ମେଟ୍ରୋ

ମନ୍ଦିର ଭଙ୍ଗାକୁ ବିରୋଧ, ପୋଲିସ-ଜନତା ମୁହାଁମୁହିଁ

କଟକ ସଦର, ୭।୮(ଡି.ଏନ.ଏ.): କିଶନନଗର ତହସିଲ ଅଧୀନ ରଟିଲୋ ଗ୍ରାମର ପଞ୍ଚମୁଖୀ ହନୁମାନ ମନ୍ଦିର ଭଙ୍ଗାଯିବାକୁ ନେଇ ଶୁକ୍ରବାର ପୋଲିସ ଓ ସ୍ଥାନୀୟ ଜନତା ମୁହଁାମୁହିଁ ହୋଇଥିଲେ।…

3 years ago

ଭୁବନେଶ୍ୱରରେ ବଜ୍ରକାପ୍ତା ଚାଲାଣ ର଼୍ୟାକେଟ

ଭୁବନେଶ୍ୱର,(ବ୍ୟୁରୋ)/ ବାରଙ୍ଗ, ୭।୮(ଡି.ଏନ୍‌.ଏ.) : ରାଜ୍ୟରେ ବନ୍ୟଜନ୍ତୁ ଶିକାର ଓ ଚୋରା ଚାଲାଣ ଦିନକୁ ଦିନ ବଢିଚାଲିଛି। ବନକର୍ମଚାରୀ ଓ ଶିକାରୀଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ବନ୍ୟପ୍ରାଣୀମାନେ…

3 years ago

‘ସ୍ବତନ୍ତ୍ର ଫୋକସ ଷ୍ଟେଟ୍‌’ ମାନ୍ୟତା ଦାବି ଉଠାଇଲା ବିଜେଡି

ଭୁବନେଶ୍ୱର, ୭।୮(ବ୍ୟୁରୋ): ଓଡ଼ିଶାକୁ ସ୍ବତନ୍ତ୍ର ଫୋକସ୍‌ ଷ୍ଟେଟ୍‌ ମାନ୍ୟତା ନେଇ ପାର୍ଲାମେଣ୍ଟରେ ଶୁକ୍ରବାର ବିଜେଡି ଦାବି ଉଠାଇଛି। ରାଜ୍ୟ ସଭାର ଶୂନ୍ୟକାଳରେ ବିଜେଡି ଏମ୍‌ପି ତଥା ମୁଖପାତ୍ର…

3 years ago

୯ଶହ ବୀମାଧାରୀଙ୍କ ମଧ୍ୟରେ ୨୧ଜଣ ପରୀକ୍ଷାର୍ଥୀ: ସରିଲା ରିମାଣ୍ଡ, ଜେଲ ଫେରିଲେ କୋଟିପତି ବିରଞ୍ଚି

ଭୁବନେଶ୍ୱର,୭।୮(ବ୍ୟୁରୋ): ବହୁ କୋଟିର ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ ପ୍ରାଇଭେଟ ସେକ୍ରେଟାରି (ପିଏସ୍‌) ବିରଞ୍ଚତ୍…

3 years ago

ସାହିତି୍ୟକ ଇନ୍ଦୁଭୂଷଣ କରଙ୍କ ପରଲୋକ

ଭୁବନେଶ୍ୱର, ୭।୮(ବ୍ୟୁରୋ): ସାହିତି୍ୟକ ଇନ୍ଦୁଭୂଷଣ କରଙ୍କ ଶୁକ୍ରବାର ପରଲୋକ ହୋଇଯାଇଛି। ତାଙ୍କୁ ୮୬ବର୍ଷ ବୟସ ହୋଇଥିଲା। ୧୯୩୫ ମସିହାରେ ବାଲେଶ୍ୱର ଜିଲା ଭୋଗରାଇ ସନ୍ନିକଟ ଚଣ୍ଡୀପୁର ଗ୍ରାମରେ…

3 years ago

ପାର୍ଲାମେଣ୍ଟରେ ବେଶି ଘୁ ଘା ହେଉଛି

ଓଡ଼ିଶାରେ ନାରୀ ସଶକ୍ତୀକରଣ କ୍ଷେତ୍ରରେ ନିଜର ଏକ ପରିଚୟ ସୃଷ୍ଟି କରିଥିବା ପ୍ରମିଳା ବିଶୋଇ ଏବେ ଆସ୍କାର ବିଜେଡିର ଲୋକ ସଭା ସଦସ୍ୟ। ଜୀବନ କ’ଣ ଜାଣିବା…

3 years ago

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୪ ଜୀବନ

ଭୁବନେଶ୍ୱର,୭।୮(ବ୍ୟୁରୋ): ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍‌ ତଳମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ହ୍ରାସ ପାଇବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି…

3 years ago

ରାଜ୍ୟରେ କମିିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୧,୦୯୬ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୭।୮(ବ୍ୟୁରୋ): ଗତ ଦୁଇ ଦିନ ହେଲା ଓଡ଼ିଶାରେ କରୋନା ଗ୍ରାଫ୍‌ ପୁଣି ଥରେ ତଳମୁହାଁ ହେବାରେ ଲାଗିଛି। ଶୁକ୍ରବାର ରାଜ୍ୟରେ ୧,୨୦୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ…

3 years ago

ନିଯୁକ୍ତି ପାଇଁ ରାସ୍ତାରେ ଆଣ୍ଠେଇ କାନ ଧରିଲେ

ଭୁବନେଶ୍ୱର,୭।୮(ବ୍ୟୁରୋ): ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଟିଚର ଏଲିଜିବିଲିଟି ଟେଷ୍ଟ(ଓଏସ୍‌ଏସ୍‌ଟିଇଟି) ପରୀକ୍ଷାରେ ପାସ୍‌ କରିଥିବା ପ୍ରଶିକ୍ଷିତ ଯୁବତୀ ଯୁବକ ଏବେ ନିର୍ଣ୍ଣାୟକ ଆନ୍ଦୋଳନ ଚଳାଇଛନ୍ତି। ଉଚ୍ଚ ବିଦ୍ୟାଳୟରେ ହିନ୍ଦୀ,…

3 years ago

ମୁଣ୍ଡାସାହିରେ ବୁଲିଲା ଖଣ୍ଡା

ଭୁବନେଶ୍ୱର:୬।୮(ବ୍ୟୁରୋ): ମଞ୍ଚେଶ୍ୱର ଥାନା ମୁଣ୍ଡାସାହିରେ ଶୁକ୍ରବାର ରାତିରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି । ଏଥିରେ ୫ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଆହତ ହୋଇଥିବା ଜଣାପଡିଛି। ଗତ…

3 years ago