Advertisement

ଆଞ୍ଚଳିକ ଖବର

‘ପାଇକ ବିଦ୍ରୋହ ଓଡ଼ିଶାକୁ ଗୌରବାନ୍ବିତ କରିଛି’‘ପାଇକ ବିଦ୍ରୋହ ଓଡ଼ିଶାକୁ ଗୌରବାନ୍ବିତ କରିଛି’

‘ପାଇକ ବିଦ୍ରୋହ ଓଡ଼ିଶାକୁ ଗୌରବାନ୍ବିତ କରିଛି’

ଖୋର୍ଦ୍ଧା ଅଫିସ,୨୬ା୧: ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୩ତମ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ପଡ଼ିଆରେ ପାଳିତ ହୋଇଯାଇଛି। କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନ(ଆରଡିସି)ର ଗୋପବନ୍ଧୁ ଶତପଥୀ ମୁଖ୍ୟ…

3 years ago
ଚୋରଙ୍କୁ ସମସ୍ତେ ଚୋର ଭଳି ଦିଶିବେ: ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଚୋରଙ୍କୁ ସମସ୍ତେ ଚୋର ଭଳି ଦିଶିବେ: ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ

ଚୋରଙ୍କୁ ସମସ୍ତେ ଚୋର ଭଳି ଦିଶିବେ: ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ

କଟକ ଅଫିସ,୨୪।୧୨: ରାଜ୍ୟରେ ସୂଚାରୁ ରୂପେ ଧାନ ସଂଗ୍ରହ ଚାଲିଛି। ଏ ନେଇ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରତିକ୍ରିୟା ରଖିଛନ୍ତି ।…

3 years ago
କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଆସିଲା ଗାଇଡ୍‌ଲାଇନ୍‌କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଆସିଲା ଗାଇଡ୍‌ଲାଇନ୍‌

କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଆସିଲା ଗାଇଡ୍‌ଲାଇନ୍‌

କଟକ ଅଫିସ,୧୬।୧୧: କାର୍ତ୍ତିକ ପୂର୍ଣ୍ଣିମା ପୂର୍ବରୁ କଟକରେ କଟକଣା ଜାରି ହୋଇଛି । କାର୍ତ୍ତିକ ପୂର୍ଣ୍ଣିମାରେ ବିଭିନ୍ନ ଜଳାଶୟ କୂଳରେ ଲୋକଙ୍କର ପ୍ରବଳ ସମାଗମ ହୋଇଥାଏ। ତେଣୁ…

3 years ago
ରାସ୍ତା ପାଲଟିଛି ମରଣଯନ୍ତାରାସ୍ତା ପାଲଟିଛି ମରଣଯନ୍ତା

ରାସ୍ତା ପାଲଟିଛି ମରଣଯନ୍ତା

ପୁରୁଷୋତ୍ତମପୁର,୨୨।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସହର ଓ କୋଦଳା ସହରକୁ ସଂଯୋଗ କରୁଥିବା ରାସ୍ତା ମରଣଯନ୍ତା ପାଲଟିଛି । ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନରେ ଥିବା ୧୫…

4 years ago
୨୦ରେ ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ୨୦ରେ ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ

୨୦ରେ ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ

ମାଲକାନଗିରି, ୧୭।୮ (ଡି.ଏନ୍‌.ଏ.): ଆସନ୍ତା ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଜିଲା ଗସ୍ତରେ ଆସିବେ। ଏନେଇ ବିଜେଡି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହାପୂର୍ବରୁ…

4 years ago
‘ନିର୍ଭୟ’ର ସଫଳ ଉତ୍‌କ୍ଷେପଣ‘ନିର୍ଭୟ’ର ସଫଳ ଉତ୍‌କ୍ଷେପଣ

‘ନିର୍ଭୟ’ର ସଫଳ ଉତ୍‌କ୍ଷେପଣ

ବାଲେଶ୍ୱର ଅଫିସ,୧୧।୮: ବାଲେଶ୍ୱର ଜିଲାର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନଂ ଲଞ୍ଚପ୍ୟାଡରୁ ବୁଧବାର ଦୂରଗାମୀ ସବ୍ନିକ କ୍ରୁଜ ମିସାଇଲ ନିର୍ଭୟର ପରୀକ୍ଷଣ କରାଯାଇଛି । ସ୍ବଦେଶୀ…

4 years ago
ସମୁଦ୍ର ସ୍ନାନର ମଜା ନେଲେ ପର୍ଯ୍ୟଟକସମୁଦ୍ର ସ୍ନାନର ମଜା ନେଲେ ପର୍ଯ୍ୟଟକ

ସମୁଦ୍ର ସ୍ନାନର ମଜା ନେଲେ ପର୍ଯ୍ୟଟକ

ପୁରୀ ଅଫିସ,୩।୮: କୋଭିଡ୍‌ କଟକଣା କୋହଳ ହେବା ପରେ ସୋମବାର ପୁରୀ ସହରରେ ଦୋକାନ ବଜାର ଖୋଲିଛି। ପ୍ରଥମ ଦିନରୁ ହିଁ ପୁରୀ ବେଳାଭୂମିରେ ପ୍ରବଳ ଭିଡ଼…

4 years ago
ବେଦାନ୍ତର ଓସ୍ତପାଳ ଖଣି ବନ୍ଦବେଦାନ୍ତର ଓସ୍ତପାଳ ଖଣି ବନ୍ଦ

ବେଦାନ୍ତର ଓସ୍ତପାଳ ଖଣି ବନ୍ଦ

ଯାଜପୁର ଅଫିସ,୨୭। ୭: ବେଦାନ୍ତ କମ୍ପାନୀ ଦ୍ୱାରା ପରିଚାଳିତ ଯାଜପୁର ଜିଲା ଓସ୍ତପାଳ କ୍ରୋମାଇଟ୍‌ ଖଣିକୁ ଭାରତ ସରକାରଙ୍କ ଡାଇରେକ୍ଟର ଜେନେରାଲ ଅଫ୍‌ ମାଇନ୍ସ ସେଫଟି (ଡିଜିଏମ୍‌ଏସ୍‌)…

4 years ago
ଗୋପାଳବନ୍ଧ, ମେରୁ ପଡ଼ିଆ ଖାଁ ଖାଁ : କଟକଣାରେ ଶେଷ ହେଲା ଦଣ୍ଡ ଯାତ୍ରାଗୋପାଳବନ୍ଧ, ମେରୁ ପଡ଼ିଆ ଖାଁ ଖାଁ : କଟକଣାରେ ଶେଷ ହେଲା ଦଣ୍ଡ ଯାତ୍ରା

ଗୋପାଳବନ୍ଧ, ମେରୁ ପଡ଼ିଆ ଖାଁ ଖାଁ : କଟକଣାରେ ଶେଷ ହେଲା ଦଣ୍ଡ ଯାତ୍ରା

ପୁରୁଷୋତ୍ତମପୁର,୧୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଦଣ୍ଡ ଯାତ୍ରା ବୁଧବାର ଉଦ୍‌ଯାପିତ ହୋଇଛି। ଏହା ମହା ବିଷୁବ ସଂକ୍ରାନ୍ତି ଓ…

4 years ago
ଝରାଫୁଲଙ୍କୁ ହତ୍ୟା କରାଯାଇଛିଝରାଫୁଲଙ୍କୁ ହତ୍ୟା କରାଯାଇଛି

ଝରାଫୁଲଙ୍କୁ ହତ୍ୟା କରାଯାଇଛି

ଯାଜପୁର ଅଫିସ,୧୩।୪ ବହୁଚର୍ଚ୍ଚିତ ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ(୨୨)ଙ୍କ ମୃତ୍ୟୁ ରହସ୍ୟ ଉପରୁ ପର୍ଦ୍ଦା ହଟିଛି। ତାଙ୍କୁ ହତ୍ୟା କରାଯାଇଥିବା ଯାଜପୁର ଏସ୍‌.ପି. ରାହୁଲ ପି.ଆର.…

4 years ago