ଜୀବନଚର୍ଯ୍ୟା

କେଶ ପାଇଁ ଲାଭଦାୟକ ସୋରିଷ ତେଲ

ଆଜିକାଲି କେଶ ଝଡିବା ଏକ ମୁଖ୍ୟ ସମସ୍ୟା ପାଲଟିଗଲାଣି। ଯାହାକୁ ନେଇ ପୁରୁଷ ଏବଂ ମହିଳାଙ୍କ ମଧ୍ୟରେ ଚିନ୍ତାର କାରଣ ପାଲଟିଛି। ତେବେ କେଶ ଝଡିବା ରୋକିବାକୁ ହେଲେ କ’ଣ କରିବା ଆବଶ୍ୟକ ରହିଛି ଆସନ୍ତୁ ଆଲୋଚନା କରିବା। କେଶ...

କିପରି ଜାଣିବେ ବ୍ୟକ୍ତିଙ୍କ ସ୍ବଭାବ

ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଅନେକ ଶ୍ଳୋକ ବର୍ଣ୍ଣନା କରିଛନ୍ତି। ଯାହାକୁ ଗ୍ରହଣ କରି ଜଣେ ଖୁସିରେ ଜୀବନ ଅତିବାହିତ କରିପାରିବ। ବ୍ୟକ୍ତିଙ୍କ ପରିଚୟ ସମ୍ପର୍କରେ ଚାଣକ୍ୟ କହିଛନ୍ତି ଯେ, ଯିଏ ଅଧିକାର ପଛରେ ଦୌଡ଼ନ୍ତି ସେମାନେ ଲୋଭୀ ହୋଇଥାନ୍ତି। ସୌନ୍ଦର୍ଯ୍ୟକୁ...

ଅପମାନ ଦେଇଥିବା ଲୋକକୁ କିପରି କରିବେ ପରାସ୍ତ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜୀବନକୁ ସଫଳ କରିବା ପାଇଁ ଅନେକ କିଛି ବର୍ଣ୍ଣନା କରିଛନ୍ତି। ସେ ଏକ ଶ୍ଳୋକ ମାଧ୍ୟମରେ ଅପମାନର ପ୍ରତିଶୋଧ ନେବା ଓ ଶତ୍ରୁକୁ ପରାସ୍ତ କରିବା ବିଷୟରେ କହିଛନ୍ତି। ଜାଣନ୍ତୁ ସେ ସମ୍ପର୍କରେ… ଅପମାନକୁ...

କମ୍‌ ବୟସରୁ କେଶ ପାଚୁଛି କି ?

ବୟସ୍କ ବ୍ୟକ୍ତିଙ୍କଠାରୁ ଆରମ୍ଭ କରି ଛୋଟ ପିଲାଙ୍କ ପର୍ଯ୍ୟନ୍ତ ସମସ୍ତେ କେଶ ସମସ୍ୟାକୁ ନେଇ ଚିନ୍ତିତ। କମ ବୟସରେ କେଶ ଧଳା ହୋଇ ଝଡିବା ଏକ ମୁଖ୍ୟ ସମସ୍ୟା। ଆଧୁନିକ ଜୀବନଶୈଳୀ ସହ କେମିକାଲରେ   ନିର୍ମିତ ସାମ୍ପୁ, କଣ୍ଡିଶନର, ତେଲ...

ଆପଣ ପତଳା ହୋଇଥିଲେ…

ବ୍ଲାକ୍‌ ଟି’ ଶଟର୍‌ସ ସହିତ ରାପିଂ ସ୍କର୍ଟ ଆପଣଙ୍କୁ ଭଲ ମାନିବ। ଏହା ଆପଣଙ୍କ ପର୍ସନାଲିଟିକୁ ବହୁତ ବୋଲ୍ଡ ଦେଖାଯିବାରେ ସାହାଯ୍ୟ କରିବ। ଆପଣ ଏହି ଆଉଟ୍‌ଫିଟ୍‌ ସହିତ ବ୍ଲାକ୍‌ ବୁଟ୍‌ ପିନ୍ଧିପାରିବେ, ଯାହା ଆପଣଙ୍କୁ ଅଧିକ ଷ୍ଟାଇଲିଶ୍‌ ଦେଖାଯିବାରେ...

ସୁସ୍ଥ କେଶ ପାଇଁ ପିଆଜ ରସ

ଯଦି ଆପଣଙ୍କର କେଶ ପତଳା ହୋଇଥାଏ, ତେବେ ପିଆଜ ସାହାଯ୍ୟରେ କିପରି କେଶକୁ ମୋଟା କରିବେ ଜାଣନ୍ତୁ ଏ ସମ୍ପର୍କରେ କେତୋଟି ଟିପ୍ସ… ପିଆଜ ରସରେ ଥିବା ସଲ୍‌ଫର କେଶକୁ ମୋଟା ଓ ଲମ୍ବା କରିବାରେ ସାହାଯ୍ୟ କରିଥାଏ। ପିଆଜ...

କିପରି କମାଇବେ ବିଜୁଳି ବିଲ୍‌

ବିଜୁଳି ବିଲ୍‌କୁ ନେଇ ଆପଣ ଚିନ୍ତିତ କି? ଯଦି ହଁ, ତେବେ ନିମ୍ନୋକ୍ତ କେତୋଟି ଟିପ୍ସକୁ ଆପଣାଇଲେ କିଛିମାତ୍ରାରେ ବିଜୁଳି ବିଲ୍‌ କମାଇ ପାରିବେ… ଯଦି ରୁମ୍‌ରେ କେହିନାହାନ୍ତି ଏବଂ ସେଠାରେ ଲାଇଟ୍‌ ଜଳୁଛି କିମ୍ବା ଫ୍ୟାନ୍‌ ବୁଲୁଛି, ତେବେ...

ଘର ଭଡ଼ା ନେଉଥିଲେ…

ମନଲାଖି ଘରଭଡା ଟିଏ ମିଳିବା ବହୁତ କଷ୍ଟାସାଧ୍ୟ ହୋଇଗଲାଣି। ଘର ମାଲିକ କିପରି ତାହା ମଧ୍ୟ ଭଲ ଭାବେ ବୁଝିସୁଝି ନେଲେ ଭଲ । କୌଣସି କର୍ମଜୀବୀ ହୁଅନ୍ତୁ ଅବା ଶିକ୍ଷା କିମ୍ବା କୌଣସି ବିଷୟରେ ଟ୍ରେନିଂ ନେବାକୁ ସହରକୁ...

ଉପକାରୀ ଯୋଗ

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ନିଜକୁ ସୁସ୍ଥ ରଖିବା ହେଉଛି ବଡ଼ କଥା। କାରଣ ଅନେକେ କାର୍ଯ୍ୟବ୍ୟସ୍ତତା ଭିତରେ ନିଜ ଶରୀର ପ୍ରତି ଆବଶ୍ୟକ ମୁତାବକ ଦୃଷ୍ଟି ଦେବାକୁ ଭୁଲି ଯାଇଥାଆନ୍ତି। ଫଳରେ ସେମାନେ କେତେକ ରୋଗର ଶିକାର ହୋଇଥାଆନ୍ତି। ତେବେ...

ଅବସାଦଗ୍ରସ୍ତ ହୋଇଥିଲେ..

ବର୍ତ୍ତମାନ ପ୍ରାୟ ଅନେକେ ନିଜ କାମକୁ ନେଇ ବ୍ୟସ୍ତ। ଆଉ ତା’ ଭିତରେ କେତେକ ଅବସାଦଗ୍ରସ୍ତ ହୋଇଥାଆନ୍ତି। ନିକଟରେ ଏଭଳି ବିଷୟକୁ ନେଇ ବର୍ମିଂହାମ ବିଶ୍ୱବିଦ୍ୟାଳୟର ମନୋବିଜ୍ଞାନୀମାନେ ଏକ ସର୍ଭେ କରିଥିଲେ। ସର୍ଭେ ପରିସରଭୁକ୍ତ ବ୍ୟକ୍ତିମାନଙ୍କୁ (ଯେଉଁମାନେ ଅଧିକାଂଶ ସମୟ...

ସ୍ମାର୍ଟ ଘଣ୍ଟା

ଘଣ୍ଟା ଆମକୁ ସମୟ ବିଷୟରେ ଅବଗତ କରାଇଥାଏ। ଆଜିକାଲି ବିଭିନ୍ନ ପ୍ରକାର ହାଇଟେକ୍‌ ଘଣ୍ଟା ପ୍ରସ୍ତୁତ ହେଲାଣି। ହେଲେ ଏପରି ଏକ ସ୍ମାର୍ଟ ଘଣ୍ଟା ଅଛି, ଯାହା ଆପଣଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ସୂଚନା ଦେବା ସହ ତାହାକୁ ଗ୍ରହଣ...

ହୃଦ୍‌ରୋଗ ଆଶଙ୍କା କମାଏ ଉପବାସ

ଆଜିର ସମୟରେ ହୃଦ୍‌ରୋଗ ଅନ୍ୟତମ ଗମ୍ଭୀର ସମସ୍ୟା ପାଲଟି ଗଲାଣି। ହେଲେ ଏହାର ଠିକ୍‌ ସମୟରେ ଚିକିତ୍ସା କରାଇ ନେବା ଦରକାର। ନ ହେଲେ ତାହା ଜୀବନନାଶକ ହୋଇଥାଏ। ଶାରୀରିକ ପରିଶ୍ରମର ଅଭାବ, ନିଶା ସେବନ, ମାନସିକ ଚାପ, ଖାଦ୍ୟପେୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri