ମେଟ୍ରୋ

ନନ୍ଦିଘୋଷ ରଥ ଖୋଲା ଆରମ୍ଭ

ପୁରୀ ଅଫିସ,୧୪ା୮: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ଖୋଲା କାମ ଜାରି ରହିଛି। ବୁଧବାର ବଡଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥ ଖୋଲା ଶେଷ ପରେ ଗୁରୁବାରଠାରୁ ମହାପ୍ରଭୁ…

4 years ago

ଗଞ୍ଜାମରେ ଏକ ତୃତୀୟାଂଶ ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି

ଭୁବନେଶ୍ୱର ୧୪।୮(ବ୍ୟୁରୋ): ଗଞ୍ଜାମର ଏକ ତୃତୀୟାଂଶ ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି ହୋଇଛି। ନିକଟରେ ଶେଷ ହୋଇଥିବା ପ୍ରଥମ ପର୍ଯ୍ୟାୟ ସେରୋ ସର୍ଭିଲାନ୍ସରୁ ଏହା ଜଣାପଡ଼ିଛି। ବ୍ରହ୍ମପୁରରେ…

4 years ago

ଏଥର ଓଡିଶା ବାହାରେ ଓଜେଇଇ ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର,୧୩ା୮(ବ୍ୟୁରୋ)-ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ଏଥର ଓଡ଼ିଶା ବାହାରେ ହେବ ଓଜେଇଇ ପରୀକ୍ଷା କେନ୍ଦ୍ର। ରାଜ୍ୟ ବାହାରେ ୩ଟି ସ୍ଥାନରେ ଅନ୍‌ଲାଇନ ପରୀକ୍ଷା କେନ୍ଦ୍ର କରିବାକୁ ଓଜେଇଇ ନିଷ୍ପତ୍ତି…

4 years ago

ସ୍ବାଧିନତା ଦିବସରେ ସ୍କୁଲକୁ ଆସିବେନି ଛାତ୍ରୀଛାତ୍ର: ଜାରି ହେଲା ଗାଇଡ୍‌ଲାଇନ

ଭୁବନେଶ୍ୱର,୧୩ା୮(ବ୍ୟୁରୋ)-ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ଚଳିତବର୍ଷ ସ୍କୁଲରେ ସ୍ବାଧିନତା ଦିବସ ପାଳନ ନେଇ ଗୁରୁବାର ଗଣଶିକ୍ଷା…

4 years ago

କରୋନାରେ ଘରକୁ ବନ୍ଧୁ ଆଣିବାରୁ ହତ୍ୟା

ଜଗନ୍ନାଥପ୍ରସାଦ,୧୩ା୮(ଡି.ଏନ୍‌.ଏ.)-କରୋନାରେ ଘରକୁ ବନ୍ଧୁ ଆଣିବାରୁ ଘଟିଛି ବିଭତ୍ସ ହତ୍ୟାକାଣ୍ଡ। ଏପରି ଅଭାବନୀୟ ଘଟଣା ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା କରଡାପଲ୍ଲୀ ଗ୍ରାମରେ ବୁଧବାର ମଧ୍ୟରାତ୍ରରେ ଦେଖିବାକୁ ମିଳିଛି।…

4 years ago

ରାଜ୍ୟରେ ସୁସ୍ଥ ହେଲେ ୧୪୨୨ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ ରହିଛନ୍ତି…

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ୨୭ ଜିଲାରୁ ୧୪୨୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୩୭,୯୦୦ରେ ପହଞ୍ଚିଛି। ଏ…

4 years ago

୨୦ ସୁଦ୍ଧା ଦୈନିକ ୫୦ ହଜାର ଟେଷ୍ଟ

ଭୁବନେଶ୍ୱର, ୧୩ା୮(ବ୍ୟୁରୋ) - କରୋନା ମୁକାବିଲାକୁ ରାଜ୍ୟ ସରକାର ଆହୁରି ବ୍ୟାପକ କରିଛନ୍ତି। ବିଶେଷକରି ପଜିଟିଭ୍‌ ଚିହ୍ନଟ ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ରାଜ୍ୟରେ ଗତ ୨୪…

4 years ago

ଆଜି କଟକରୁ ୧୧୫ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୧୩।୮-କଟକ ସହରରୁ ଗୁରୁବାର ପୁଣି ୧୧୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୬୩ ଜଣ, କଣ୍ଟେନମେଣ୍ଟ ଜୋନରୁ ୨୪ ଜଣ…

4 years ago

ବ୍ରହ୍ମପୁରରେ ୩୧ ପ୍ରତିଶତ ଲୋକଙ୍କଠାରେ ଆଣ୍ଟିବଡ଼ି ବିକଶିତ ହୋଇଛି

ଭୁବନେଶ୍ୱର, ୧୩।୮(ବ୍ୟୁରୋ)-ଗ୍ରାମର ଏକ ତୃତୀୟାଂଶ ଲୋକଙ୍କ ନିିକଟରେ ଆଣ୍ଟିବଡ଼ି ସୃଷ୍ଟି ହୋଇଛି। ନିକଟରେ ବ୍ରହ୍ମପୁରରେ ଶେଷ ହୋଇଥିବା ସେରୋ ସର୍ଭିଲାନ୍ସ ସର୍ଭେରୁ ଏହା ଜଣାପଡ଼ିଛି। ବ୍ରହ୍ମପୁରରେ ଗତ…

4 years ago

ଅଙ୍ଗଦାନ କରିଥିବା ୩ ମହିଳାଙ୍କ ପରିବାରକୁ ସୁରଜ ସମ୍ମାନ

ଭୁବନେଶ୍ୱର,୧୩।୮(ବ୍ୟୁରୋ)-ଅଙ୍ଗଦାନ କରିଥିବା ୩ ମହିଳାଙ୍କ ପରିବାରକୁ ମିଳିଛି ସୁରଜ ସମ୍ମାନ। ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଙ୍ଗଦାନ କରିଥିବା ମହିଳାଙ୍କ ପରିବାରଙ୍କୁ ସୂରଜ…

4 years ago