ମେଟ୍ରୋ

ରାଜଭବନର ୮ ବରିଷ୍ଠ ଅଧିକାରୀ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ବିଗିଡ଼ି ଚାଲିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ…

3 years ago

ବସ୍‌ ଚଳାଚଳ ବନ୍ଦ ପରେ ବଢ଼ିଲା ଚିନ୍ତା

ଭୁବନେଶ୍ୱର,୬ା୫(ବ୍ୟୁରୋ):କରୋନାର ପ୍ରଥମ ଲହର ପରେ ଯାତ୍ରୀ ଅଭାବ ସାଙ୍ଗକୁ ଦ୍ୱିତୀୟ ଲହରଜନିତ ଲକ୍‌ଡାଉନ ଘରୋଇ ବସ୍‌ ସେବାକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଛି। ସେହିପରି ବୁଧବାରଠାରୁ ସାରା ରାଜ୍ୟରେ…

3 years ago

ପ୍ରଦୀପ୍ତଙ୍କ ଚିକିତ୍ସା କରିବେ ଉଚ୍ଚସ୍ତରୀୟ ଡାକ୍ତରୀ ଦଳ

ଭୁବନେଶ୍ୱର, ୬ା୫(ବ୍ୟୁରୋ):ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ କରୋନା ସଂକ୍ରମିତ ହୋଇ ଭୁବନେଶ୍ବର ଅଖିଳ ଭାରତୀୟ ଆୟୁ ର୍ବିଜ୍ଞାନ ପ୍ରତିଷ୍ଠାନ(ଏମସ୍‌) କୋଭିଡ୍‌ ହସ୍ପିଟାଲ୍‌ରେ କିଛିଦିନ ହେଲା…

3 years ago

ଖୋର୍ଦ୍ଧା, ସୁନ୍ଦରଗଡ଼ ସ୍ଥିତି ସଙ୍ଗିନ

ଭୁବନେଶ୍ୱର, ୬।୫(ବ୍ୟୁରୋ):ରାଜ୍ୟରେ କିଛିଦିନ ଧରି ସଂକ୍ରମଣ କମିବା ସହ ଗତ ୪ଦିନ ହେବ ପ୍ରାୟତଃ ସ୍ଥିର ଅବସ୍ଥାରେ ଥିଲା। ଗତ ୧୦ ତାରିଖରେ ୧୦,୪୧୩ ପଜିଟିଭ୍‌ ଚିହ୍ନଟ…

3 years ago

ଆଜି କରୋନାରେ ଆଖିବୁଜିଲେ ୧୭ ଆକ୍ରାନ୍ତ

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନାରେ ୧୭ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୨୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର…

3 years ago

ସବୁ ରେକର୍ଡ ଭାଙ୍ଗିଲା କରୋନା: ରାଜ୍ୟରେ ଆଜି ୧୦,୫୨୧ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଗୁରୁବାର ରାଜ୍ୟରେ ୧୦,୫୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫,୯୪୫ ଜଣ କ୍ୱାରାଣ୍ଟାଇନ୍‌ରେ…

3 years ago

କଳାବଜାର ଉପରେ କଡ଼ା ନଜର

ଭୁବନେଶ୍ୱର, ୬ା୫(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ଦ୍ରୁତ ସଂକ୍ରାମକ ହୋଇଥିବାରୁ ରାଜ୍ୟ ସରକାର ବୁଧବାରଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଲକ୍‌ଡାଉନ ଘୋଷଣା କରିଛନ୍ତି। ଲକ୍‌ଡାଉନ…

3 years ago

ଦ୍ୱିତୀୟ ଦିନ ଲାଗି ବଢ଼ିଲା ତେଲ ଦର

ଭୁବନେଶ୍ୱର,ନୂଆଦିଲ୍ଲୀ,୬।୫:ଦେଶ ମଧ୍ୟରେ ଲଗାତର ଦ୍ୱିତୀୟ ଦିନ ଲାଗି ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି। ଫଳରେ ଭୁବନେଶ୍ୱରରେ ବୁଧବାର ପେଟ୍ରୋଲ ଲିଟର ପିଛା ୧୭ ପଇସା…

3 years ago

ଚଳିତବର୍ଷ ବଢ଼ିବନି ସ୍ଥାବର ସମ୍ପତ୍ତି ମୂଲ୍ୟ

ଭୁବନେଶ୍ୱର,୬ା୫(ବ୍ୟୁରୋ):ରାଜ୍ୟରେ କୋଭିଡ୍‌-୧୯ ମହାମାରୀ ଦ୍ୱିତୀୟ ଲହର ହୁ ହୁ ହୋଇ ମାଡ଼ିଚାଲିଛି। ଜନସାଧାରଣଙ୍କ ଆର୍ଥିକ ମେରୁଦଣ୍ଡ ଦୋହଲି ଯାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜମି,…

3 years ago

ବିଳମ୍ବ ହୋଇପାରେ ମୌସୁମୀ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଚଳିତବର୍ଷ ଗ୍ରୀଷ୍ମର ପ୍ରକୋପ ବଢ଼ିନାହିଁ। ଅଳ୍ପ କିଛିଦିନ ଗୋଟିଏ ଦୁଇଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀ ଛୁଇଁଥିଲେ ମଧ୍ୟ ଲଗାତର ଝଡ଼ବର୍ଷା ଯୋଗୁ ରାଜ୍ୟରେ…

3 years ago