ମେଟ୍ରୋ

ଠକ କମ୍ପ୍ୟୁଟର ସଂସ୍ଥା ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୮।୫: ସାରା ରାଜ୍ୟରେ ଛତୁ ଫୁଟିଲା ପରି କମ୍ପ୍ୟୁଟର ପାଠ୍ୟକ୍ରମ ପ୍ରଦାନ କରୁଥିବା ସଂସ୍ଥା ଖୋଲିଛି। ଏହିସବୁ ସଂସ୍ଥା କେତେକ ଏନ୍‌ଜିଓ ଓ ଅଣ ଅନୁମୋଦିତ ଶିକ୍ଷାନୁଷ୍ଠାନ…

3 years ago

ଥମୁନି ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୩ ଜୀବନ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୩୩ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୬୫୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

3 years ago

ରାଜ୍ୟରେ ଆଜି ୭,୨୧୬ ସଂକ୍ରମିତ ଚିହ୍ନଟ: କଟକରୁ ସର୍ବାଧିକ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ ଦୁଇଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୭,୨୧୬ କରୋନା ଆକ୍ରାନ୍ତ ଚିହ୍ନଟ…

3 years ago

୭ ଦିନରେ କ୍ଷତି ଆକଳନ ନିର୍ଦ୍ଦେଶ

ଭୁବନେଶ୍ୱର,୨୮ା୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି। ସନ୍ଧ୍ୟାରେ ଭିଡିଓ କନ୍‌ଫରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ…

3 years ago

୫୦ ବର୍ଷରେ ଭାରତରେ ୧୧୭ ବାତ୍ୟା: ଓଡ଼ିଶାରେ ବିଧ୍ୱଂସକ ଥିଲା ୧୯୭୧

ନୂଆଦିଲ୍ଲୀ,୨୮/୫: ୧୯୭୦ରୁ ୨୦୧୯ ମଧ୍ୟରେ ଭାରତ ୧୧୭ ବାତ୍ୟାର ସମ୍ମୁଖୀନ ହୋଇଛି। ଏହି ୫୦ ବର୍ଷ ମଧ୍ୟରେ ସାମୁଦ୍ରିକ ଝଡ଼ ଓ ବାତ୍ୟାରେ ୪୦,୦୦୦ ଲୋକଙ୍କ ଜୀବନ…

3 years ago

ବୈତରଣୀରେ ବନ୍ୟା ବିପଦ

ଭୁବନେଶ୍ୱର,(ବ୍ୟୁରୋ)/ ଭଣ୍ଡାରିପୋଖରୀ (ଡି.ଏନ୍‌.ଏ.)/ ଆନନ୍ଦପୁର(ସ୍ବ.ପ୍ର.)/ଯାଜପୁର ଅଫିସ,୨୮/୫:ବାତ୍ୟା ‘ୟାସ୍‌’ କ୍ଷତ ଭରି ନ ଥିବା ବେଳେ ବନ୍ୟା ବିପତ୍ତି ଦୁର୍ଦ୍ଦଶାକୁ ଆହୁରି ବଢ଼ାଇବା ଆଶଙ୍କା ସୃଷ୍ଟି କରିଛି। ବାତ୍ୟାଜନିତ…

3 years ago

ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ଗୁରୁବାର ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ୱରର ବାତ୍ୟା ପ୍ରଭାବିତ ଅଞ୍ଚଳରେ ପ୍ରାୟ…

3 years ago

ବଢୁଛି ବୈତରଣୀ, ବନ୍ୟା ଆଶଙ୍କା: ଏସ୍‌ଆର୍‌ସି

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପ୍ରଭାବରେ ପ୍ରବଳ ବର୍ଷା ହୋଇଥିବାରୁ ବୈତରଣୀ ଜଳସ୍ତର ବଢ଼ିବାରେ ଲାଗିଛି। ଫଳରେ ଆନନ୍ଦପୁର ଓ ଆଖୁଆପଦା ଠାରେ ଏହା ବିପଦ ସଙ୍କେତ ଉପରେ…

3 years ago

ବାତ୍ୟା ଆଶ୍ରୟସ୍ଥଳୀରୁ ଲୋକେ ଘରକୁ ଫେରିଲେ ହେବ କରୋନା ଟେଷ୍ଟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ବାତ୍ୟା ୟାସ୍‌ ପ୍ରଭାବିତ ଅଞ୍ଚଳରେ ସ୍ଥିତିରେ ସୁଧାର ଆସିଲେ ଡୋର୍‌ ଟୁ ଡୋର୍‌ ସର୍ଭେ ଆରମ୍ଭ ହେବ। ବାତ୍ୟା ଆଶ୍ରୟସ୍ଥଳୀରେ ଥିବା ଲୋକମାନେ ଘରକୁ ଫେରିଲେ…

3 years ago

ଶିମିଳିପାଳରେ ରେକର୍ଡ ବର୍ଷା

ଭୁବନେଶ୍ୱର,୨୭।୫(ବ୍ୟୁରୋ): ବାତ୍ୟା ୟାସ୍‌ ପ୍ରଭାବରେ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହୋଇଥିବା ବେଳେ ହାଇଆଲର୍ଟ ଜାରି କରାଯାଇଛି। ଆସନ୍ତା ୧୨ ଘଣ୍ଟା ମୟୂରଭଞ୍ଜ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ…

3 years ago