ଆଞ୍ଚଳିକ ଖବର

ଗୋପାଳବନ୍ଧ, ମେରୁ ପଡ଼ିଆ ଖାଁ ଖାଁ : କଟକଣାରେ ଶେଷ ହେଲା ଦଣ୍ଡ ଯାତ୍ରା

ପୁରୁଷୋତ୍ତମପୁର,୧୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଦଣ୍ଡ ଯାତ୍ରା ବୁଧବାର ଉଦ୍‌ଯାପିତ ହୋଇଛି। ଏହା ମହା ବିଷୁବ ସଂକ୍ରାନ୍ତି ଓ ମେରୁ ଯାତ୍ରାରେ କରୋନା କଟକଣା ମଧ୍ୟରେ ଉଦ୍‌ଯାପିତ ହୋଇଛି। ମାତ୍ର କରୋନା...

ଝରାଫୁଲଙ୍କୁ ହତ୍ୟା କରାଯାଇଛି

ଯାଜପୁର ଅଫିସ,୧୩।୪ ବହୁଚର୍ଚ୍ଚିତ ରମାଦେବୀ ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକ(୨୨)ଙ୍କ ମୃତ୍ୟୁ ରହସ୍ୟ ଉପରୁ ପର୍ଦ୍ଦା ହଟିଛି। ତାଙ୍କୁ ହତ୍ୟା କରାଯାଇଥିବା ଯାଜପୁର ଏସ୍‌.ପି. ରାହୁଲ ପି.ଆର. ସୋମବାର ଏକ ଭିଡିଓ କ୍ଲିପ୍‌ ଜାରି କରି ଜଣାଇଛନ୍ତି। ଘଟଣାର ମୁଖ୍ୟ...

ନାମଯଜ୍ଞ ନେଇ କଟକଣା: ବିଜ୍ଞପ୍ତି ଜାରି କଲେ ବରଗଡ଼ ଜିଲାପାଳ

ବରଗଡ଼ ଅଫିସ,୧୦।୪: ବରଗଡ଼ ଜିଲାରେ କରୋନା(କୋଭିଡ-୧୯) ସଂକ୍ରମଣ ବଢ଼ି ଚାଲିଛି। ଏହାକୁ ପ୍ରତିହତ କରିବା ପାଇଁ ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ୱ ଅବଲମ୍ବନ କରିବାକୁ ଗୁରୁତ୍ୱ ଦିଆଯାଇଛି। ଅନ୍ୟପକ୍ଷରେ ଜିଲାରେ ନାମଯଜ୍ଞ ପାଳନ ଉପରେ ରୋକ ଲଗାଯାଇଛି। ଏଭଳି ସ୍ଥିତିରେ...

ଡେଲାଙ୍ଗ-ପିପିଲିର ବିକାଶ ପାଇଁ ପ୍ରତିଶ୍ରୁତି

ଡେଲାଙ୍ଗ/ପିପିଲି, ୧୦।୪(ଡି.ଏନ୍‌.ଏ.): ପିପିଲି ଉପନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି, ପ୍ରାର୍ଥୀମାନଙ୍କ ମଧ୍ୟରେ ସେତିକି ଉତ୍ସୁକତା ବଢ଼ିବାରେ ଲାଗିଛି। ବିଜେଡି ପକ୍ଷରୁ ଶ୍‌ୁକ୍ରବାର ମୁନିନ୍ଦା, ବେରବୋଇ, ଗୁଆଳିପଡା, ଚାଇଁପୁର, ରେଙ୍ଗଳ, ସୁଜନପୁର ପ୍ରଭୃତି ୭ଟି ପଞ୍ଚାୟତରେ ମହିଳା ସମାବେଶ ଅନୁଷ୍ଠିତ...

ଅବହେଳିତ ବୌଦ୍ଧ କୀର୍ତ୍ତିରାଜି

ବନ୍ତ,୧।୪(ଡି.ଏନ.ଏ.)-ଯେଉଁ ସ୍ଥାନରେ ବୌଦ୍ଧ, ଜୈନ, ଶାକ୍ତ ଓ ବୈଷ୍ଣବ ଧର୍ମର ପ୍ରଭାବ ପଡ଼ିଥିଲା, ବୌଦ୍ଧ ମହାଯାନ ପନ୍ଥିମାନେ ସେହି ସ୍ଥାନରେ ସମବେତ ହୋଇ ଧର୍ମାଲୋଚନା କରୁଥିଲେ। ସେତେବେଳେ ସେହି ସ୍ଥାନ ଚଳଚଞ୍ଚଳ ହୋଇଉଠୁଥିଲା। ଏବେ ସେହି ସ୍ଥାନ ଅବହେଳିତ ଅବସ୍ଥାରେ...

ଏବେଠୁ ଜଳ ସଙ୍କଟ

ବାଲିଆପାଳ,୨୫।୩(ସ୍ବ.ପ୍ର.)- ଖରାଦିନ ଆରମ୍ଭରୁ ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକର ବାଲିଆପାଳ ପଞ୍ଚାୟତରେ ଜଳସଙ୍କଟ ଦେଖାଦେଇଛି। ଦୁଇଟି ପାନୀୟଜଳ ପ୍ରକଳ୍ପ ଥାଇ ମଧ୍ୟ ଲୋକଙ୍କୁ ପାନୀୟଜଳ ଯୋଗାଇବାରେ ଫେଲ୍‌ ମାରିଛି। ଏହାସହିତ ଗଁାଗୁଡିକରେ ଥିବା ଗଭୀର ନଳକୂପ କଥା କହିଲେ ନ...

ଫଳକରେ ସୀମିତ ପିପିଲି ବସ୍‌ଷ୍ଟାଣ୍ଡ

ପିପିଲି,୨୩।୩(ସ୍ବ.ପ୍ର.): ପିପିଲିରେ ଏବେ ଚାଲିଛି ଉପନିର୍ବାଚନର ତାତି। ଏ ନେଇ ସମସ୍ତ ଦଳ ପିପିଲିର ମୁଖ୍ୟ ସମସ୍ୟାଗୁଡ଼ିକୁ ଜନସାଧାରଣଙ୍କ ସମ୍ମୁଖରେ କିଭଳି ସମାଧାନ କରିବେ ସେନେଇ ଆଲୋଚନା ଚାଲିଛି। ରାସ୍ତାଘାଟଠାରୁ ଆରମ୍ଭ ହୋଇ ଫନୀ ବାତ୍ୟାରେ କ୍ଷୟକ୍ଷତି ହୋଇଥିବା ପ୍ରକୃତ...

ଡାବୁଗାଁରେ ବନ୍ଦର ପ୍ରଭାବ: ଗାଡ଼ି ଚାଳଚଳ ବନ୍ଦ

୧୫।୨ (ଡି.ଏନ୍‌.ଏ.): ତୈଳଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକରେ ମଧ୍ୟ ଦେଖିବାକୁ ମିଳିଛି। ଡାବୁଗାଁ ବ୍ଲକରେ ୬ ଘଣ୍ଟିଆ ବନ୍ଦ ପାଳନ ଶାନ୍ତିପୂର୍ଣ୍ଣ ଭାବେ...

ନିଶ୍ଚିନ୍ତକୋଇଲି ବ୍ଲକରେ ବନ୍ଦର ପ୍ରଭାବ କମ୍‌

ନିଶ୍ଚିନ୍ତକୋଇଲି,୧୫।୨(ସ୍ବ.ପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ କଂଗ୍ରେସର ବନ୍ଦ ପାଳନ ସେତେଟା ପ୍ରଭାବ ପଡ଼ି ନଥିବା ଦେଖିବାକୁ ମିଳିଛି। ନିଶ୍ଚିନ୍ତକୋଇଲି ସପ୍ତାହିକ ହାଟ ଓ ବଜାର ସ୍ବଭାବିକ ଭାବେ ଖୋଲାଥିବା ବେଳେ ଦୁଇ ଚକିଆ ଯାନ ବାହାନ ଚଳାଚଳ ହୋଇଛି।...

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ

ଖୋର୍ଦ୍ଧା ଅଫିସ,୨୬।୧: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ୭୨ ତମ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ପଡ଼ିିଆରେପାଳିତ ହୋଇଯାଇଛି। ଏହି ଅବସରରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ କୁମାର ସାମଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା...

ଯୁବକଙ୍କୁୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ନିର୍ଧୂମ ଛେଚିଲେ ଗ୍ରାମବାସୀ

ବାଲେଶ୍ୱର ଅଫିସ, ୧୨।୧: ବାଲେଶ୍ୱର ଜିଲା ବାଲିଆପାଳ ଥାନା ଖଗଡ଼ାପାଳ ଗ୍ରାମରେ କଙ୍ଗାରୁ କୋର୍ଟ ଅଭିଯୋଗ ହୋଇଛି। ଜଣେ ଯୁବକଙ୍କୁ ଚୋରି ଅଭିଯୋଗରେ ଗ୍ରାମବାସୀ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ନିର୍ଧୂମ ଛେଚିଛନ୍ତି। ଉକ୍ତ ଯୁବକ ଜଣକ ହେଲେ ରାଜ କୁମାର...

ଖୋଲିଲା ଜି. ଉଦୟଗିରି ମହିଳା ମହାବିଦ୍ୟାଳୟ: ଆରମ୍ଭ ହେଲା ପାଠପଢ଼ା

ଜି. ଉଦୟଗିରି,୮।୧(ଡି.ଏନ୍‌.ଏ.): ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ସାରା ରାଜ୍ୟରେ ଶୁକ୍ରବାରଠାରୁ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପାଠପଢ଼ା ଆରମ୍ଭ ହୋଇଛି। ଜି. ଉଦୟଗିରି ମହିଳା ମହାବିଦ୍ୟାଳୟରେ ମଧ୍ୟ ଆଜିଠାରୁ ପାଠପଢା ଆରମ୍ଭ ହୋଇଛି। ଛାତ୍ରୀମାନେ କୋଭିଡ ନିୟମ ମାନି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri