ମେଟ୍ରୋ

ଆଜି ଭୁବନେଶ୍ୱରରୁ ୪ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୨ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୨ ଜଣ ଲୋକାଲ…

4 years ago

ବଟାନିକାଲ୍‌ ଗାର୍ଡେନରେ ଲାଗିଲା ନିଆଁ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ନନ୍ଦନକାନନ ନିକଟ ବଟାନିକାଲ୍‌ ଗାର୍ଡେନର ଜଙ୍ଗଲିଆ ଅଞ୍ଚଳରେ ରବିବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିବା ଜଣାପଡ଼ିଛି। ଖବର ପାଇ ବାରଙ୍ଗ ଅଗ୍ନିଶମ ବିଭାଗ…

4 years ago

କାଲିଠୁ ୨ ଦିନ ସ୍କୁଲ ବନ୍ଦ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ତୈଳଦର ବୃଦ୍ଧି ପ୍ରତିବାଦରେ ସୋମବାର କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ରାଜ୍ୟରେ ସମସ୍ତ ସ୍କୁଲ ବନ୍ଦ…

4 years ago

ଆଜି ରାଜ୍ୟରେ ୭୩ ପଜିଟିଭ୍‌ ଚିହ୍ନଟ, ବରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ରବିବାର ରାଜ୍ୟରୁ ୭୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୧୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…

4 years ago

ଆଜି ଭାଲେଣ୍ଟାଇନ୍ସ ଡେ: ରାଜଧାନୀରେ ୩୦୦ ବାହାଘର

ଭୁବନେଶ୍ୱର, ୧୪।୨(ବ୍ୟୁରୋ): ପ୍ରେମର ପରିଭାଷାକୁ ପରିପ୍ରକାଶ କରିବା ପାଇଁ ପାଳନ ହେଉଛି ଭାଲେଣ୍ଟାଇନ୍ସ ଡେ। ଫେବୃୟାରୀ ୭ ରୋଜ୍‌ ଡେରୁ ଆରମ୍ଭ ହୋଇଥିବା ସପ୍ତାହର ଅନ୍ତିମ ଦିନ…

4 years ago

ସରକାରୀ ସ୍କୁଲରେ ପ୍ରଥମ ଶ୍ରେଣୀରୁ ଇଂଲିଶ

ଭୁବନେଶ୍ୱର, ୧୪।୨(ବ୍ୟୁରୋ): ଏଣିକି ସରକାରୀ ସ୍କୁଲରେ ପିଲାମାନେ ପ୍ରଥମ ଶ୍ରେଣୀରୁ ଇଂଲିଶ ପାଠ ପଢ଼ିବେ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟରେ ଥିବା ୧୦୦ଟି ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ସ୍କୁଲରେ…

4 years ago

ଉପଯୋଗ ନ କଲେ ଜରିମାନା

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଶିଳ୍ପାଞ୍ଚଳରୁ ବାହାରୁଥିବା ଗଦା ଗଦା ଫ୍ଲାଏ ଆଶ୍‌ (ଉଡ଼ନ୍ତା ପାଉଁଶ) ପରିବେଶ ପାଇଁ ଭୟଙ୍କର ବିପଦ ସୃଷ୍ଟି କରି ଚାଲିଛି। ଶିଳ୍ପାୟନ ବଢୁଥିବାରୁ ଏହା ଜଳ,…

4 years ago

ଆଜି ଭୁବନେଶ୍ୱରରୁ ମାତ୍ର ଜଣେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଜଣେ ମାତ୍ର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ଜଣକ ଲୋକାଲ କେସ ହୋଇଥିବା ବେଳେ ହଂସପାଳର ବୋଲି ଜଣାପଡ଼ିଛି। ସହିପରି…

4 years ago

ମେ’ ୧ରୁ ଭୁବନେଶ୍ୱରରୁ ପାଟଣା ଉଡ଼ିବ ବିମାନ

ଭୁବନେଶ୍ୱର, ୧୩।୨(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ପାଟଣାକୁ ମେ’ ପହିଲାରୁ ବିମାନ ଚଳାଚଳ ଆରମ୍ଭ ହେବ। ଘରୋଇ ବିମାନ ସେବା କମ୍ପାନୀ ଇଣ୍ଡିଗୋ ଏହି…

4 years ago

କାଳିଆ ଟଙ୍କା ପ୍ରଦାନ ନିର୍ବାଚନୀ ଅସ୍ତ୍ର: ବିରୋଧୀ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ରାଜ୍ୟର ୫୩ ଲକ୍ଷ ଚାଷୀଙ୍କୁ କାଳିଆ ସହାୟତା ଦେବାପରେ ପୁଣିଥରେ ରାଜନୀତି ଜୋର ଧରିଛି। ପଞ୍ଚାୟତ ଏବଂ ପୌର ନିର୍ବାଚନ…

4 years ago