍ରେସନ

ପୁରୁଷକୁ କଷ୍ଟ ହୁଏନା, ପୁରୁଷଟିଏ କେବେ କାନ୍ଦେ ନାହିଁ। ପୁଅପିଲା ପରା, ଝିଅଙ୍କ ଭଳି କ’ଣ କାନ୍ଦୁଛୁ। ଏସବୁ ହେଉଛି କିଛି ଏଭଳି ଡାଏଲଗ୍‌ ଯାହା ଶକ୍ତ ପୁରୁଷର ସାର୍ଟିଫିକେଟ୍‌ ପ୍ରଦାନ କରେ। ହେଲେ ଆମେ ଭୁଲିଯାଉ ଯେ ପୁରୁଷ...

ରାତିର କୃତ୍ରିମ ଆଲୋକ ମଧୁମେହ ରୋଗୀଙ୍କ ପାଇଁ ଘାତକ

ଓ୍ବାଶିଂଟନ୍‌: ରାତିର କୃତ୍ରିମ ଆଲୋକ ମଧୁମେହ ଆକ୍ରାନ୍ତ ରୋଗୀଙ୍କ ବିପଦକୁ ବଢ଼ାଉଥିବା ଏକ ଅଧ୍ୟୟନ ରିପୋର୍ଟରୁ ପ୍ରକାଶ ପାଇଛି। ୟୁରୋପିଆନ୍‌ ଆସୋସିଏଶନ୍‌ ପକ୍ଷରୁ ପ୍ରକାଶିତ ଜର୍ନାଲରେ ଏ ସମ୍ପର୍କିତ ବିସ୍ତୃତ ବିବରଣୀ ଉଲ୍ଲଖ କରାଯାଇଛି। ରକ୍ତରେ ଥିବା ଗ୍ଲୁକୋଜ୍‌ ଲେଭଲ୍‌କୁ...

ଶୀତଦିନେ ତ୍ୱଚାର ଯତ୍ନ

ଏହିଦିନେ ଅଧିକ ସମୟ ଗାଧାନ୍ତୁ ନାହିଁ। ଏହା ବ୍ୟତୀତ ସାବୁନ୍‌ର ବ୍ୟବହାର ଯେତେ କମ୍‌ ସମ୍ଭବ ସେତେ କରନ୍ତୁ। ସ୍କ୍ରବ୍‌ର ବ୍ୟବହାର ଜମା ବି କରନ୍ତୁ ନାହିଁ। ଏହି ସିଜନ୍‌ରେ ତ୍ୱଚାର ଚମକ ବଜାୟ ରଖିବାକୁ ହେଲେ ନଖ ଉଷୁମ...

ଆତ୍ମନିର୍ଭରଶୀଳ ମା’

ଆଜିକାଲି ଅନେକ ମହିଳା ଆତ୍ମନିର୍ଭରଶୀଳ ହେବାକୁ ଆଗେଇ ଆସୁଛନ୍ତି । କିନ୍ତୁ ଏହି ସମୟରେ ସେମାନଙ୍କୁ କେତୋଟି ବିଷୟ ପ୍ରତି ଦୃଷ୍ଟିଦେବା ଦରକାର… ଦିନ ଥିଲା ମହିଳାମାନେ ଘର ଭିତରେ ନିଜକୁ ସୀମାବଦ୍ଧ କରି ରଖୁଥିଲେ। ହେଲେ ଏବେ ସବୁ...

ସ୍ତ୍ରୀଙ୍କ ପାଖରେ ଏହି ୫ ଗୁଣ ଥିଲେ ପୁରୁଷ ହୋଇଥାନ୍ତି ଭାଗ୍ୟବାନ; ଜାଣନ୍ତୁ କ’ଣ କୁହନ୍ତି…

ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନକୁ ସଫଳ କରିବା ପାଇଁ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଯେଉଁ ବ୍ୟକ୍ତି ଏହାକୁ ଅନୁସରଣ କରେ ତାର ଜୀବନରୁ ଅନେକ ସମସ୍ୟା ଦୂର ହୋଇପାରେ। ଚାଣକ୍ୟ ନିଜର ଏକ ନୀତିରେ ସ୍ତ୍ରୀମାନଙ୍କର ୫ଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri