ମେଟ୍ରୋ

ମୁଖ୍ୟମନ୍ତ୍ରୀଙ୍କୁ ଖୋଜି ବାହାରିଲା ଭାଜପା, ପଛରେ ବିଜେଡି; ନବୀନ ନିବାସ ଆଗରେ ସ୍ବାଗତ ପାଇଁ ଅପେକ୍ଷା

ଭୁବନେଶ୍ୱର,୧୮।୩(ବ୍ୟୁରୋ): ବିଧାନସଭାରେ ଶାସକ-ବିରୋଧୀ ଦଳ ମୁହାଁମୁହିଁ ସ୍ଥିତି ଲାଗି ରହିଥିବା ବେଳେ ଗୁରୁବାର ବାହାରେ ହାଇଡ୍ରାମା ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଖୋଜିବା ପାଇଁ ନବୀନ…

4 years ago

ଜିଦ୍‌ରେ ବିରୋଧୀ-ଶାସକ: ଲଗାତାର ୬ଷ୍ଠ ଦିନ ପାଇଁ ବିଧାନସଭାରେ ଅଚଳାବସ୍ଥା, ଆରମ୍ଭରୁ ମୁଲତବୀ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଲଗାତାର ୬ଷ୍ଠ ଦିନ ପାଇଁ ବିଧାନସଭା ସ୍ବାଭାବିକ ହୋଇପାରିନାହିଁ। ଉଭୟ ଶାସକ-ବିରୋଧିଙ୍କ ପ୍ରବଳ ହଟ୍ଟଗୋଳ ଯୋଗୁ ଗୃହକୁ ଅପରାହ୍ନ ୧୨ଟା ଯାଏ ବାଚସ୍ପତି ମୁଲତବି ଘୋଷଣା…

4 years ago

ଆଜି ରାଜ୍ୟରୁ ୮୪ ପଜିଟିଭ୍‌ ଚିହ୍ନଟ, କଟକରେ ସର୍ବାଧିକ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଗୁରୁବାର ରାଜ୍ୟରୁ ୮୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୪୮୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…

4 years ago

ପରିଚୟ ନିକଟରେ ଅଟକିଯାଉଛି ତଦନ୍ତ

ଭୁବନେଶ୍ୱର,୧୮।୩(ବ୍ୟୁରୋ):ଜଟଣୀ ଥାନା ଅନ୍ତର୍ଗତ ଯଁାଳା ଫାଣ୍ଡି ପରିସରରେ ଥିବା ଜବତ କାର୍‌ରୁ ମହିଳାଙ୍କ କଙ୍କାଳ ଜବତ ଘଟଣାର ମାସେରୁ ଅଧିକ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ଏଯାଏ…

4 years ago

କେଭିପିୱାଇ ପରୀକ୍ଷାରେ ଅତୀସ ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୮।୩(ବ୍ୟୁରୋ):ବେଙ୍ଗାଲୁରୁର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ ଦ୍ୱାରା ପରିଚାଳିତ କିଶୋର ବୈଜ୍ଞାନିକ ପ୍ରୋତ୍ସାହନ ଯୋଜନା(କେଭିପିଓ୍ବାଇ) ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ୍‌ର ଛାତ୍ର ଅତୀସ…

4 years ago

ବଢୁଛି ତାତି: ୨୧ରୁ ଝଡ଼ବର୍ଷା

ଭୁବନେଶ୍ୱର,୧୮/୩(ବ୍ୟୁରୋ):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପାଗ ଶୁଖିଲା ରହିବ। ସର୍ବୋଚ୍ଚ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ପାଇବ।…

4 years ago

‘ବ୍ୟବହୃତ ଆଲୁମିନିୟମର ପୁନର୍ବ୍ୟବହାର ଯୋଜନା ଅଛି’

ଭୁବନେଶ୍ୱର, ୧୮ା୩(ବ୍ୟୁରୋ):ଆଲୁମିନିୟମ-ଏୟାର ବ୍ୟାଟେରି ଟେକ୍ନୋଲୋଜି ବ୍ୟବସାୟୀକରଣ କରିବା ଦିଗରେ ବୁଧବାର ନୂଆଦିଲ୍ଲୀଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଇସ୍ରାଏଲର ଉର୍ଜା ମନ୍ତ୍ରୀ ୟୁଭାଲ୍‌ ଷ୍ଟିନ୍‌ଞ୍ଜଙ୍କ ଉପସ୍ଥିତିରେ ଭିଡିଓ…

4 years ago

ଜେଲ ମନ୍ଦିରରେ ବିବାହ କଲେ ପ୍ରେମୀଯୁଗଳ

ଚୌଦ୍ୱାର,୧୮ା୩(ଡି.ଏନ.ଏ.):କଟକ ଜିଲା ଚୌଦ୍ୱାର ସର୍କଲ ଜେଲ ପରିସରସ୍ଥ ଶିବ ମନ୍ଦିରରେ ବୁଧବାର ଏକ ନିଆରା ବିବାହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିବାହ ପରେ କନ୍ୟା ଶାଶୁଘରକୁ ଯାଇଥିବାବେଳେ…

4 years ago

ସରକାରୀ ସଂସ୍ଥା କିଣିବେ ‘ମୋ ଖତ’

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ସରକାରଙ୍କ ସମସ୍ତ ବିଭାଗ ପୌର ସଂସ୍ଥା ଦ୍ୱାରା ପ୍ରସ୍ତୁତ ଅର୍ଗାନିକ ‘ମୋ ଖତ’ କିଲୋ ପ୍ରତି ୨୦ ଟଙ୍କା ଦରରେ କିଣିବେ। ଏ ନେଇ ବୁଧବାର…

4 years ago

ଶିଶିର କୁମାର ରଥ ନୂଆ ପିସିସିଏଫ୍‌

ଭୁବନେଶ୍ୱର, ୧୮।୩(ବ୍ୟୁରୋ): ବରିଷ୍ଠ ଆଇଏଫ୍‌ଏସ୍‌ ଅଫିସର ଶିଶିର କୁମାର ରଥଙ୍କୁ ରାଜ୍ୟ ସରକାର ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ପିସିସିଏଫ୍‌) ଭାବେ ନିଯୁକ୍ତି ଦେଇଛନ୍ତି। ଏନେଇ ବୁଧବାର…

4 years ago