ମେଟ୍ରୋ

‘ଓଡ଼ିଶାରେ ବିଶ୍ୱସ୍ତରୀୟ ଗବେଷଣା କେନ୍ଦ୍ର ସ୍ଥାପନ ହେଉ’

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଆତ୍ମନିର୍ଭର ଭାରତ ଯୋଜନା ଅଧୀନରେ ଦେଶର ବୃହତ୍‌ ଶିଳ୍ପ ପ୍ରତିଷ୍ଠାନଗୁଡ଼ିକ ମିଳିତଭାବେ ଓଡ଼ିଶାରେ ଏକ ବିଶ୍ବସ୍ତରୀୟ ଗବେଷଣା କେନ୍ଦ୍ର ସ୍ଥାପନ କରନ୍ତୁ ବୋଲି ଶିଳ୍ପମନ୍ତ୍ରୀ…

4 years ago

ଓଡ଼ିଶାର ସୋଏବ ଏନ୍‌ଇଇଟି ଟପ୍ପର

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍‌ଇଇଟି)-୨୦୨୦ ଫଳ ଶୁକ୍ରବାର ପ୍ରକାଶ ପାଇଛି। ଓଡ଼ିଶାର ସୋଏବ ଅଫ୍‌ତାବ…

4 years ago

ଚାପରେ ରାଜକୋଷ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): କୋଭିଡ୍‌-୧୯ ଯୋଗୁ ରାଜ୍ୟ ରାଜକୋଷ ଉପରେ ଆର୍ଥିକ ଚାପ ବଢ଼ିଚାଲିଛି। ଗତ କିଛିବର୍ଷ ହେବ ରାଜ୍ୟ ପାଇଁ କେନ୍ଦ୍ରୀୟ ଅନୁଦାନ ହ୍ରାସ ଏହି ସମସ୍ୟାକୁ ଆହୁରି…

4 years ago

କମିବାର ନାଁ ନେଉନି: ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୨୧ ରେ ପହଞ୍ଚିଥିବା ରାଜ୍ୟ…

4 years ago

ଭୁବନେଶ୍ୱରରେ ଚୋରା ବନ୍ଧୁକ ର଼୍ୟାକେଟ ଠାବ: ୨ ବେପାରୀ ଗିରଫ, ୮ ବନ୍ଧୁକ, ୧୨ ଗୁଳି ଜବତ

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ) : କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌ ଖୋର୍ଦ୍ଧା ଜିଲା ଚନ୍ଦକା ଅଞ୍ଚଳରେ ଚଢ଼ାଉ କରି ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିବା ସହ ଏକ ବଡ଼ ର଼୍ୟାକେଟକୁ…

4 years ago

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮୫୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୮୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୬୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୮୪, ପୁରୀରୁ ୧୪୭, ଅନୁଗୋଳରୁ…

4 years ago

ଭୁବନେଶ୍ୱରରୁ ଆଜି ୨୪୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୨୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬୮ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୧୭୫ ରହିଛି।…

4 years ago

ବେପରୁଆ ଅର୍ଥ ପରିଚାଳନା: ୨୭ ବିଭାଗ ଫେରାଇଛନ୍ତି ୧୩୦୪.୧୭ କୋଟି

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟର ବିତ୍ତୀୟ ପରିଚାଳନା ଠିକ୍‌ ଢଙ୍ଗରେ ହେଉ ନାହିଁ। ପୂର୍ଣ୍ଣାଙ୍ଗ ଏବଂ ଅତିରିକ୍ତ ବଜେଟ ପ୍ରସ୍ତୁତି ବେଳେ ଖର୍ଚ୍ଚ ଉପରେ ଧ୍ୟାନ ଦିଆଯାଉ ନାହିଁ। ବିଭାଗଗୁଡିକୁ…

4 years ago

ଭୋଟବେଳେ କୋଭିଡ୍‌ ନିୟମ ପାଳନ ନିର୍ଦ୍ଦେଶ

ଭୁବନେଶ୍ୱର, ୧୬।୧୦(ବ୍ୟୁରୋ): କରୋନା ସମୟରେ ନିରାପଦ ଭାବେ ନିର୍ବାଚନ ପରିଚାଳନା କରିବା ଲାଗି ଭାରତ ନିର୍ବାଚନ ଆୟୋଗ ନିୟମାବଳୀ ଜାରି କରିଛନ୍ତି। ନିର୍ବାଚନରେ ନିୟୋଜିତ କର୍ମଚାରୀ ଏବଂ…

4 years ago

ପୁଣି ରାଜ୍ୟରେ ୧୫ ମୁଣ୍ଡ ନେଲା କରୋନା: ମୃତକଙ୍କ ସଂଖ୍ୟା ଟପିଲା ୧୧ ଶହ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୦୪ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ…

4 years ago