ଆଞ୍ଚଳିକ ଖବର

କଳାହାଣ୍ଡିରେ ପୁଣି ମାତିଲେ ଲାଲବାହିନୀ: ଗଛ କାଟି ରାସ୍ତା ଅବରୋଧ

ଭବାନୀପାଟଣା,୨୮।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ଥୁଆମୂଳ ରାମପୁର ୪୪ ନଂ. ରାଜ୍ୟ ରାଜପଥ ଯାଖମ ନିକଟରେ ମାଓବାଦୀ ଗଛକାଟି ରାସ୍ତା ଅବରୋଧ କରିଛନ୍ତି । ଏହା ସହ ଓଡ଼ିଶା ରାଜ୍ୟ ସିପିଆଇ ମାଓବାଦୀଙ୍କ ପକ୍ଷରୁ ପୋଷ୍ଟର ଓ ବ୍ୟାନର ଲଗାଯାଇଛି।...

ପାଣି ପାଇଁ ପଡ଼ିଲାଣି ଭାଳେଣି

ପାରାଦୀପ,୫।୧୨(ସ୍ବ.ପ୍ର.): ପାରାଦୀପ ବନ୍ଦର ଅଞ୍ଚଳବାସୀଙ୍କ ଏବେଠାରୁ ପାଣି ପାଇଁ ଭାଳେଣି ପଡିଲାଣି। କାରଣ ବନ୍ଦର ପ୍ରଶାସନ ସମସ୍ତ ଅଧିବାସୀଙ୍କୁ ପାଣି କମ୍‌ ବ୍ୟବହାର କରିବାକୁ ଡାକବାଜି ଯନ୍ତ୍ର ଯୋଗେ ସୂଚନା ଦେଇଛନ୍ତି। ତାଳଦଣ୍ଡା କେନାଲର ନବୀକରଣ ପାଇଁ ପାରାଦୀପ ଅଞ୍ଚଳକୁ...

ବାର୍‌ହା ପାଇଁ ବିଛା ଯାଇଥିଲା ଜାଲ: ଶିକାର ହେଲା ହାତୀ

ଢେଙ୍କାନାଳ ଅଫିସ,୧।୧୨: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ କଡ଼ାଲ ଗ୍ରାମ ନିକଟରୁ ଏକ ମୃତ ଦନ୍ତାହାତୀ ପଡ଼ିଥିବା ମଙ୍ଗଳବାର ସକାଳୁ ଦେଖିବାକୁ ମିଳିଛି। ହାତୀ ପାଖରେ ଏକ ବାର୍‌ହା ମଧ୍ୟ ପଡ଼ିଥିଲା। ବିଦ୍ୟୁତ୍‌ ଆଘତରେ ଉଭୟଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।...

ପୁରୁଷୋତ୍ତମପୁରରେ ତହସିଲଦାର ଭାବେ ଯୋଗ ଦଲେ ନିତିଶ କୁମାର ତ୍ରିପାଠୀ

ପୁରୁଷୋତ୍ତମପୁର,୨୧।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲରେ ନୂତନ ତହସିଲଦାର ଭାବେ ନିତିଶ କୁମାର ତ୍ରିପାଠୀ ଶନିବାର କାର୍ଯ୍ୟରେ ଯୋଗଦେଇଛନ୍ତି। ପୂର୍ବରୁ ସେ କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ।

୭ କ୍ଷୁଦ୍ର କାଳୀମୂର୍ତ୍ତି ନିର୍ମାଣ କଲେ ସତ୍ୟ

ବ୍ରହ୍ମପୁର ଅଫିସ,୧୪ ।୧୧: ଗଞ୍ଜାମ ଜିଲାର ବାଲୁକା ଶିଳ୍ପୀ ସତ୍ୟ ମହାରଣା ନିଆରା କଳାକୃତି କରି ବିଶ୍ୱସ୍ତରରେ ପରିଚିତ ହୋଇଛନ୍ତି। ୨୦୧୭ ମସିହାରେ ସେ ନିର୍ମାଣ କରିଥିବା କ୍ଷୁଦ୍ର କାଳୀମୂର୍ତ୍ତି ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଥିଲା। ଏବେ...

ଘାଟିକୁଣ୍ଡ୍ରୁରେ ଲାଗିଛି ମାଓବାଦୀ ପୋଷ୍ଟର

ଭବାନୀପାଟଣା,୨୯।୧୦(ଡି.ଏନ୍‌.ଏ.): ବେଶ୍‌ କିଛି ଦିନ ନୀରବତା ପରେ କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକରେ ଲାଲବାହିନୀ ତାର ଉପସ୍ଥିତି ଜାହିର କରିଛି। ଗୁରୁବାର ସକାଳୁ ମାଳିଯୁବାଙ୍ଗ ପଞ୍ଚାୟତ ଘାଟିକୁଣ୍ଡ୍ରୁଠାରେ ମାଓବାଦୀ ବ୍ୟାନର ଓ ପୋଷ୍ଟର ମାରିବା ସହ ସରକାର ଓ ପୋଲିସର...

କାଠଯୋଡ଼ିରୁ ମିଳିଲା ନିଖୋଜ ଯୁବକଙ୍କ ମୃତଦେହ

ନରାଜ,୨୮।୧୦(ଡି.ଏନ୍‌.ଏ.): ବାରଙ୍ଗ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀରେ ବୁଡ଼ି ଜଣେ ଯୁବକ ବୁଧବାର ନିଖୋଜ ହୋଇଥିଲେ। ସେ ହେଲେ ଝାଡଖଣ୍ଡ ବର୍ଜମଡ଼ ଗ୍ରାମର ରୋହିତ ସାହାଣୀ (୨୦)। ଖବରପାଇ ବାରଙ୍ଗ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଖୋଜା ଖୋଜି ଜାରି...

କନ୍ଧମାଳରେ କମିଲାଣି ଧୂଆଁପତ୍ର ଚାଷ

ଦାରିଙ୍ଗବାଡ଼ି,୨୮।୧୦(ଡି.ଏନ.ଏ.): ବିଶ୍ୱରେ ବଜାରୀକରଣ ବ୍ୟବସ୍ଥା ହେବା ପରେ ପାରମ୍ପରିକ ଚାଷର କୁପ୍ରଭାବ ଦେଖିବାକୁ ମିଳିଛି କନ୍ଧମାଳ ଜିଲାରେ। ଏଠାରେ ପୂର୍ବରୁ ପାରମ୍ପରିକ ଚାଷ ମଧ୍ୟରେ କୁଏରୀ, ମାଣ୍ଡିଆ, କାଙ୍ଗୁ, ଜନା, ସୋରିଷ, ତିଳା, କାନ୍ଦୁଲ, ହଳଦୀ, ଅଦା, ଧୂଆଁପତ୍ର ଭଳି ତେଲ...

ପେସାଦାର ଅପରାଧୀଙ୍କୁ ଛୁରି ଭୁସି ହତ୍ୟା: ୨ ସନ୍ଦିଗ୍ଧ ଅଟକ

ଦିଗପହଣ୍ଡି,୨୪।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଶନିବାର ସକାଳେ ଜଣେ ପେସାଦାର ଅପରାଧୀଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ମୃତକ ଜଣକ ହେଲେ ବନ୍ଥପଲ୍ଲୀ ଗାଁର ବଚ୍ଚନ ସ୍ବାଇଁ। ଗାଁ ମଣ୍ଡପରେ ବଚ୍ଚନ...

ଅପେକ୍ଷାରେ ୫୦ ବର୍ଷ

ଯାଜପୁର ଅଫିସ/ ଚଣ୍ଡିଖୋଲ, ୧୭।୧୦(ଡି.ଏନ.ଏ.):  କଟକ ଫରେଷ୍ଟ ଡିଭିଜନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶନର ୫୦ ବର୍ଷ ପରେ ମଧ୍ୟ ଡାଳିଯୋଡ଼ା ରେଞ୍ଜ ଅନ୍ତର୍ଗତ ଯାଜପୁର ଜିଲାର ୧୫ଟି ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲ (ପିଆର୍‌ଏଫ୍‌)କୁ ଏଯାଏ ସଂରକ୍ଷିତ ଜଙ୍ଗଲ(ଆର୍‌ଏଫ୍‌) ଭାବେ ଘୋଷଣା...

ବର୍ଷାଜଳ ଘରେ ପଶିବା ଭଳି ପରିସ୍ଥିତି: ନିଆଗଲା ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ

ଗଞ୍ଜାମ,୧୪।୧୦(ଡି.ଏନ୍‌.ଏ.): ଲଗାଣ ବର୍ଷାରେ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମ ୧୬ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ବର୍ଷାଜଳ ଜମି ରହିଛି। ଏହ ଘରେ ପଶିବା ଭଳି ପରିସ୍ଥିତି ଉପୁଜିଥିଲା। ଏ ନେଇ ଏନ୍‌ଏସି ପ୍ରଶାସନକୁ ଗ୍ରାମବାସୀ ଅଭିଯୋଗ କରିବାରୁ...

ଭଙ୍ଗା କୁଡୁଆରେ ଅବଢ଼ା ଖାଇଲେ

ପୁରୀ ଅଫିସ,୧୧।୧୦: ଶ୍ରୀମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଆଖି ପୂରେଇ ଦେଖିବାର ସୁଯୋଗ ନାହିଁ। ସାତଦରିଆ ପାରି ହୋଇ ଶ୍ରୀକ୍ଷେତ୍ରକୁ ଆସିଥିଲେ ବି ବାଇଶ ପାହାଚରେ ସେମାନଙ୍କୁ ପାଦ ପକାଇବା ମନା। ଚକାଆଖି ସହ ଆଖି ମିଶାଇବା ସୁଯୋଗ ନ ଥାଉ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri