ମେଟ୍ରୋ

ପ୍ରବଳ ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖାପଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଆହୁରି ଘନୀଭୂତ ହୋଇଛି। ଲଘୁଚାପ ଯୋଗୁ ସୋମବାର ରାତିରୁ ରାଜ୍ୟର…

4 years ago

ରାଜଧାନୀରେ ବିଗୁଡୁଛି କରୋନା ସ୍ଥିତି: ଆଜି ଚିହ୍ନଟ ହେଲେ ୩୩୨ ଆକ୍ରାନ୍ତ, ଜାଣନ୍ତୁ କେଉଁଠୁ କେତେ..

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ସଙ୍ଗୀନ ହେଉଛି କରୋନା ସ୍ଥିତି। ମଙ୍ଗଳବାର ଭୁବନେଶ୍ୱରରୁ ପୁଣି ୩୩୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୭୩ଜଣ କ୍ୱାରାଣ୍ଟାଇନ୍‌ କେସ୍‌…

4 years ago

ଏଣିକି ୨୨ଶହ ନୁହେଁ ୧୨ଶହ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଶସ୍ତା ହେଲା କୋଭିଡ ଟେଷ୍ଟ। ଏଣିକି ଘରୋଇ ସଂସ୍ଥାରେ କୋଭିଡ୍‌ ଟେଷ୍ଟ ପୂର୍ବଠାରୁ ଶସ୍ତା ହେବ। ଆର୍‌ଟି ପିସିଆର୍‌ ଟେଷ୍ଟ ୧୨ଶହ ଟଙ୍କାରେ ହେବ। ପୂର୍ବରୁ…

4 years ago

କୋଭିଡ୍‌-୧୯ ସହାୟତା: ଗ୍ରାମାଞ୍ଚଳର ଗରିବ, ଅତିଗରିବଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ୍‌

ଭୁବନେଶ୍ୱର, ୨୫।୮(ବ୍ୟୁରୋ): କରୋନା ମହାମାରୀରେ କ୍ଷତିଗ୍ରସ୍ତ ହୋଇଥିବା ଗ୍ରାମାଞ୍ଚଳ ଜୀବନ ଜୀବିକାର ବିକାଶ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର କୋଭିଡ୍‌-୧୯ ସହାୟତା ପ୍ୟାକେଜ୍‌କୁ ଅନୁମୋଦନ କରିଛନ୍ତି।…

4 years ago

ଏନ୍‌ଇଇଟି ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ ନବୀନଙ୍କ ଦାବି: କେନ୍ଦ୍ରକୁ ଲେଖିଲେ ଚିଠି

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ଏନ୍‌ଇଇଟି ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ…

4 years ago

ଓଡ଼ିଶାରୁ ଦୁଇଜଣ ଶିକ୍ଷକ ପାଇବେ ଜାତୀୟ ପୁରସ୍କାର

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ଚଳିତବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାରୁ ଦୁଇଜଣ ଶିକ୍ଷକ ମନୋନୀତ ହୋଇଛନ୍ତି। ସେମାନେ ହେଲେ ବୌଦ୍ଧ ଜିଲାର ହାଡ଼ଭଙ୍ଗା ଅନ୍ତର୍ଗତ ସରସରାସ୍ଥିତ ସରକାରୀ…

4 years ago

ଖାଦ୍ୟ ଚାହିଦା ପୂରଣ କରିବ ନୂଆ ଚାଷ ପ୍ରଣାଳୀ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଖାଦ୍ୟ ଚାହିଦା ପୂରଣ କରିବାକୁ ହେଲେ କୃଷିକ୍ଷେତ୍ରରେ ନୂତନ ଚାଷ ପ୍ରଣାଳୀ ଓ ବୈଜ୍ଞାନିକ ଜ୍ଞାନକୌଶଳର ପ୍ରୟୋଗ ଆବଶ୍ୟକ। ସୀମିତ ଚାଷ ଜମିରୁ ଅଧିକ ଖାଦ୍ୟ…

4 years ago

୧୪ ମାସ ପରେ ୫ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୫।୮(ବ୍ୟୁରୋ):,ନୟାପଲୀ ଥାନା ଅନ୍ତର୍ଗତ ସାଲିଆସାହିର ରିଙ୍କୁ ସ୍ବାଇଁ ହତ୍ୟା ଘଟଣାର ୧୪ ମାସ ପରେ ପୋଲିସ ୫ ଅଭିଯୁକ୍ତଙ୍କୁ ବାଲେଶ୍ୱର ଓ ଖୋର୍ଦ୍ଧାରୁ ଗିରଫ କରିଛି। ସେମାନେ…

4 years ago

ଏସ୍‌ଆଇଙ୍କ ବିରୋଧରେ ମହିଳାଙ୍କ ବଳାତ୍କାର ଅଭିଯୋଗ

ଭୁବନେଶ୍ୱର,୨୫।୮(ବ୍ୟୁରୋ): କନ୍ଧମାଳ ଜିଲାରେ କାର୍ଯ୍ୟରତ ଜଣେ ମହିଳା ଏସ୍‌ଆଇ ବଳାତ୍କାରର ଶିକାର ହୋଇଛନ୍ତି। ଏନେଇ ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ କାର୍ଯ୍ୟରତ ଜଣେ ଏସ୍‌ଆଇଙ୍କ ବିରୋଧରେ ଥାନାରେ…

4 years ago

ଓଏଚ୍‌ଆର୍‌ସି: ପୂର୍ଣ୍ଣ ସଦସ୍ୟ ଥାଇ ମାମଲା ବଢୁଛି

ଭୁବନେଶ୍ୱର,୨୫।୮(ବ୍ୟୁରୋ): ପୋଲିସ, ପ୍ରଶାସନଠାରୁ ନ୍ୟାୟ ନ ମିଳିଲେ ସାଧାରଣ ଲୋକେ ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ ଦ୍ୱାରସ୍ଥ ହୋଇଥାନ୍ତି। କମିଶନଙ୍କ ଉପରେ ଭରସା ଥିବାରୁ ମାମଲା ସଂଖ୍ୟା…

4 years ago