ଜୀବନଚର୍ଯ୍ୟା

ସ୍ବପ୍ନରେ ଫୁଲ

ଆମର ସଚେତନ ମସ୍ତିଷ୍କ ଯାହା ସବୁ ଦେଖିଥାଏ ଶୋଇବାବେଳେ ସେଇସବୁ ଜିନିଷ ଅବଚେତନ ମସ୍ତିଷ୍କରେ ସ୍ବପ୍ନ ଆକାରରେ ଆମକୁ ଦେଖାଯାଇଥାଏ। ଏହିସବୁ ସ୍ବପ୍ନ କେବେ ମନେ ରହେ ତ କେବେ ଉଠିବାର କିଛି ସମୟ ପରେ ମନରୁ କୁଆଡୁ ଲିଭିଯାଏ।...

ଫେଷ୍ଟିଭ୍‌ ଜୁଏଲେରୀ

ଜୁଏଲେରୀ ପ୍ରତି ନାରୀଙ୍କର ଦୁର୍ବଳତା ସବୁବେଳେ ରହିଆସିଛି। କାରଣ ଏହା ସେମାନଙ୍କର ରୂପକୁ ଆହୁରି ଆକର୍ଷକ କରିଦେଇଥାଏ। ସେଥିପାଇଁ ତ ବାହାଘର ହେଉ ଅବା ପୂଜାପାର୍ବଣ ସମୟରେ ନିଜକୁ ସଜାଇବା ପାଇଁ ଜୁଏଲେରୀକୁ ନେଇ ଦ୍ୱନ୍ଦରେ ପଡିଯାନ୍ତି ଏମାନେ। ତେଣୁ...

ମା’ ଲକ୍ଷ୍ମୀଙ୍କର ପ୍ରସାଦ

ଧନ ଓ ସମୃଦ୍ଧିର ଦେବୀ ମାତା ଲକ୍ଷ୍ମୀଙ୍କୁ ସନ୍ତୁଷ୍ଟ କରିବା ପାଇଁ ନିଷ୍ଠାର ସହ ପୂଜା କରିବା ସହ ତାଙ୍କ ନିକଟରେ ନାନାଦି ରକମର ଭୋଗ କରାଯାଇଥାଏ। କିନ୍ତୁ ଜାଣନ୍ତି କି ଏମିତି ବି କିଛି ଭୋଗ ରହିଛି ଯାହା...

କେଉଁଠି ରଖିବେ ମା’ ଲକ୍ଷ୍ମୀଙ୍କ ଚରଣ ଚିହ୍ନ

ମାତା ଲକ୍ଷ୍ମୀଙ୍କୁ ଧନ, ସୁଖ, ସମୃଦ୍ଧିର ଦେବୀ ବୋଲି କୁହାଯାଏ। ନିଷ୍ଠାର ସହ ତାଙ୍କୁ ପୂଜିଲେ ଘରେ ସୁଖଶାନ୍ତି ବଢ଼ିବା ସହ ଐଶ୍ୱର୍ଯ୍ୟ ବୃଦ୍ଧି ହୁଏ ବୋଲି ବିଶ୍ୱାସ ରହିଛି। କେବଳ ମା’ଙ୍କ ପ୍ରତିମା ନୁହେଁ, ତାଙ୍କ ଚରଣ ଚିହ୍ନ...

ଫେକ୍‌ ଜବ୍‌ ଅଫର

ଜବ୍‌ ଆଶାୟୀ ପ୍ରାର୍ଥୀ ଯେକୌଣସି ଜବ୍‌ ଅଫର୍‌ ପାଇଲେ ତାହା ଯେପରି ହାତଛଡ଼ା ନ ହୋଇଯାଉ ସେହି ଲକ୍ଷ୍ୟରେ ତୁରନ୍ତ ଆପ୍ଲାଏ କରିବାକୁ ପଛାନ୍ତି ନାହିଁ। ହେଲେ କେବେକେବେ ଏହା ଯେ ସେମାନଙ୍କୁ ଠକିବାର ଏକ ମାୟାଜାଲ, ତାହା ସେମାନେ...

କୁଆଁରପୂନେଇଁ ସଜ

କୁଅଁାରପୂନେଇଁ ଦିନ ଝିଅମାନେ ନୂଆ ପୋଷାକ ପିନ୍ଧି ସଜେଇ ହୁଅନ୍ତି। ସକାଳୁ ଆଞ୍ଜୁଳିଟେକା ଏବଂ ସନ୍ଧ୍ୟାରେ ଚାନ୍ଦପୂଜା କରି ସାଙ୍ଗସାଥୀଙ୍କ ମେଳରେ ବେଶ୍‌ ମଜାମସ୍ତି କରନ୍ତି। ଆଉ ଏମିତିରେ ପରସ୍ପର ଭିତରେ କାହା ପୋଷାକ କେତେ ସୁନ୍ଦର ତାକୁ ନେଇ...

ଭୁଲ୍‌ରେ ବି ଦାନରେ ଦିଅନ୍ତୁ ନାହିଁ ଏହି ୫ ଜିନିଷ; ହୋଇଯିବେ କାଙ୍ଗାଳ

ଦାନଠାରୁ ବଳି ପୂଣ୍ୟ ନାହିଁ। ଦରିଦ୍ର ବ୍ୟକ୍ତିଙ୍କ ସହାୟତା କରିବା ମନୁଷ୍ୟର ପ୍ରଥମ କର୍ତ୍ତବ୍ୟ ବୋଲି କୁହାଯାଏ। ଦାନ ଦ୍ୱାରା ମାନସିକ ଶାନ୍ତି ମିଳେ। ଏହାଦ୍ୱାରା ଧନ ବଢ଼େ ବୋଲି ମାନ୍ୟତା ରହିଛି। ହେଲେ କିଛି ଜିନିଷ ଏପରି ଅଛି...

ଜାଣନ୍ତୁ ଧନୀ ହେବେ କିପରି

ମନୁଷ୍ୟ ସର୍ବଦା ଧନୀ ହେବାକୁ ଚେଷ୍ଟା କରେ। ଏକ ସୁଖମୟ ଜୀବନ ବଞ୍ଚିବାକୁ ଚାହେଁ। ଏ ନେଇ ଅର୍ଥ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏପରି ପରିସ୍ଥିତିରେ ଧନୀ ହେବା ପାଇଁ କ’ଣ କରାଯିବା ଉଚିତ ବୋଲି ମନରେ ପ୍ରଶ୍ନ ଉଠିଥାଏ।...

ସୁନ୍ଦରତା ବଢ଼ାଏ ବେଲପତ୍ର

ପୂଜା ପାଇଁ ବ୍ୟବହୃତ ହେଉଥିବା ବେଲପତ୍ରକୁ ସୌନ୍ଦର୍ଯ୍ୟ ଉପଚାରରେ ମଧ୍ୟ ବ୍ୟବହାର କରିହେବ। ତ୍ୱଚାରୁ ଆରମ୍ଭ କରି କେଶର ବିଭିନ୍ନ ସମସ୍ୟା ଦୂର କରିବା ପାଇଁ ବେଲପତ୍ର ଏକ ସୁନ୍ଦର ବିକଳ୍ପ… ତ୍ୱଚାରେ ଯଦି ବିଭିନ୍ନ ପ୍ରକାରର ଦାଗ ରହିଥାଏ...

ଫଳ ଖାଆନ୍ତୁ ଏମିତି

ପ୍ରତିଦିନ ଫଳ ଖାଇବା ସ୍ବାସ୍ଥ୍ୟ ପାଇଁ ବହୁତ ଭଲ, କିନ୍ତୁ ଠିକ୍‌ ଢଙ୍ଗରେ ନ ଖାଇଲେ ହୁଏତ ଫାଇଦା ମିଳି ନ ପାରେ। ତେଣୁ ନିୟମ ଅନୁସାରେ କିପରି ଫଳ ଖାଇବେ ଜାଣି ରଖନ୍ତୁ… ତରକାରି କିମ୍ବା ସାଲାଡ ଖାଇବା...

ଦାନ୍ତ ବିନ୍ଧା ଓ କୋଷ

ଦାନ୍ତମୂଳ ବିନ୍ଧିବା ପଛରେ ଅନେକ କାରଣ ରହିଛି। ବିଶେଷ ଭାବରେ ଥଣ୍ଡାଜନିତ ସମସ୍ୟା ଲାଗି କିମ୍ବା ଦୀର୍ଘଦିନ ଧରି ଦାନ୍ତମୂଳରେ ଖାଦ୍ୟପଦାର୍ଥର ଅବଶିଷ୍ଟାଂଶ ଜମି ରହିଲେ ଏଭଳି ସମସ୍ୟା ଦେଖାଦେଇଥାଏ। ହେଲେ ଏହା ସହ ଆଉ ଏକ କଥାର ସଂଯୋଗ...

ନୀରୋଗ ଶରୀର ଅନ୍ତରାଳେ…

ସାରା ବିଶ୍ୱରେ ନିଜ ନିଜର ପାରମ୍ପରିକ ଚିକିତ୍ସା ବିଜ୍ଞାନ ରହିଥିବା ବେଳେ ଆମ ଭାରତବର୍ଷରେ ଆୟୁର୍ବେଦୀ ଚିକିତ୍ସା ବିଜ୍ଞାନ ବହୁ ପୁରାତନ। ଏପରି ଚିକିତ୍ସା ପ୍ରଣାଳୀକୁ ସର୍ବଶ୍ରେଷ୍ଠ ସ୍ବାସ୍ଥ୍ୟରକ୍ଷା ବିଜ୍ଞାନ ଭାବେ ପ୍ରାଧାନ୍ୟ ଦିଆଯାଉଅଛି। ଯୁଗ ଯେତେ ଆଧୁନିକ ହେଲେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri