ମେଟ୍ରୋ

ବିଧାୟକ ପ୍ରଦୀପ ପାଣିଗ୍ରାହୀ ବିଜେଡିରୁ ବହିଷ୍କୃତ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ବିଜେଡିରୁ ବହିଷ୍କୃତ ହେଲେ ଗଞ୍ଜାମ ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ। ତାଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଛି। ଜନ ବିରୋଧୀ…

4 years ago

ଏସ୍‌ଆଇଟିର ଖୋଳତାଡ଼: ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକଙ୍କ ସମ୍ପତ୍ତିର ଗୁମର ଖୋଲିବ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଅଛନ୍ତି ବରିଷ୍ଠ ଆଇଏଫ୍‌ଏସ୍‌ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ…

4 years ago

ପରୀ ହତ୍ୟା ମାମଲା: ତଦନ୍ତ କରିବ ଏସ୍‌ଆଇଟି

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ନୟାଗଡ଼ ଜିଲାର ୫ବର୍ଷର ଶିଶୁ କନ୍ୟା ପରୀ ହତ୍ୟା ମାମଲାର ତଦନ୍ତ ସ୍ପେଶାଲ ଇନ୍‌ଭେଷ୍ଟିଗେଶନ ଟିମ୍‌(ଏସ୍‌ଆଇଟି) ବା ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ ଦ୍ୱାରା କରାଯିବ। ହାଇକୋର୍ଟଙ୍କ…

4 years ago

ଡିସେମ୍ବରରେ ୭୫ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ଅଫିସ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ)- କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ଅତ୍ୟାବଶ୍ୟକ ସେବା ଯୋଗାଉଥିବା ଅଫିସଗୁଡିକୁ ବାଦ ଦେଇ ସମସ୍ତ ସରକାରୀ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲୁଛି। କର୍ମଚାରୀମାନେ…

4 years ago

ରାଜ୍ୟରେ ସୁସ୍ଥ ହେଲେ ୮୦୨ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୮।୧୧।(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୮୦୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୮୦, କଟକରୁ ୭୦, ମୟୁରଭଞ୍ଜରୁ…

4 years ago

ଭୁବନେଶ୍ୱରରୁ ଆଜି ୪୩ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୩୪

ଭୁବନେଶ୍ୱର,୨୮ ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩୪…

4 years ago

ଏସଆଇଟିର ମୁଖ୍ୟ ହେଲେ ଅରୁଣ ବୋଥ୍ରା

ଭୁବନେଶ୍ୱର,୨୮।୧୧।(ବ୍ୟୁରୋ)-ନୟାଗଡ ’ପରୀ’ ହତ୍ୟା ମାମଲାର ତଦନ୍ତ ପାଇଁ ଏସଆଇଟି ଟିମ ଗଠନ କରିଛନ୍ତି ରାଜ୍ୟ ସରକାର । ଏସଆଇଟି ମୁଖ୍ୟ ଭାବେ ଆଇଜି ଅରୁଣ ବୋଥ୍ରାଙ୍କୁ ଦାୟିତ୍ୱ…

4 years ago

ପୁଣି ବିଧାନସଭା ନିକଟରେ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର, ୨୮।୧୧(ବ୍ୟୁରୋ): ପୁଣି ବିଧାନସଭା ନିକଟରେ ଆତ୍ମାହୁତି ଉଦ୍ୟମ ହୋଇଛି। ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଅଞ୍ଚଳର ମା’ ସୁଲୋଚନା ଦାସ ଓ ପୁଅ ସୁବ୍ରୋତ ଦାସ ବିଧାନସଭା…

4 years ago

ରାଜ୍ୟରେ ପୁଣି ୫୫୦ କରୋନା ପଜିଟିଭ ଚିହ୍ନଟ; ଆଖି ବୁଜିଲେ ୧୨

ଭୁବନେଶ୍ୱର, ୨୮।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ନୂଆ ୫୫୦ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ...ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୧୭ଜଣ କ୍ୱାରାଣ୍ଟାଇନରୁ ଚିହ୍ନଯ ହୋଇଥିବା…

4 years ago

ଅଙ୍ଗନଓ୍ବାଡି କର୍ମୀଙ୍କଠାରୁ ଲାଞ୍ଚ ନେବା ମାମଲା: ପୂର୍ବତନ ସିଡିପିଓଙ୍କୁ ୩ବର୍ଷ ଜେଲ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଅଙ୍ଗନଓ୍ବାଡ଼ି କର୍ମୀଙ୍କ ପାଣ୍ଠି ମଞ୍ଜୁର କରାଇବା ପାଇଁ ଲାଞ୍ଚ ନେବା ମାମଲାରେ ଖୋର୍ଦ୍ଧା ଜିଲା ବାଣପୁରର ପୂର୍ବତନ ସିଡିପିଓ ରାଜକୁମାରୀ ଦେଈ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।…

4 years ago