ଆଞ୍ଚଳିକ ଖବର

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ରାଜସୱ ନିରୀକ୍ଷକ

ମାଲକାନଗିରି,୫।୭(ଦୁର୍ଯ୍ୟଧନ ପାତ୍ର):  ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ରାଜସ୍ବ ନିରୀକ୍ଷକ । ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲାରେ।  ସଦର ବ୍ଲକ ଅନ୍ତର୍ଗତ ସିଂଧରିମାଳ ସର୍କଲର ରାଜସ୍ବ ନିରକ୍ଷକ ସୀମାଞ୍ଚଳ ସାହୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ...

ବିକାଶ ପ୍ରକଳ୍ପରେ ମଣିଖମ୍ବ, ଶୌଚାଳୟ ନିର୍ମାଣ ଦାବି

ଖଣ୍ଡପଡ଼ା,୧ା୫(ସ୍ବ.ପ୍ର.): ଶ୍ରୀ ନୀଳମାଧବ ପୀଠର ବିକାଶ ପାଇଁ ରାଜ୍ୟ ସରକାର ୧୦୦ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି। ଇତିମଧ୍ୟରେ ଠାକୁରଙ୍କ ଚନ୍ଦନ ପୋଖରୀର ପୁନରୁଦ୍ଧାର ଚାଲିଛି। ତେବେ ପୁଷ୍କରିଣୀର ମଧ୍ୟ ଭାଗରେ ଥିବା ଏକ ଅନ୍ନ ଖମ୍ବ(ମଣିଖମ୍ବ) ଦୀର୍ଘବର୍ଷ...

ଡାକଘର ପଦବୀ ପାଇଁ ନକଲି ସାର୍ଟିଫିକେଟ

ବଲାଙ୍ଗୀର ଅଫିସ,୨୪ା୩: ବଲାଙ୍ଗୀର ଡାକମଣ୍ଡଳର ୮୩ ବ୍ରାଞ୍ଚ ପୋଷ୍ଟ ମାଷ୍ଟର, ଏବିପିଏମ ଓ ଡାକସେବକ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏହି ପଦବୀ ପାଇଁ ବହୁ ପ୍ରାର୍ଥୀ ଆବେଦନ କରିଛନ୍ତି। ଶୁକ୍ରବାର ବଲାଙ୍ଗୀର ପ୍ରଧାନ ଡାକଘରରେ ଏହି ପଦବୀଗୁଡିକର...

ରାତିଅଧିଆ ଚାଲିଛି ଗ୍ରାମ୍ୟ ଉନ୍ନୟନ ରାସ୍ତା କାମ

କୋରେଇ,୨୧ା୨(ଡି.ଏନ.ଏ):ଯାଜପୁର ଜିଲା କୋରେଇ ବ୍ଲକ ଅଧୀନ ବିଭିନ୍ନ ଗ୍ରାମ ତଥା ପଞ୍ଚାୟତକୁ ସଂଯୋଗୀକରଣ ନିମନ୍ତେ ସମୁଦାୟ ୧୩ଟି ରାସ୍ତାର ମରାମତି ଓ ପ୍ରଶସ୍ତିକରଣ ଆରମ୍ଭ ହୋଇଛି । ହେଲେ ବିଭାଗୀୟ ଅଧିକାରୀଙ୍କ ଅନୁପସ୍ଥିତରେ କେତେକ କାର୍ଯ୍ୟ ରାତିଅଧିଆ ଚାଲିଥିବା ଦେଖିବାକୁ...

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପ୍ରଶାସନ ତତ୍ପର

କେନ୍ଦୁଝର,୧୧।୨(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୩ ତାରିଖରେ କେନ୍ଦୁଝର ଜିଲା ଗସ୍ତରେ ଆସୁଥିବା ନେଇ ଦଳୀୟ ସୂତ୍ରରୁ ଜଣାପଡ଼ିଛି। ଏନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଥିଲେ ହେଁ ଅଧିକାରୀସ୍ତରରେ କାର୍ଯ୍ୟକ୍ରମ ନେଇ କୌଣସି ସୂଚନା ଦିଆଯାଇନାହିଁ।...

ଜିଦ୍‌ରେ ଆନ୍ଧ୍ର, ଅନାଇଛି ଓଡ଼ିଶା

ପଟ୍ଟାଙ୍ଗି, ୧୦।୨(ଡି.ଏନ.ଏ.):କୋଟିଆ ଲୋଭ ଛାଡ଼ିପାରୁନାହିଁ ଆନ୍ଧ୍ର। କଳ, ବଳ, କୌଶଳ ଖଟାଇ ସୀମାନ୍ତ ଓଡ଼ିଶାର ଏହି ଭୂଖଣ୍ଡକୁ କରାୟତ୍ତ କରିବା ଲାଗି ଜିଦ୍‌ରେ ଅଟଳ ରହିଛି ପଡ଼ୋଶୀ ରାଜ୍ୟ। ସେଠାକାର ପ୍ରଶାସନିକ ଅଧିକାରୀ ଏବଂ ରାଜନେତା ନିୟମିତ ବ୍ୟବଧାନରେ କୋଟିଆ...

ଶିମିଳିପାଳ ସୁରକ୍ଷା ଦାବି

ବାରିପଦା ଅଫିସ,୯।୨: ଶିମିଳିପାଳ ବଞ୍ଚାଅ ଅଭିଯାନ ଦାବିରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ଗୁରୁବାର ସକାଳ ୮ଟାରୁ ଭଞ୍ଜସେନା ପକ୍ଷରୁ ମୟୁରଭଞ୍ଜ ମଧ୍ୟ ଦେଇ ଯାଇଥିବା ଜାତୀୟ ରାଜପଥ ୧୮ ଓ ୪୯ନଂ ଏବଂ ରାଜ୍ୟ ରାଜପଥ ଉଦଳା-ବାରିପଦା, କରଞ୍ଜିଆ...

ଲୁଟି ନେଲେ ସୁନାଗହଣା, ନଗଦ ୧.୧ଲକ୍ଷ

ଭୋଗରାଇ, ୨୭ା୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ଥାନା ନୁଟୁରା ଗ୍ରାମର ସୁଦାମ ଦଣ୍ଡପାଟଙ୍କ ଘରେ ଶୁକ୍ରବାର ଦିନ ଦ୍ୱିପ୍ରହରରେ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ ଘରେ କେହି ନ ଥିବା ସୁଯୋଗ ନେଇ କୌଣସି ଦୁର୍ବୃତ୍ତ...

ରାଶନ ସାମଗ୍ରୀ ବଣ୍ଟନରେ ଅନିୟମିତତା: ବ୍ଲକ ଅଫିସ ଆଗରେ ଗ୍ରାମବାସୀଙ୍କ ଧାରଣା

ମୋରଡା,୨୫ା୧୧(ଡି.ଏନ.ଏ): ରାଶନ ସାମଗ୍ରୀ ବଣ୍ଟନରେ ଅନିୟମିତତା ପ୍ରତିବାଦରେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଘୋଳମୁଁହା ପଞ୍ଚାୟତର ଆଣୁଆ ଗ୍ରାମବାସୀ ଶୁକ୍ରବାର ବ୍ଲକ ଅଫିସ ଆଗରେ ଧାରଣାରେ ବସିଥିଲେ। ସୂଚନା ଅନୁଯାୟୀ, ଯୋଗାଣ ବିଭାଗ ଦ୍ୱାରା ହିତାଧିକାରୀଙ୍କୁ ଚାଉଳ ଯୋଗାଇ...

ରାସ୍ତାକୁ କେନ୍ଦ୍ର କରି ଗଣ୍ଡଗୋଳ

କୁଆମରା,୭।୧୦ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅନ୍ତର୍ଗତ କୁଆମରା ଗ୍ରାମର ରାସ୍ତା ଓ ପାଣି ଯାତାୟାତକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଥାନାରେ ଉଭୟ ପକ୍ଷଙ୍କ ଅଭିଯୋଗ ଆଧାରେ ପୋଲିସ ପୃଥକ ମାମଲା ରୁଜୁ...

ଡାଇରିଆ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ

ରାୟଗଡ଼ା ଅଫିସ,୨୩ା୭ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ,ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ସ୍ଥାନୀୟ ବିଧାୟକ ମକରନ୍ଦ ମୁଦୁଲି ଶନିବାର କାଶୀପୁର ବ୍ଲକର ଡାଇରିଆ ପ୍ରଭାବିତ ଗ୍ରାମଗୁଡ଼ିକ ଗସ୍ତ କରିଛନ୍ତି । ପ୍ରଥମେ ଟିକିରି ଉଷାପଡ଼ା ଅସ୍ଥାୟୀ...

କାଶୀପୁରକୁ ଅଭିଜ୍ଞ ଡାକ୍ତର ପଠାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୭।୭(ବ୍ୟୁରୋ): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ରେ ଝାଡ଼ାବାନ୍ତି ବ୍ୟାପୀ ଜୀବନ ହାନି ଘଟିଥିବା ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ସରକାରଙ୍କ ଦୃଷ୍ଟିଗୋଚର ହୋଇଥିବା ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାଶ କହିଛନ୍ତି। ଏଥିପାଇଁ ମନ୍ତ୍ରୀ ଶନିବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri