ଆଞ୍ଚଳିକ ଖବର

ନିଜ ଉଦ୍ୟମରେ ରାସ୍ତା ତିଆରି କଲେ ଅନୁପଗଡବାସୀ

କୋମନା,୧୯।୯(ଡି.ଏନ.ଏ.) ଲୋକଙ୍କ ଗମନାଗମନ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ଅଧିକାରୀମାନଙ୍କ ଅବହେଳା ଯୋଗୁ ଯୋଜନାଗୁଡିକ ସବୁବେଳେ ଫେଲ ମାରୁଛି। ଫଳରେ ଜଙ୍ଗଲ ରାସ୍ତାରେ ୟାତାୟାତ କରିବା ଲୋକଙ୍କ ପ୍ରତି ବିପଦପୂର୍ଣ୍ଣ ହେଉଛି। ନୂଆପଡା ଜିଲା...

ଭ୍ରାମ୍ୟମାଣ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ: ଜଣେ ଗିରଫ, ଗଞ୍ଜେଇ ଜବତ

ବାଲେଶ୍ୱର ଅଫିସ,୩୧।୮: ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ବିଭାଗ ପକ୍ଷରୁ ଶନିବାର ପୂର୍ବାହ୍ନରେ ଖନ୍ତାପଡ଼ା ଥାନା ଅନ୍ତର୍ଗତ ଫତେପୁର ଗ୍ରାମରେ ଚଢ଼ାଉ କରାଯାଇଛି। ଏହି ଚଢ଼ାଉରେ ୧୫ କିଲୋ ଗଞ୍ଜେଇ ଜବତ କରାଯାଇଥିବା ସହ ପୋଲିସ ଜଣଙ୍କୁ ଗିରଫ କରିଛି।...

କାର୍ଯ୍ୟାଦେଶ ମିଳିଛି, ଟଙ୍କା ମିଳୁନି: ସ୍ଲାବ ପାଇଁ ଟଙ୍କା ନାହିଁ; ଭଙ୍ଗା ଘର ଭରସା

ନୂଆପଡା ଅଫିସ,୧୫ା୮ : ସରକାର କାହାରିକୁ ଖପର ଘରେ ରହିବାକୁ ଦେବେ ନାହିଁ ବୋଲି ହଜାର ହଜାର ସଂଖ୍ୟାରେ ପ୍ରଧାନମନ୍ତ୍ରୀ ଆବାସ ଘର ଯୋଗାଇଦେଉଛନ୍ତି । ହେଲେ ସେଗୁଡିକର ପରିଚାଳନା ବ୍ୟବସ୍ଥା ଢିଲା ପଡିଥିବା ଯୋଗୁ ଥିଲାବାଲା ଲୋକ ଶୀଘ୍ର...

ମା’ମାନେ ସଶକ୍ତ ହେଲେ ଦେଶ ସଶକ୍ତ ହେବ; ମହିଳାମାନଙ୍କୁ ଗ୍ୟାସ ବଣ୍ଟନ

ନୂଆପଡା ଅଫିସ,୧୫ା୮: ମାତୃଶକ୍ତି ମହାନ ଶକ୍ତି । ମା’ମାନେ ସଶକ୍ତ ହେଲେ ଦେଶ ଆଗକୁ ଯିବ ବୋଲି ମତପ୍ରକାଶ ପାଇଛି । ସ୍ଥାନୀୟ ସାରାବଙ୍ଗ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ପ୍ରଦାନ ସହ ଉଜ୍ଜ୍ୱଳା ଯୋଜନାରୁ ମହିଳାଙ୍କୁ ଗ୍ୟାସ...

‘ଯବାନମାନେ ହିଁ ପ୍ରକୃତ ସ୍ବାଧୀନତା ସଂଗ୍ରାମୀ’

ନୟାଗଡ଼ ଅଫିସ,୧୫।୮-୧୯୪୭ ମସିହା ଅଗଷ୍ଟ ୧୫। ୭୨ ବର୍ଷ ତଳେ ଏହି ଦିନ ଆମ ଦେଶ ଚାଖିଥିଲା ସ୍ବାଧୀନତାର ସ୍ବାଦ। ଗୁରୁବାର ଦେଶ ପାଳନ କରିବ ୭୩ ତମ ସ୍ବାଧୀନତା ଦିବସ। ଦିଲ୍ଲୀର ଲାଲକିଲାଠାରୁ ଆରମ୍ଭ କରି ଗ୍ରାମରେ ଥିବା...

୪ ବର୍ଷ ପରେ ବି ହଟିଲାନି ଗ୍ରାମପଞ୍ଚାୟତ ଲେଖାଥିବା ଗେଟ

ଚମ୍ପୁଆ, ୬।୮(ଡି.ଏନ.ଏ.)- ୪ ବର୍ଷ ପରେ ବି ଚମ୍ପୁଆ ଏନଏସିର ମୁଖ ଶାଳାରେ ଥିବା ଗେଟରେ ଏବେବି ଚମ୍ପୁଆ ପଞ୍ଚାୟତ ଲେଖା ହୋଇଥିବା ଦେଖିବାକୁ ମିଳିଛି। ୪ ବର୍ଷ ଧରି ଏନଏସି ପକ୍ଷରୁ ପୂର୍ବ ପଞ୍ଚାୟତ କାର୍ଯ୍ୟାଳୟରେ ଚମ୍ପୁଆ ବିଜ୍ଞାପିତ...

କାମାକ୍ଷାନଗର କଲେଜରେ ଆରମ୍ଭ ହେବ ଇଗ୍ନୋ ପାଠ୍ୟକ୍ରମ

କାମାକ୍ଷାନଗର, ୩୦।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର କଲେଜରେ ଆରମ୍ଭ ହୋଇଥିବା ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ) ପକ୍ଷରୁ ଚଳିତ ଶିକ୍ଷାବର୍ଷରୁ ଆରମ୍ଭ ହେବ ଶିକ୍ଷାଦାନ। ଏ ନେଇ ମଙ୍ଗଳବାର ପୂର୍ବାହ୍ନରେ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପାଠ୍ୟକ୍ରମକୁ ବ୍ୟାପକ...

ଏସ୍‌ଟିଏଫ୍‌ ଅଭିଯାନ ପରେ ଚେତିଲା କମିଶନରେଟ୍‌ ପୋଲିସ: ହଳଦୀପଡ଼ିଆ ବସ୍ତିରେ ୬ ନିଶା ବ୍ୟବସାୟୀଙ୍କ ଘର ଭାଙ୍ଗିଲା

କଟକ ରୋଡ, ୨୯।୭(ଡି.ଏନ୍‌.ଏ.): ରାଜଧାନୀର ଲକ୍ଷ୍ମୀସାଗର ଥାନା ପଛପଟେ ଥିବା ହଳଦୀପଡ଼ିଆ ବସ୍ତିରେ ବେଧଡ଼କ ବ୍ରାଉନ୍‌ସୁଗାର ବ୍ୟବସାୟ ଚାଲିଛି। ଦୀର୍ଘ ୧୦ବର୍ଷ ଧରି ଏଭଳି ବେଆଇନ ବ୍ୟବସାୟ ବଢ଼ି ଚାଲିଥିବା ବେଳେ କମିଶନରେଟ ପୋଲିସ ଏହା ଉପରେ ରୋକ ଲଗାଇପାରୁ...

ସୁନା ବ୍ୟବସାୟୀଙ୍କ ଘରେ ଆୟକର ବିଭାଗର ଚଢାଉ: ଜବତ ୬୮.୧୩ ଲକ୍ଷ ଟଙ୍କାର ଖୋଳତାଡ

ବ୍ରହ୍ମପୁର ଅଫିସ,୨୯ା୭-ଆୟକର ବିଭାଗ ପକ୍ଷରୁ ବ୍ରହ୍ମପୁରର ଜଣେ ସୁନା ବ୍ୟବସାୟୀ କେ.ପ୍ରସାଦ ରାଓ ସୁବୁଦ୍ଧିଙ୍କ ବଡବଜାର ଗୌଡ଼ ସାହିସ୍ଥିତ ବାସଭବନରେ ଚଢାଉ କରାଯାଇଛି। ଗତ ୨୬ ତାରିଖରେ କଲିକତାର ରେଳବାଇ ପ୍ରୋଟେକ୍ସନ ଫୋର୍ସ (ଆରପିଏଫ) ହାୱଡା ଷ୍ଟେଶନରୁ ପ୍ରସାଦଙ୍କର ଜଣେ...

ଛେଳି ଚୋର ସନ୍ଦେହ: ଅଭିଯୁକ୍ତଙ୍କୁ ପୋଲିସ ଜିମା ଦେଲେ ଗ୍ରାମବାସୀ

ଆସିକା,୨୯ା୭(ଡି.ଏନ୍‌.ଏ): ଗାଙ୍ଗପୁର ଥାନା ପଳାସପଲ୍ଲୀ ଗ୍ରାମରେ ରବିବାର ପୂର୍ବାହ୍ନରେ ସାଇକଲରେ ବୁଲି ମାଂସ ବିକ୍ରି କରୁଥିବା ଜଣେ ବ୍ୟକ୍ତିଙ୍କୁ ଛେଳି ଚୋର ସନ୍ଦେହରେ ଗ୍ରାମବାସୀ ପୋଲିସ ଜିମା ଦେଇଛନ୍ତି। ଗତ ଶନିବାର ରାତିରେ ଉକ୍ତ ଗ୍ରାମର ଜଣେ ବ୍ୟକ୍ତିଙ୍କ ଗୁହାଳରୁ...

ୱାର୍ଡସଭ୍ୟାଙ୍କୁ ଦୁର୍ବ୍ୟବହାର, ମାଡ଼ ଅଭିଯୋଗ

ବାସୁଦେବପୁର, ୨୭।୭ (ଡି.ଏନ.ଏ.) – ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତର ଜଣେ ୱାର୍ଡସଭ୍ୟାଙ୍କୁ ଶୁକ୍ରବାର ଜଣେ ଯୁବକ ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଥିବା ନେଇ ସେ ଥାନାରେ ଅଭିଯୋଗ କରିଛନ୍ତି। ବାସୁଦେବପୁର ଥାନା ପୋଲିସ ଘଟଣାର...

ନଦୀରେ ବୁଡି ଛାତ୍ର ମୃତ

ବ୍ରହ୍ମଗିରି, ୯ା୬(ଡି.ଏନ୍‌.ଏ.)-ବ୍ରହ୍ମଗିରି ଥାନା ଅନ୍ତର୍ଗତ ଅପିଠି ଗ୍ରାମରେ ରବିବାର ଜଣେ ୬ଷ୍ଠ ଶ୍ରେଣୀର ଛାତ୍ର ନଦୀରେ ଭାସିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ପ୍ରଦୀପ ଜେନା ଏବଂ ତାଙ୍କର ପୁଅ ପ୍ରୀତମ ପ୍ରିୟଦର୍ଶୀ ଜେନା(୧୧)...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri