ଆଞ୍ଚଳିକ ଖବର

ମାଓବାଦୀଙ୍କ ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର

ମାଲକାନଗିରି,୩ା୬ (ଡି.ଏନ୍‌.ଏ.)- ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁରରେ ମାଓବାଦୀଙ୍କ ଆଇଇଡି ବୋମା ବିସ୍ଫୋରଣରେ ଜଣେ ଯବାନ ଗୁରୁତର ହୋଇଛନ୍ତି। ସେ ହେଲେ ନିରଞ୍ଜନ କୁମାର ପାଶ୍ୱାନ। ବିଜାପୁର ଜିଲାର ପେଗ୍ରାପାଲି ଅଞ୍ଚଳରେ ମାଓବାଦୀ ଦମନ ପାଇଁ ୨୧୦ କୋବ୍ରା ବାହିନୀ...

ଅଟୋରେ ଚାଲାଣ ହେଉଥିଲା ଶାଳ କାଠ…

ବଲାଙ୍ଗୀର ଅଫିସ,୧୧।୫: ବଲାଙ୍ଗୀର ଜିଲା ପାଟଣାଗଡ଼ ପଥରଚେପା ଆଦର୍ଶ ବିଦ୍ୟାଳୟ ରାସ୍ତାରେ ବନ ବିଭାଗ ଚଢ଼ାଉ କରି ଏକ ଶାଳ କାଠ ବୋଝେଇ ଅଟୋକୁ ଜବତ କରିଛି। ସୂଚନାଯୋଗ୍ୟ, ରାତିରେ କାଠ ଚୋରା ଚାଲାଣ ହେଉଥିବା ନେଇ ଡିଏଫଓଙ୍କ ପାଖରେ...

ଘରୁ ଯାଇ ଆଉ ଫେରିଲେନି ବୃଦ୍ଧ: ଧଳା ନଦୀରୁ ମିଳିଲା ମୃତଦେହ

ପଦ୍ମପୁର,୧୯।୪(ଡି.ଏନ୍‌.ଏ): ଧଳା ନଦୀରେ ବୁଡ଼ି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତ ସାନ ଅଗାପୁର ଗ୍ରାମର ରମେଶ ଚନ୍ଦ୍ର ନାୟକ। ସକାଳେ ରମେଶ ଶୌଚ ହେବା ପାଇଁ...

ଗଣତି ପୂର୍ବର କେନ୍ଦ୍ରର ସ୍ଥିତି ଅନୁଧ୍ୟାନ କଲେ ଏସ୍‌ଡିପିଓ

ଗଞ୍ଜାମ,୨୫।୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବା ବେଳେ ଶନିବାର ପ୍ରତି ବ୍ଲକ ମୁଖ୍ୟାଳୟରେ ସକାଳ ୮ଟା ବେଳେ ଭୋଟ୍‌ ଗଣତି ଆରମ୍ଭ ହେବା। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଗଞ୍ଜାମ ଜିଲା ଭାରତୀ...

‘ପାଇକ ବିଦ୍ରୋହ ଓଡ଼ିଶାକୁ ଗୌରବାନ୍ବିତ କରିଛି’

ଖୋର୍ଦ୍ଧା ଅଫିସ,୨୬ା୧: ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୩ତମ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ପଡ଼ିଆରେ ପାଳିତ ହୋଇଯାଇଛି। କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନ(ଆରଡିସି)ର ଗୋପବନ୍ଧୁ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡରେ...

ଚୋରଙ୍କୁ ସମସ୍ତେ ଚୋର ଭଳି ଦିଶିବେ: ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ

କଟକ ଅଫିସ,୨୪।୧୨: ରାଜ୍ୟରେ ସୂଚାରୁ ରୂପେ ଧାନ ସଂଗ୍ରହ ଚାଲିଛି। ଏ ନେଇ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରତିକ୍ରିୟା ରଖିଛନ୍ତି । ଟୋକନ ବ୍ୟବସ୍ଥା ଓ ଟେକ୍ନୋଲୋଜି ଦୃଷ୍ଟିରୁ ଧାନ ସଂଗ୍ରହ ଠିକ୍‌ ଭାବେ...

କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଆସିଲା ଗାଇଡ୍‌ଲାଇନ୍‌

କଟକ ଅଫିସ,୧୬।୧୧: କାର୍ତ୍ତିକ ପୂର୍ଣ୍ଣିମା ପୂର୍ବରୁ କଟକରେ କଟକଣା ଜାରି ହୋଇଛି । କାର୍ତ୍ତିକ ପୂର୍ଣ୍ଣିମାରେ ବିଭିନ୍ନ ଜଳାଶୟ କୂଳରେ ଲୋକଙ୍କର ପ୍ରବଳ ସମାଗମ ହୋଇଥାଏ। ତେଣୁ ଲୋକଙ୍କ ସୁରକ୍ଷା ଓ କୋଭିଡ ବ୍ୟାପିବା ଆଶଙ୍କାରେ କେହି ଜଳାଶୟକୁ ଯାଇ...

ରାସ୍ତା ପାଲଟିଛି ମରଣଯନ୍ତା

ପୁରୁଷୋତ୍ତମପୁର,୨୨।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସହର ଓ କୋଦଳା ସହରକୁ ସଂଯୋଗ କରୁଥିବା ରାସ୍ତା ମରଣଯନ୍ତା ପାଲଟିଛି । ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନରେ ଥିବା ୧୫ କି.ମି. ବିଶିଷ୍ଟ ଏହି ଆଛୁଲି-ସମା-ଚିଙ୍ଗୁଡିଘାଇ ମୁଖ୍ୟ ରାସ୍ତାଟି ଭାଙ୍ଗି ବିଭିନ୍ନ ସ୍ଥାନରେ...

୨୦ରେ ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ

ମାଲକାନଗିରି, ୧୭।୮ (ଡି.ଏନ୍‌.ଏ.): ଆସନ୍ତା ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଜିଲା ଗସ୍ତରେ ଆସିବେ। ଏନେଇ ବିଜେଡି ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହାପୂର୍ବରୁ ୧୮ ଓ ୧୯ ରେ ୮ ଜଣ ମନ୍ତ୍ରୀ ମାଲକାନଗିରି ଗସ୍ତରେ...

‘ନିର୍ଭୟ’ର ସଫଳ ଉତ୍‌କ୍ଷେପଣ

ବାଲେଶ୍ୱର ଅଫିସ,୧୧।୮: ବାଲେଶ୍ୱର ଜିଲାର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ନଂ ଲଞ୍ଚପ୍ୟାଡରୁ ବୁଧବାର ଦୂରଗାମୀ ସବ୍ନିକ କ୍ରୁଜ ମିସାଇଲ ନିର୍ଭୟର ପରୀକ୍ଷଣ କରାଯାଇଛି । ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ କ୍ଷେପଣାସ୍ତ୍ରକୁ ପୂର୍ବାହ୍ନ ୯ଟା ୫୩ ମିନିଟ୍‌ରେ ଉତ୍‌କ୍ଷେପଣ କରାଯାଇଛି।...

ସମୁଦ୍ର ସ୍ନାନର ମଜା ନେଲେ ପର୍ଯ୍ୟଟକ

ପୁରୀ ଅଫିସ,୩।୮: କୋଭିଡ୍‌ କଟକଣା କୋହଳ ହେବା ପରେ ସୋମବାର ପୁରୀ ସହରରେ ଦୋକାନ ବଜାର ଖୋଲିଛି। ପ୍ରଥମ ଦିନରୁ ହିଁ ପୁରୀ ବେଳାଭୂମିରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଛୋଟବଡ଼ ବ୍ୟବସାୟୀ ଦୋକାନ ଖୋଲିଥିବା ବେଳେ ଶପିଂ ମଲ୍‌...

ବେଦାନ୍ତର ଓସ୍ତପାଳ ଖଣି ବନ୍ଦ

ଯାଜପୁର ଅଫିସ,୨୭। ୭: ବେଦାନ୍ତ କମ୍ପାନୀ ଦ୍ୱାରା ପରିଚାଳିତ ଯାଜପୁର ଜିଲା ଓସ୍ତପାଳ କ୍ରୋମାଇଟ୍‌ ଖଣିକୁ ଭାରତ ସରକାରଙ୍କ ଡାଇରେକ୍ଟର ଜେନେରାଲ ଅଫ୍‌ ମାଇନ୍ସ ସେଫଟି (ଡିଜିଏମ୍‌ଏସ୍‌) ପକ୍ଷରୁ ଅସ୍ଥାୟୀ ଭାବେ ବନ୍ଦ କରାଯାଇଛି। ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri