ଆଞ୍ଚଳିକ ଖବର

ଛେଣ୍ଡିପଦା ବ୍ଲକ ସଦରମହକୁମାରେ ୭୧ତମ ସାଧାରଣତନ୍ତ୍ର ଦିବସ

ଛେଣ୍ଡିପଦା,୨୬।୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସଦର ମହକୁମା ମିନିଷ୍ଟାଡିୟମରେ ରବିବାର ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଦିବସରେ ମୁଖ୍ୟଅତିଥି ଭାବେ ଛେଣ୍ଡିପଦା ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା...

ବରାଳପୋଖରୀରେ ଅଗ୍ନିକାଣ୍ଡ: ଜଳିଗଲା ୨ ବଖରା

ଭଦ୍ରକ ଅଫିସ,୨୧।୧: ଭଦ୍ରକ ଜିଲା ଚରମ୍ପା ବରାଳପୋଖରୀ ଗାଁ ୨ ନମ୍ବର ୱାର୍ଡରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ବନ୍ଦନା ବାରିକଙ୍କ ୨ ବଖରା ଘର ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଛି। ରାତିରେ ଗୁହାଳରେ ଅଗ୍ନିକାଣ୍ଡ ଘଟି ଘରକୁ...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

ନୟାଗଡ଼ ଅଫିସ,୨୧।୧-ନୟାଗଡ଼ କ୍ଷୁଦ୍ର ଜଳସେଚନ ବିଭାଗର ବରିଷ୍ଠ କିରାଣି ତଥା କ୍ୟାଶିୟର ନିଗମାନନ୍ଦ ଭୂୟଁା ୧୩ ହଜାର ୫୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ସୋମବାର ଭୁବନେଶ୍ୱର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ସେ ଇଟାମାଟି ଥାନା ନାଟୁଗାଁ ଗ୍ରାମର ଠିକାଦାର...

ଛତ୍ରପୁରରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତି, ଭେଣ୍ଡିଂ ଜୋନ ଉଦ୍‌ଘାଟିତ

ଛତ୍ରପୁର,୧୩।୧(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ଏନ୍‌ଏସି ପକ୍ଷରୁ ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ସୋମବାର ଉନ୍ମୋଚିତ ହୋଇଯାଇଛି। ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଏହାକୁ ଉନ୍ମୋଚନ କରିବା ସହ ପ୍ରଥମ କରି ନିର୍ମାଣ...

ସରିଲା କୁମ୍ଭୀର ଗଣନା: ଆଖପାଖ ପୋଖରୀ ସହ ଘୋଡ଼ାହାଡ଼ ଡ୍ୟାମରେ ୬୫ କୁମ୍ଭୀର ଚିହ୍ନଟ

ଦିଗପହଣ୍ଡି, ୧୦।୧(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଘୋଡ଼ା ହାଡ଼ ଡ଼୍ୟାମ ସମେତ ଆଖପାଖ ପୋଖରୀରେ ଶୁକ୍ରବାର ବନବିଭାଗ ପକ୍ଷରୁ କୁମ୍ଭୀର ଗଣନା ସରିଛି। ଗତ ବର୍ଷ ଡ଼୍ୟାମରେ ୪୩ଟି ଗୋ ମୁହାଁ ପ୍ରଜାତିର କୁମ୍ଭୀର ଚିହ୍ନଟ କରାଯାଇଥିବା ବେଳେ ଚଳିତ ବର୍ଷ...

ଘରଭଙ୍ଗା ସହାୟତା ପାଇଁ ଦାବିପତ୍ର

ବାଲିଅନ୍ତା,୩୧ା୧୨(ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ରେ ଘର ଭାଙ୍ଗିଯାଇଥିବା ହିତାଧିକାରୀଙ୍କୁ ସରକାରୀ ସହାୟତା ପ୍ରଦାନ ଦାବିରେ ସୋମବାର ତହସିଲଦାରଙ୍କ ଅନୁପସ୍ଥିତିରେ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ସ୍ବାଇଁଙ୍କୁ ସୋମବାର ଦାବିପତ୍ର ପ୍ରଦାନ କରାଯାଇଛି। ଭୁବନେଶ୍ୱର ଏମ୍‌ପିଙ୍କ ପ୍ରତିନିଧି ସିଦ୍ଧେଶ୍ୱର ନାଥ ଓ ଭିଙ୍ଗାରପୁର...

ଟାର୍ଗେଟ୍‌ କୁକୁଡ଼ାଗାଲି, ଚଢ଼ାଉ ଜୋରଦାର କରୁଛି ପୋଲିସ

ବୋରିଗୁମ୍ମା,୨୫ା୧୨(ଡି.ଏନ୍‌.ଏ.): କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚାଲିଥିବା କୁକୁଡ଼ା ଗାଲି ଓ ସେଠାକାର ଜୁଆଖେଳ ଉପରେ ଲଗାତାର ଚଢ଼ାଉ ଜାରି ରଖିଛି ପୋଲିସ। ଗତ ୩/୪ ଦିନ ଭିତରେ ୩୦ରୁ ଅଧିକ ଲୋକଙ୍କୁ ଧରିଲାଣି ପୋଲିସ। ବୁଧବାର ବୋରିଗୁମ୍ମା ପୋଲିସ...

ଗଛ ଡାଳ କାଟିବାକୁ ନେଇ ବୃଦ୍ଧଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ

କପ୍ତିପଦା,୨୩ା୧୨(ଡି.ଏନ୍‌.ଏ.) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଶରତ ଥାନା ଅଧୀନ ସରଡିହା ଭଣ୍ଡାର କଲୋନୀସାହିରେ ଗଛ ଡାଳ କାଟିବାକୁ କେନ୍ଦ୍ର କରି ରବିବାର ସନ୍ଧ୍ୟାରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି। ମୃତ ବୃଦ୍ଧ ଜଣକ ହେଲେ ସେହି ଗ୍ରାମର...

ଭାଲୁ ଆକ୍ରମଣରେ ବୃଦ୍ଧା ଗୁରୁତର: ପ୍ରଶାସନିକ ସହାୟତା ଯୋଗାଇ ଦେବାକୁ ଦାବି

ଭବାନୀପାଟଣା,୨୨।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ଡେଙ୍ଗାଗୁଡ଼ା ଗ୍ରାମର ଜଣେ ବୃଦ୍ଧା ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ସୁରେଫା ବାଗ(୬୦) । ସେ ଶୌଚ ପାଇଁ ଘର ନିକଟରେ ଥିବା ରାସ୍ତା କଡ଼କୁ ଯାଇଥିବା...

ରସୁଲପୁର ତହସିଲ ପହଞ୍ଚତ୍ଲା ତିତିଲି, ଫନୀ ଫସଲ କ୍ଷୟକ୍ଷତି ଅର୍ଥ

ରସୁଲପୁର,୧୭।୧୨(ଡିଏନଏ)ରେ ରସୁଲପୁର ତହସିଲ ଅଞ୍ଚଳରେ ତିତିଲି ଓ ଫନୀ ବାତ୍ୟାରେ ଫସଲ ହାନୀ ବାବଦରେ କ୍ଷତିପୂରଣ ଅର୍ଥ ଆସି ପହଞ୍ଚିଛି। ଏ ନେଇ ଚାଷୀଙ୍କର ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟିଛି। ଚାଷୀଙ୍କୁ କ୍ଷତି ପୂରଣ ମିଳିବା ଏକ ପ୍ରକାର ନିଶ୍ଚିତ...

ସୁପର ସ୍ପେଶିଆଲିଟି ହସ୍‌ପିଟାଲ ଦାବି ଜୋର ଧରିଲା: ସାମିଲ ହେଲେ ୭୦ ପଞ୍ଚାୟତ ଜନପ୍ରତିନିଧି

ରାହାମା,୧୭ା୧୨(ଡି.ଏନ.ଏ.): କୁଜଙ୍ଗ ବ୍ଲକ ଅଧୀନ ରାହାମାଠାରେ ଏକ ସୁପର ସ୍ପେଶିଆଲିଟି କିମ୍ବା ସବ୍‌ଡିଭିଜନାଲ ହସ୍ପିଟାଲ ପ୍ରତିଷ୍ଠା ନେଇ ଦାବି ଜୋର ଧରିଛି। ଏନେଇ ରାହାମାସ୍ଥିତ ଗୁଣ୍ଡିଚା ମନ୍ଦିର ପ୍ରାଙ୍ଗଣରେ ପ୍ରତାପ ଚନ୍ଦ୍ର ସ୍ମାରକୀ ସ୍ବାସ୍ଥ୍ୟସେବା କମିଟି ପକ୍ଷରୁ ଏକ ବୈଠକ...

ଶିକ୍ଷକ ବଦଳି ବିରୋଧରେ ଅଭିଭାବକଙ୍କ ଧାରଣା

ରୂପ୍‌ସା, ୯।୧୨(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦାସ୍ଥିତ ଜନାର୍ଦ୍ଦନ ସରକାରୀ ଉପ୍ରା ବିଦ୍ୟାଳୟରେ ୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ୨୭୭ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ଶିକ୍ଷା ବିଭାଗର ନିୟମ ଅନୁଯାୟୀ ୩୦ଜଣ ଛାତ୍ରୀଛାତ୍ରଙ୍କ ଲାଗି ଜଣେ ଲେଖାଏ ଶିକ୍ଷକ ହିସାବରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri