ମେଟ୍ରୋ

ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ ୩ ଷଷ୍ଠ ସେମିଷ୍ଟର ପରୀକ୍ଷାଫଳ ପ୍ରକାଶିତ: ବିଜ୍ଞାନରେ ସାଗରିକା, ବାଣିଜ୍ୟରେ ଇପ୍ସା ଟପ୍ପର

ଭୁବନେଶ୍ୱର, ୩୧ା୧୦(ବ୍ୟୁରୋ): ଉତ୍କଳ ବିଶ୍ବବିଦ୍ୟାଳୟ ଅଧୀନ ଯୁକ୍ତ୩ (ସ୍ନାତକ) କଲେଜର ବିଜ୍ଞାନ ଓ ବାଣିଜ୍ୟ ବିଭାଗ ୬ଷ୍ଠ ସେମିଷ୍ଟର ପରୀକ୍ଷାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିସହ ବିଜ୍ଞାନ,…

4 years ago

ନଭେମ୍ବରର ସବୁ ଶନିବାର ସରକାରୀ ଅଫିସ ଛୁଟି

ଭୁବନେଶ୍ୱର, ୩୧।୧୦(ବ୍ୟୁରୋ): ରାଜ୍ୟ ସରକାର ଆସନ୍ତା ମାସରେ ମଧ୍ୟ ସବୁ ଶନିବାର ସରକାରୀ ଅଫିସ ବନ୍ଦ ରହିବ ବୋଲି ଘୋଷଣା କରିଛନ୍ତି। ଏନେଇ ଶୁକ୍ରବାର ସାଧାରଣ ପ୍ରଶାସନ…

4 years ago

ଲଘୁଚାପ: ଓଡ଼ିଶାରେ ପ୍ରଭାବ ନାହିଁ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ନିକଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ୩୧ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ।…

4 years ago

ନଭେମ୍ବରରେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ନଭେମ୍ବରରେ ସ୍କୁଲ ଖୋଲିବ। ଏନେଇ ଶୁକ୍ରବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ…

4 years ago

ରାଜ୍ୟରେ ସୁସ୍ଥ ହେଲେ ୧୮୦୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୧୮୦୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୩୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୪୮, ନୂଆପଡାରୁ ୧୦୦, ମୟୂରଭଞ୍ଜରୁ…

4 years ago

ଭୁବନେଶ୍ୱରରେ ୫୦% ଲୋକଙ୍କ ଦେହରେ ସୃଷ୍ଟି ହୋଇଛି ଆଣ୍ଟିିବଡ଼ି

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ)- ଭୁବନେଶ୍ୱରରେ ୫୦% ଲୋକଙ୍କ ଦେହରେ ଆଣ୍ଟିବଡ଼ି ସୃଷ୍ଟି ହୋଇଛି। ତୃତୀୟ ପର୍ଯ୍ୟାୟ ସେରୋଲୋଜିକାଲ ସର୍ଭେ ତଥ୍ୟରୁ ଏହା ଜଣାପଡ଼ିଛି ବୋଲି ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡାକ୍ତର…

4 years ago

ଭୁବନେଶ୍ୱରରୁ ଆଜି ୮୭ ପଜିଟିଭ୍‌ ଚିହ୍ନଟ : ଲୋକାଲ କେସ ୬୮

ଭୁବନେଶ୍ୱର,୩୦।୧୦(ଡି.ଏନ.ଏ.)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୬୮ ରହିଛି।…

4 years ago

ଓଡ଼ିଶାରେ ହେଉଛି କରୋନା ରି-ଇନ୍‌ଫେକ୍ସନ

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ଓଡ଼ିଶାରେ କରୋନା ରି-ଇନ୍‌ଫେକ୍ସନ ହେଉଛି। ଭୁବନେଶ୍ୱରସ୍ଥିତ ଆଇଏଲ୍‌ଏସ୍‌ (ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍ସ)ର ନିର୍ଦ୍ଦେଶକ ଅଜୟ ପରିଡ଼ା ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି…

4 years ago

ଆଜି ଆଉ ୧୧ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୩୦୦ ଟପିଲା

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୧ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୦୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ…

4 years ago

ରାଜ୍ୟରେ ଆଜି ୧୫୪୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ଶୁକ୍ରବାର ମୋଟ୍‌ ୩୦ ଜିଲାରୁ ୧୫୪୭ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୮,୬୪୬ରେ ପହଞ୍ଚିଥିବା ରାଜ୍ୟ ସୂଚନା…

4 years ago