ମେଟ୍ରୋ

୧୧ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗରି, ରାୟଗଡ଼ା, ପୁରୀ, ଜଗତ୍‌ସିଂହପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ କେନ୍ଦୁଝର ଜିଲାର କେତେକ ସ୍ଥାନରେ…

4 years ago

ଦଲାଲ ଠକିନେଲେ ୪୦ ଲକ୍ଷ

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ଅଧିକ ଲାଭ ଆଶାରେ ସେ ଶେୟାର ବଜାରରେ ଟଙ୍କା ବିନିଯୋଗ ପାଇଁ ନିଷ୍ପତ୍ତି ନେଇଥିଲେ। ଏହାପରେ ଜଣେ ଦଲାଲଙ୍କୁ ୪୦ଲକ୍ଷ ଟଙ୍କା ଦେଇଥିଲେ। ତେବେ ଠକେଇର…

4 years ago

ବ୍ରାଉନସୁଗାର କାରବାରରେ ମହିଳା

ପୁରୀ ଅଫିସ, ୧୧। ୧୦: ପୁରୀ ସହରରେ ବେଆଇନ ନିଶା କାରବାର ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଗତ କିଛିଦିନ ହେବ ବ୍ରାଉନସୁଗାର କାରବାର ବଢିଛି। ବାହାରୁ…

4 years ago

ବିସ୍ଫୋରଣ ସ୍ଥଳକୁ ଦେଖି ଥରିଲେ ଆହତ କର୍ମଚାରୀ

ଭୁବନେଶ୍ୱର,୧୧। ୧୦(ବ୍ୟୁରୋ): ରାଜଭବନ ନିକଟ ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାକୁ ରବିବାର ୫ଦିନ ବିତିଛି। ହେଲେ ବିସ୍ଫୋରଣକୁ ସାମ୍ନା କରିଥିବା ଲୋକ, ପେଟ୍ରୋଲ ପମ୍ପ…

4 years ago

ପାନ୍ଥନିବାସ ଘରୋଇକରଣ ବନ୍ଦ ନ ହେଲେ ଆତ୍ମାହୁତି ଦେବେ କର୍ମଚାରୀ

ଭୁବନେଶ୍ୱର, ୧୧। ୧୦(ବ୍ୟୁରୋ): କରୋନା ଯୋଗୁ ପର୍ଯ୍ୟଟନ କ୍ଷେତ୍ର ଗୁରୁତର ପ୍ରଭାବିତ ହୋଇଛି। ଏଭଳି ସ୍ଥିତିରେ ପର୍ଯ୍ୟଟନ ଭିତ୍ତିଭୂମି ସଜାଡ଼ିବା ପରିବର୍ତ୍ତେ ରାଜ୍ୟର ୫ ପାନ୍ଥନିବାସକୁ ଘରୋଇକରଣ…

4 years ago

ଅଫ୍‌ଲାଇନ୍‌ରେ ଡିଏଲ୍‌ଏଡ୍‌ ପରୀକ୍ଷା ନିଷ୍ପତ୍ତିକୁ ବିରୋଧ

ଭୁବନେଶ୍ୱର, ୧୧। ୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୪ରୁ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରୀ ଏଜୁକେଶନ (ଡିଏଲ୍‌ଏଡ୍‌) ପ୍ରଥମ ଓ ଶେଷବର୍ଷ ପରୀକ୍ଷା ଆରମ୍ଭ ହେବ। ରାଜ୍ୟର ପ୍ରାୟ ୧୩,୫୦୦…

4 years ago

୨ ମନ୍ତ୍ରୀଙ୍କ ବିରୋଧରେ ଥାନାରେ ଏତଲା

ଭୁବନେଶ୍ୱର,୧୧। ୧୦ (ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ବିରୋଧରେ କୋଭିଡ୍‌ ନିୟମ ଉଲ୍ଲଂଘନ…

4 years ago

ଫେକ୍‌ ନ୍ୟୁଜ ଜାଲରେ ସିଏମ୍‌ଓ ଟୁଇଟର ହ୍ୟାଣ୍ଡେଲ

ଭୁବନେଶ୍ୱର,୧୧। ୧୦(ବ୍ୟୁରୋ): ଓଡ଼ିଶାର ଗଞ୍ଜାମ ଜିଲା ଏବଂ ମୁମ୍ବାଇର ଧରାବୀ ବସ୍ତିର କୋଭିଡ୍‌-୧୯ ମୁକାବିଲାକୁ ଅକ୍ସଫୋର୍ଡ ୟୁନିଭର୍ସିଟି ପ୍ରଶଂସା କରିଥିବା ନେଇ ଗତ ୮ ତାରିଖରେ ଗଣମାଧ୍ୟମରେ…

4 years ago

ଆଜି ରାଜ୍ୟରୁ ଆଉ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୦୨୨କୁ ବୃଦ୍ଧି

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୦୨୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ…

4 years ago

ରାଜ୍ୟରେ ଆଜି ୨୫୪୬ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରବିବାର ମୋଟ୍‌ ୩୦ ଜିଲାରୁ ୨୫୪୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୨,୨୩୯ରେ ପହଞ୍ଚିଥିବା ରାଜ୍ୟ ସୂଚନା…

4 years ago