ମେଟ୍ରୋ

୧୦ ଜିଲାର ୯୯୭ ଗ୍ରାମ କ୍ଷତିଗ୍ରସ୍ତ

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ଲଗାଣ ବର୍ଷା ଫଳରେ ରାଜ୍ୟରେ ଯେଉଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା ସେଥିରେ ସୁଧାର ଆସିବାରେ ଲାଗିଛି। ସୁବର୍ଣ୍ଣରେଖା ନଦୀରେ ରାଜଘାଟଠାରେ ବିପଦ ସଙ୍କେତ ୧୦.୩୫ମିଟର…

4 years ago

ପ୍ରିନ୍ସିପାଲ, ଶିକ୍ଷକଙ୍କ ଆକାଉଣ୍ଟରୁ ୬.୫ଲକ୍ଷ ଲୁଟ

ଭୁବନେଶ୍ୱର,୨୯ା୮ବ୍ୟୁରୋ): ପୁଣି ସାଇବର ଠକେଇର ଶିକାର ହୋଇଛନ୍ତି ଭୁବନେଶ୍ୱରର ଦୁଇଜଣ ବ୍ୟକ୍ତି। ସାଇବର ଠକମାନେ ଖାରବେଳନଗର ଥାନା ୟୁନିଟ-୩ସ୍ଥିତ ଡା.ଅଭିନ୍ନ ଚନ୍ଦ୍ର ହୋମିଓପାଥିକ ମେଡିକାଲ କଲେଜର ପ୍ରିନ୍ସିପାଲ…

4 years ago

୫ କୋଟିର ବ୍ୟାଙ୍କ ଠକେଇ

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ରାଜଧାନୀରେ ବଡ଼ ଧରଣର ବ୍ୟାଙ୍କ୍‌ ଠକେଇ ହୋଇଛି। ସୁଧମୂଳ ମିଶି ୫ କୋଟି ଟଙ୍କାକୁ ଆଦାୟ କରିବାକୁ ଯାଇ ବ୍ୟାଙ୍କ କର୍ତ୍ତୃପକ୍ଷ ହରଡ଼ଘଣାରେ ପଡିଛନ୍ତି। ଅଭିଯୁକ୍ତ…

4 years ago

ମାଲିକ ପାଇଁ ଜୀବନ ଦେଲେ ଦୁଇ କୁକୁର

ଭୁବନେଶ୍ୱର,୨୯ା୮(ବ୍ୟୁରୋ): ବିଶ୍ୱାସ ଓ ପ୍ରଭୁଭକ୍ତିର ନିଦର୍ଶନ ପାଲଟିଲେ ଦୁଇ କୁକୁର। ମାଲିକ ଓ ତାଙ୍କ ପରିବାର ସଦସ୍ୟଙ୍କୁ ବଞ୍ଚାଇବାକୁ ଯାଇ ନିଜ ଜୀବନ ହାରିଲେ। ଘଟଣାର ୧୨…

4 years ago

ପିଜି ନାମଲେଖା ଆବେଦନ ଅବଧି ବଢ଼ିଲା

ଭୁବନେଶ୍ୱର, ୨୯ା୮(ବ୍ୟୁରୋ): ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ କମନ ଏଣ୍ଟ୍ରାନ୍ସ ଟେଷ୍ଟ ଆବେଦନର ଅବଧିକୁ ବୃଦ୍ଧି କରାଯାଇଛି। ସେପ୍ଟେମ୍ବର ୧୦ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ…

4 years ago

ପେଟ୍ରୋଲ ୧୧ ପଇସା ବଢ଼ିଲା

ଭୁବନେଶ୍ୱର,୨୯ା୮: ଚଳିତ ମାସରେ ପେଟ୍ରୋଲ ଦର ବୃଦ୍ଧି ଖାଉଟିଙ୍କ ଚିନ୍ତା ବଢାଇ ଚାଲିଛି। ବର୍ତ୍ତମାନ କରୋନା ସଂକ୍ରମଣ ଯୋଗୁ ଲୋକମାନେ ଆଶଙ୍କାରେ ଥିବା ବେଳେ ତୈଳ ଦର…

4 years ago

ଅସହ୍ୟ ହେଉଛି ପରିବା ଦର

ଭୁବନେଶ୍ୱର,୨୯ା୮(ବ୍ୟୁରୋ): କରୋନା ମାଡ଼ରେ ଲୋକମାନଙ୍କ ଆର୍ଥିକ ସ୍ଥିତି ଦୋହଲି ଯାଇଛି। ଅନ୍ୟ ପକ୍ଷରେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶାକୁ ଆହୁରି ବଢ଼ାଇ ଦେଇଛି। ଏପରି ସ୍ଥଳେ ଅତ୍ୟାବଶ୍ୟକ…

4 years ago

ଉଛୁଳୁଛି ନଦନଦୀ

ଭୁବନେଶ୍ୱର, ୨୯ା୮(ବ୍ୟୁରୋ): ଲଘୁଚାପ ବର୍ଷା ପରେ ରାଜ୍ୟରେ ବନ୍ୟା ବିପତ୍ତି ଦେଖାଦେଇଛି। ଉତ୍ତର ଓଡ଼ିଶା ବନ୍ୟାରେ ଉବୁଟୁବୁ ହେଉଛି। ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ ଜିଲାରେ ହଜାର ହଜାର…

4 years ago

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୦୩ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୮।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୫୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୬୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୮୧, ଗଞ୍ଜାମରୁ ୨୦୪,…

4 years ago

ଜେଇଇ ପରୀକ୍ଷାର୍ଥୀଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବେ ସରକାର

ଭୁବନେଶ୍ୱର,୨୮।୮(ବ୍ୟୁରୋ)- ଆସନ୍ତା ସେପ୍ଟେମ୍ବର ୧ରୁ ୬ ତାରିଖ ମଧ୍ୟରେ ସମଗ୍ର ଦେଶରେ ଜେଇଇ(ମେନ୍‌) ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଏଥିସହିତ ସେପ୍ଟେମ୍ବର ୧୩ ତାରିଖରେ ଏନ୍‌ଇଇଟି ପରୀକ୍ଷା…

4 years ago