ଆଞ୍ଚଳିକ ଖବର

ଗଞ୍ଜାମରୁ କୌଣସି ଲୋକ ଯାଇପାରିବେନି ସହର ବାହାରକୁ, କି କେହି ଆସିପାରିବେନି

ଗଞ୍ଜାମ,୧୪।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମହାମାରୀ କରୋନା ଦିନକୁ ଦିନ ବଢ଼ିବାରେ ଲାଗିଛି । ଜିଲାର ପ୍ରମୁଖ ସହର ଗଞ୍ଜାମରେ ମଧ୍ୟ ପ୍ରତ୍ୟେକ ଦିନ ପଜଟିଭ୍‌ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଥାନା ପୋଲିସ ପକ୍ଷରୁ କଡ଼ା...

ଗଞ୍ଜାମ ଜିଲାପାଳଙ୍କ ପ୍ରଶ୍ନ: କରୋନା ଲକ୍ଷଣ ଲୁଚାଇ, ବିନା ଡାକ୍ତର ପରାମର୍ଶରେ ପାରାସିଟାମଲ ଖାଉଛନ୍ତି କି?

ଛତ୍ରପୁର,୧୨।୭(ଡି.ଏନ୍‌.ଏ.): କରୋନାକୁ ପ୍ରତିହତ କରିବା ପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ଜିଲାର ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି। କରୋନା ଲକ୍ଷଣ ନ ଲୁଚାଇବାକୁ ବାରମ୍ବାର କୁହାଯାଇଥିଲେ ସୁଦ୍ଧା ଲୋକେ ପାରାସିଟାମଲ ଖାଉଛନ୍ତି।...

ଗୁଣିଗାରେଡ଼ି ସନ୍ଦେହରେ ତୀର ମାରି ଜଣଙ୍କୁ ହତ୍ୟା: ଅଭିଯୁକ୍ତ ଗିରଫ

କୋରୁକୋଣ୍ଡା,୯ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଓରକେଲ ଥାନା ଅନ୍ତର୍ଗତ ତାରଲାକୋଟା ଗ୍ରାମରେ ଗୁଣି ଗାରେଡ଼ି ସନ୍ଦେହରେ ଜଣଙ୍କୁ ହତ୍ୟା କରାଯାଇଥିବା ଘଟଣା ବର୍ତ୍ତମାନ ସାମ୍ନାକୁ ଆସିଛି। ଗ୍ରାମର ସୁବାସ ଭୂୟାଁଙ୍କୁ ସେହି ଗ୍ରାମର ଜଣେ ବ୍ୟକ୍ତି ବାଜା ମାଡକାମୀ ତୀର ସହାୟତାରେ...

କାଲିଙ୍ଗାଠାରେ ୭୦ କିଲୋ ଗଞ୍ଜେଇ, କାର ଜବତ: ଚାଲାଣକାରୀ ଗିରଫ

ଜି.ଉଦୟଗିରି,୮।୭(ଡି. ଏନ୍‌. ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ଅଧୀନ କାଲିଙ୍ଗାଠାରେ ବୁଧବାର ପୋଲିସ ଏକ କାର ସହ ୭୦ କିଲୋ ଗଞ୍ଜେଇ ଜବତ କରିଛି। ଏହା ସହ ଚାଲାଣ କରୁଥିବା ବ୍ୟକ୍ତିଙ୍କୁ ଗିରଫ କରିଛି। ସେ ହେଲେ ବାଲିଗୁଡାର...

କଟକ: ଆଉ ଦୁଇଦିନ ବଢ଼ିଲା ଶଟ୍‌ଡାଉନ ଅବଧି

କଟକ ଅଫିସ,୭ା୭- କଟକ ସହରରେ ଜାରି ହୋଇଥିବା ଶଟ୍‌ଡାଉନ ଅବଧିକୁ ବୃଦ୍ଧି କରିଛି ସିଏମ୍‌ସି। ପୂର୍ବରୁ ବୁଧବାର ମଧ୍ୟରାତ୍ରି ଯାଏ ଶଟ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ତାହାକୁ ଏବେ ଶୁକ୍ରବାର ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ଯୋଗୁ...

ଗଞ୍ଜାମ ଏନ୍‌ଏସି ଅଞ୍ଚଳରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ: ସମ୍ପୃକ୍ତ ଅଞ୍ଚଳକୁ ସିଲ୍‌ କଲା ପ୍ରଶାସନ

ଗଞ୍ଜାମ,୭।୭(ଡି.ଏନ୍‌.ଏ.): ଗଞ୍ଜାମ ଏନ୍‌ଏସି ଅଞ୍ଚଳରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମଙ୍ଗଳବାର ଉକ୍ତ ଅଞ୍ଚଳକୁ ପ୍ରଶାସନ ପକ୍ଷରୁ ସମ୍ପୂର୍ଣ୍ଣ ସିଲ୍‌ କରାଯାଇଛି। ଏଥିସହିତ ୱାଡ୍‌ ନଂ. ୩ ଓ ୪ ଦୁର୍ଗା ଦେବୀ ସାହି, ମଧ୍ୟଖଣ୍ଡ ସାହି...

ଏସ୍‌ସିବିରେ ଖୋଲିବ ଫୁସ୍‌ଫୁସ୍‌ ରୋଗ ଔଷଧୀୟ ପାଠ୍ୟକ୍ରମ

ଭୁବନେଶ୍ୱର, ୪।୭(ବ୍ୟୁରୋ)- କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ (ଏସ୍‌ସିବି)ରେ ଫୁସ୍‌ଫୁସ୍‌ ରୋଗ ସମ୍ବନ୍ଧୀୟ ଉଚ୍ଚସ୍ତରୀୟ ପାଠ୍ୟକ୍ରମ ଖୋଲିବ। ଏଥିପାଇଁ ଭାରତୀୟ ମେଡିକାଲ କାଉନ୍‌ସିଲ୍‌ (ଏମ୍‌ସିଆଇ) ଅନୁମତି ପ୍ରଦାନ କରିଛନ୍ତି। ଚଳିତ ୨୦୨୦-୨୧ ଶିକ୍ଷାବର୍ଷରୁ ସୁପର ସ୍ପେଶିଆଲିଟି...

ଗଞ୍ଜାମରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକ ବନ୍ଦ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏ ନେଇ ଗତ ୩୦ ଜୁନ ମଧ୍ୟରେ ବିଭିନ୍ନ ପଞ୍ଚାୟତରେ ଚାଲୁ ରହିଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକ ବନ୍ଦ କରାଯାଇ, ନୂତନ ଭାବେ ଗଠନ ହୋଇଥିବା କ୍ଲଷ୍ଟର...

ଜିଲାପାଳଙ୍କ ଗଞ୍ଜାମ ବ୍ଲକ ଗସ୍ତ : ମେଡିଶିନଷ୍ଟୋର, ହୋଟଲ ସିଲ୍‌

ଗଞ୍ଜାମ,୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳକୁ ଶଟ୍‌ଡାଉନ୍‌ ପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନଜର ଏବେ ଗଞ୍ଜାମ ସହର ଉପରେ। ବୁଧବାର ଜିଲାପାଳ କୁଲାଙ୍ଗେ ଗଞ୍ଜାମ ବ୍ଲକ ଗ୍ରସ୍ତ କରି ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ସମିତିସଭ୍ୟଙ୍କ ସହ...

ଗଞ୍ଜାମରେ ପୁଣି ୩୦ କରୋନା ପଜିଟିଭ ଚିହ୍ନଟ: ରହିଛନ୍ତି ୬ ଯୋଦ୍ଧା

ଛତ୍ରପୁର,୨୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ମଙ୍ଗଳବାର ପୁଣି ୩୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୫୫କୁ ବୃଦ୍ଧି ପାଇଛି। ୩୦ ଆକ୍ରାନ୍ତଙ୍କ ମଧ୍ୟରେ ୬ ଜଣ କରୋନା ଯୋଦ୍ଧା, ୯...

ବିଶ୍ୱ ପରିବେଶ ଦିବସ: ବ୍ରହ୍ମକ୍ଷେତ୍ରରେ ବୃକ୍ଷରୋପଣ

ନିଶ୍ଚିନ୍ତକୋଇଲି,୫।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଜିଗ୍ନିପୁର ପଞ୍ଚାୟତ ବ୍ରହ୍ମକ୍ଷେତ୍ର ପୀଠରେ ଜୁନ୍‌ ୫ ତାରିଖରେ ବିଶ୍ୱପରିବେଶ ଦିବସ ପାଳିତ ହୋଇଛି। ଏହି ଅବସରରେ ବ୍ଲକର ଜିଗ୍ନିପୁର ପଞ୍ଚାୟତ ବ୍ରହ୍ମକ୍ଷେତ୍ର ପୀଠରେ ଗ୍ରୀନ ଭିଜନ ଅନୁଷ୍ଠାନ ପକ୍ଷରୁ ବୃକ୍ଷରୋପଣ କରାଯାଇଛି।...

ବାଳସୁଧାର ଗୃହରୁ ଅନ୍ତେବାସୀ ଚମ୍ପଟ ଘଟଣା: ଦୁଇ ସପ୍ତାହ ପରେ ମଧ୍ୟ ୩ ଜଣଙ୍କ ମିଳୁନି ପତ୍ତା

ବ୍ରହ୍ମପୁର ଅଫିସିି,୧।୬: ପର୍ଯ୍ୟବେକ୍ଷଣ ଆବାସ ଓ ବାଳସୁଧାର ଗୃହରୁ ୭ ଅନ୍ତେବାସୀ ଚମ୍ପଟ ମାରିଥିବା ଘଟଣାର ଦୁଇ ସପ୍ତାହ ପରେ ମଧ୍ୟ ୩ ଜଣଙ୍କର ପତ୍ତା ମିଳିପାରିନାହିଁ। ଫଳରେ ଏବେ ଉଭୟ ପୋଲିସ ଓ ବାଳସୁଧାରଗୃହର ଅଧୀକ୍ଷକ ପାଇଁ ଚିନ୍ତାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri