ମେଟ୍ରୋ

ସରିଲା ବିଦ୍ୟାଶ୍ରୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ

ଭୁବନେଶ୍ୱର,୨୭।୮: ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ସ୍ତ୍ରୀ ବିଦ୍ୟାଶ୍ରୀଙ୍କ ଲାଏ ଡିଟେକ୍ସନ ଟେଷ୍ଟ କରାଯାଇଛି। ଭୁବନେଶ୍ୱର ଫରେନ୍‌ସିକ୍‌ ଲ୍ୟାବ୍‌ରେ ଗୁରୁବାର ଏହି ଟେଷ୍ଟ ସରିଛି। ପ୍ରାୟ…

4 years ago

ରାଜ୍ୟରେ ଆଉ ୭ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି କରୋନାଜନିତ ୭ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୪୪୮ରେ ପହଞ୍ଚିଛି। ମୃତଙ୍କ ମଧ୍ୟରେ ଭୁବନେଶ୍ୱରର ଜଣେ ୬୨…

4 years ago

CORONAVIRUS UPDATE: ରାଜ୍ୟରେ ୯୦ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଧୀରେ ଧୀରେ ଉଦ୍‌ବେଗଜନକ ହେବାରେ ଲାଗିଛି। ପ୍ରତିଦିନ ଏଠାରେ ହଜାର ହଜାର ସଂଖ୍ୟାରେ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗୁରୁବାର ରାଜ୍ୟରେ…

4 years ago

ମୋଦିଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଗୁରୁବାର ଫୋନ୍‌ ଯୋଗେ କଥା ହୋଇଛନ୍ତି। ଆସନ୍ତା ମାସରେ ହେବାକୁ ଥିବା ଏନ୍‌ଇଇଟି ଓ…

4 years ago

ଲଣ୍ଡନରେ ବିଶାଳ ଜଗନ୍ନାଥ ମନ୍ଦିର ନିର୍ମାଣ ପ୍ରସ୍ତାବ

ଭୁବନେଶ୍ୱର, ୨୭ା୮(ବ୍ୟୁରୋ): ସଂଯୁକ୍ତରାଷ୍ଟ୍ରର ରାଜଧାନୀ ଲଣ୍ଡନଠାରେ ଏକ ବିଶାଳ ଜଗନ୍ନାଥ ମନ୍ଦିର ନିର୍ମାଣ ହେବ। ଏହା ଲଣ୍ଡନ, ୟୁରୋପର ଜଗନ୍ନାଥ ଧାମ ରୂପେ ପରିଚୟ ପାଇବ। ଏନେଇ…

4 years ago

ଅଧାପନ୍ତରିଆ ବିକାଶ କାର୍ଯ୍ୟ

ଭୁବନେଶ୍ୱର, ୨୭ା୮(ବ୍ୟୁରୋ): ଭୁବନେଶ୍ୱରର ବିଭିନ୍ନ ୱାର୍ଡରେ ବିକାଶମୂଳକ କାର୍ଯ୍ୟ ଅଧାପନ୍ତରିଆ ରହିଛି। ଲକ୍‌ଡାଉନ୍‌ ସକାଶେ ବନ୍ଦ ଥିବା ରାସ୍ତା ମରାମତି, ଡ୍ରେନ୍‌ ନିର୍ମାଣ ସହ ବିଭିନ୍ନ ପୁନରୁଦ୍ଧାର…

4 years ago

‘ସରକାରୀ କାର୍ଯ୍ୟାଳୟ, ଶିଳ୍ପାନୁଷ୍ଠାନରେ କରୋନା ପ୍ରତିଷେଧକ କଡ଼ାକଡ଼ି କରାଯାଉ’

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ସରକାରୀ କାର୍ଯ୍ୟାଳୟ ଓ ଶିଳ୍ପ କ୍ଷେତ୍ରରେ କରୋନା ପ୍ରତିଷେଧକ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଉ। କାର୍ଯ୍ୟରତ ସମସ୍ତ ଶ୍ରମିକ, କର୍ମଚାରୀଙ୍କ ନିର୍ଦ୍ଧାରିତ ସମୟରେ ରକ୍ତ ନମୁନା ପରୀକ୍ଷା…

4 years ago

ଓଡ଼ିଶା ପରିବେଶ ପର୍ଯ୍ୟଟନର ପେଣ୍ଠସ୍ଥଳୀ ହୋଇପାରିବ

ଭୁବନେଶ୍ୱର, ୨୭ା୮(ବ୍ୟୁରୋ): ଜୈବ ବିବିଧତା ପାଇଁ ଓଡ଼ିଶା ଦେଶରେ ପରିବେଶ ପର୍ଯ୍ୟଟନର ପେଣ୍ଠସ୍ଥଳୀ ହେବାର କ୍ଷମତା ରଖିଛି। ବନ୍ୟଜନ୍ତୁ ସଂରକ୍ଷଣ ସମେତ ଜୈବ ବିବିଧତାକୁ ସଶକ୍ତ କରିବାରେ…

4 years ago

ବିପଦ ସଙ୍କେତ ଉପରେ ବୈତରଣୀ, ଜଳକା

ଭୁବନେଶ୍ୱର,୨୭ା୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଗତ ଦୁଇଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଅନେକ ଜିଲାରେ ଚାଷଜମି ଓ ତଳିଆ…

4 years ago

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୩୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୬।୮ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ବୁଧବାର ଆଉ ୩୩୦ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯୧ ଜଣ ସ୍ଥାନୀୟ ଅଞ୍ଚଳର…

4 years ago