Advertisement

ମେଟ୍ରୋ

୮ ମାସ ପରେ ବି ମିଳୁନି ରାଜ୍ୟ ସ୍ବତନ୍ତ୍ର କାର୍ଯ୍ୟ ଖସଡ଼ା, ସମନ୍ୱୟ କିଏ ରକ୍ଷା କରୁଛି: ଅନୁ୮ ମାସ ପରେ ବି ମିଳୁନି ରାଜ୍ୟ ସ୍ବତନ୍ତ୍ର କାର୍ଯ୍ୟ ଖସଡ଼ା, ସମନ୍ୱୟ କିଏ ରକ୍ଷା କରୁଛି: ଅନୁ

୮ ମାସ ପରେ ବି ମିଳୁନି ରାଜ୍ୟ ସ୍ବତନ୍ତ୍ର କାର୍ଯ୍ୟ ଖସଡ଼ା, ସମନ୍ୱୟ କିଏ ରକ୍ଷା କରୁଛି: ଅନୁ

ଭୁବନେଶ୍ୱର,୧୫।୪ (ରବିନାରାୟଣ ଜେନା): ସମନ୍ବୟ ରକ୍ଷା କରୁଛି କିଏ? ବିଭାଗୀୟ ଅଧିକାରୀଙ୍କ ଅବହେଳାକୁ ନେଇ ଏହିଭଳି ମନ୍ତବ୍ୟ ଦେଇଛନ୍ତି ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ ତଥା…

1 week ago
ଆହୁରି ସପ୍ତାହେ କାଳବୈଶାଖୀ ବର୍ଷାଆହୁରି ସପ୍ତାହେ କାଳବୈଶାଖୀ ବର୍ଷା

ଆହୁରି ସପ୍ତାହେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର, ୧୫ା୪(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ଜାରି ରହିଛି। ବିଭିନ୍ନ ଜିଲାରେ ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ଦେଖିବାକୁ ମିଳୁଛି। ଆଞ୍ଚଳିକ…

1 week ago
ପୁଣି ବଦଳିବ ପାଗ: ୨୪ ଘଣ୍ଟାରେ ଏସବୁ ଜିଲାରେ ପ୍ରବଳ ବର୍ଷିବ ପୁଣି ବଦଳିବ ପାଗ: ୨୪ ଘଣ୍ଟାରେ ଏସବୁ ଜିଲାରେ ପ୍ରବଳ ବର୍ଷିବ 

ପୁଣି ବଦଳିବ ପାଗ: ୨୪ ଘଣ୍ଟାରେ ଏସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୪।୪: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର  କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଇଏମଡି ପୂର୍ବାନୁମାନ କରିଛି। ଏନେଇ ଆଇଏମଡି ପକ୍ଷରୁ ସତର୍କ…

2 weeks ago
ଓଡ଼ିଆ ନବବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମା’ ତାରିଣୀ ମନ୍ଦିର ପାଇଁ ୨୫୦ କୋଟିର DPRଓଡ଼ିଆ ନବବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମା’ ତାରିଣୀ ମନ୍ଦିର ପାଇଁ ୨୫୦ କୋଟିର DPR

ଓଡ଼ିଆ ନବବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମା’ ତାରିଣୀ ମନ୍ଦିର ପାଇଁ ୨୫୦ କୋଟିର DPR

ଭୁବନେଶ୍ୱର,୧୪ା୪: ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କେନ୍ଦୁଝରର ଘଟଗାଁସ୍ଥିତ ଆରାଧ୍ୟା ଦେବୀ…

2 weeks ago
ନବୀନଙ୍କୁ ରାଜାଙ୍କ ଚିଠି, ହାଇଜ୍ୟାକ୍‌ କଥା କହି ତେରେଛା ବାଣ ମାରିଲେ ଦେବୀନବୀନଙ୍କୁ ରାଜାଙ୍କ ଚିଠି, ହାଇଜ୍ୟାକ୍‌ କଥା କହି ତେରେଛା ବାଣ ମାରିଲେ ଦେବୀ

ନବୀନଙ୍କୁ ରାଜାଙ୍କ ଚିଠି, ହାଇଜ୍ୟାକ୍‌ କଥା କହି ତେରେଛା ବାଣ ମାରିଲେ ଦେବୀ

ଭୁବନେଶ୍ୱର,୧୪ା୪: ବିଜୁ ଜନତା ଦଳରେ ନେତାମାନଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ମତାନ୍ତର ଦେଖିବାକୁ ମିଳୁଛି। ୱାକଫ୍‌ ବିଲ୍‌ ପ୍ରସଙ୍ଗରେ ଦଳର ମୁଖିଆ ନବୀନ ପଟ୍ଟନାୟକଙ୍କୁ ବରିଷ୍ଠ…

2 weeks ago
ଓଡ଼ିଆ ନୂଆବର୍ଷର ସଂକଳ୍ପଓଡ଼ିଆ ନୂଆବର୍ଷର ସଂକଳ୍ପ

ଓଡ଼ିଆ ନୂଆବର୍ଷର ସଂକଳ୍ପ

ଆଜି ପବିତ୍ର ଓଡ଼ିଆ ନୂଆବର୍ଷ। ମହାବିଷୁବ ସଂକ୍ରାନ୍ତି। ମହାବୀର ହନୁମାନ ଜୟନ୍ତୀ। ଆଜି ଦିନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିରରୁ ଓଡ଼ିଆ ପାଞ୍ଜିର ହେବ ଶୁଭାରମ୍ଭ। ଆଜି ଭାରତର…

2 weeks ago
ବାବୁଙ୍କୁ ‘ଇ-ପାର୍‌’ ଅଡୁଆବାବୁଙ୍କୁ ‘ଇ-ପାର୍‌’ ଅଡୁଆ

ବାବୁଙ୍କୁ ‘ଇ-ପାର୍‌’ ଅଡୁଆ

ଭୁବନେଶ୍ୱର,୧୪ା୪(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଅଧୀନ ଗ୍ରୁପ୍‌-କ ଏବଂ ଖ ବର୍ଗର ଅଧିକାରୀମାନେ ସେମାନଙ୍କ ପର୍‌ଫର୍ମାନ୍ସ ଆପ୍ରାଇଜାଲ ରିପୋର୍ଟ(ଇ-ପାର୍‌) ତଥ୍ୟ ଏଚ୍‌ଆର୍‌ଏମ୍‌ଏସ୍‌ ପୋର୍ଟାଲରେ ଦେଉନାହାନ୍ତି।…

2 weeks ago
ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଆବେଦନଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଆବେଦନ

ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର,୧୪।୪: ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଛାତ୍ରୀଛାତ୍ର ଆବେଦନ କରିପାରିବେ। NEP-୨୦୨୦ ଆଧାରରେ ୨୦୨୫-୨୬ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ର SAM ପୋର୍ଟାଲରେ…

2 weeks ago
ନବୀନଙ୍କୁ ଚିଠି ଲେଖି ରାଜାଙ୍କ ପ୍ରସ୍ତାବ, ବଢ଼ିଲା ଚର୍ଚ୍ଚାନବୀନଙ୍କୁ ଚିଠି ଲେଖି ରାଜାଙ୍କ ପ୍ରସ୍ତାବ, ବଢ଼ିଲା ଚର୍ଚ୍ଚା

ନବୀନଙ୍କୁ ଚିଠି ଲେଖି ରାଜାଙ୍କ ପ୍ରସ୍ତାବ, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୧୪ା୪: ବିଜୁ ଜନତା ଦଳରେ ଏବେ ସାଙ୍ଗଠନିକ ନିର୍ବାଚନ ଚାଲିଥିବା ବେଳେ ଆଠଗଡ଼ ବିଧାୟକ ତଥା ଦଳର ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ୱାଇଁ(ରାଜା) ମୁଖିଆ ନବୀନ…

2 weeks ago
ଟାରିଫ୍‌ ହ୍ରାସ ଅପେକ୍ଷାରେ ବିଦ୍ୟୁତ୍‌ ଉପଭୋକ୍ତାଟାରିଫ୍‌ ହ୍ରାସ ଅପେକ୍ଷାରେ ବିଦ୍ୟୁତ୍‌ ଉପଭୋକ୍ତା

ଟାରିଫ୍‌ ହ୍ରାସ ଅପେକ୍ଷାରେ ବିଦ୍ୟୁତ୍‌ ଉପଭୋକ୍ତା

ଭୁବନେଶ୍ୱର,୧୪।୪(ରବିନାରାୟଣ ଜେନା): କେନ୍ଦ୍ରୀୟ କୋଇଲା ଆଇନ ଓ ଅଧିନିୟମକୁ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆରସି) ଉଲ୍ଲଂଘନ କରୁଥିବାରୁ ରାଜ୍ୟରେ ବିଦୁତ୍‌ ଟାରିଫ୍‌ ଅଧିକ ରହିଛି। ନିୟମ ଅନୁଯାୟୀ…

2 weeks ago