ମେଟ୍ରୋ

ଚାଷୀଙ୍କ ବୀମାଭୁକ୍ତ ଅବଧି ୫ ପର୍ଯ୍ୟନ୍ତ ବଢ଼ିଲା

ଭୁବନେଶ୍ୱର,୩।୮(ବ୍ୟୁରୋ): ଚଳିତ ଖରିଫ୍‌ରେ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀମାନଙ୍କୁ ବୀମାଭୁକ୍ତ କରିବା ପାଇଁ ସମୟସୀମା ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଯେଉଁ ଚାଷୀମାନେ…

4 years ago

ଲଘୁଚାପ ବର୍ଷା ଆଶ୍ୱସ୍ତି ଦେବ

ଭୁବନେଶ୍ୱର,୩।୮(ବ୍ୟୁରୋ): ଶ୍ରାବଣରେ ମୌସୁମୀ ଯେପରି ଉଭାନ ହୋଇଯାଇଛି। ଟାଇଁ ଟାଇଁ ଖରାରେ କ୍ଷେତ ଫାଟି ଆଁ କରିଛି। କେନାଲରେ ପାଣି ନ ଥିବାବେଳେ ଠିକ୍‌ ସମୟରେ ସରକାରଙ୍କ…

4 years ago

ରାଜ୍ୟରେ ଆଉ ୬୮୧ କରୋନା ଆକ୍ରାନ୍ତ ସୁସ୍ଥ: କଟକରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨ା୮(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୬୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥଙ୍କ ମଧ୍ୟରେ କଟକରୁ ସର୍ବାଧିକ ୯୧ ଜଣ ସୁସ୍ଥ ହୋଇଥିବା ବେଳେ ଗଜପତିରୁ ୮୮, କୋରାପୁଟରୁ…

4 years ago

ଖୁବ୍‌ଶୀଘ୍ର ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୨।୮(ବ୍ୟୁରୋ)- ରାଜ୍ୟରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇସାରିଛି। ତେଣୁ ଯୁକ୍ତ୨ ନାମଲେଖା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦିନେ ଦୁଇଦିନ ଭିତରେ ଯୁକ୍ତ୨ ନାମଲେଖା ପାଇଁ…

4 years ago

ଅମିତ ଶାହାଙ୍କ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୮(ବ୍ୟୁରୋ)-କରୋନାରେ ସଂକ୍ରମିତ ହୋଇଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍‌-୧୯ରେ ଆକ୍ରାନ୍ତ ହୋଇ ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା…

4 years ago

ଭୁବନେଶ୍ୱରରେ ଆଉ ୧୧୮ କରୋନା ପଜିଟିଭ

ଭୁବନେଶ୍ୱର,୨।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ରବିବାର ଆଉ ୧୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬୯ ଏବଂ ୪୯ ଲୋକାଲ କଣ୍ଟାକ୍ଟ କେସ। ଏକ ଘରୋଇ ହସ୍ପିଟାଲରୁ…

4 years ago

ଆଜି ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା: ମୋଟ ସଂଖ୍ୟା ୧୯୭କୁ ବୃଦ୍ଧି

ଭୁବନେଶ୍ୱର,୨।୮(ବ୍ୟୁରୋ): ରାଜ୍ୟରେ ଆଉ ୧୦ ମୁଣ୍ଡ ନେଲା କରୋନା। ସୁନ୍ଦରଗଡ଼ ଜିଲାର ୭୩ ବର୍ଷୀୟ ବ୍ୟକ୍ତି(ମଧୁମେହ ସହ ଅନ୍ୟାନ୍ୟ ରୋଗରେ ପୀଡ଼ିତ), ଖୋର୍ଦ୍ଧାର ୫୮ ବର୍ଷୀୟ ବ୍ୟକ୍ତି(ମଧୁମେହରେ…

4 years ago

ଅଗଷ୍ଟ ଆରମ୍ଭରୁ ଡରାଇଲାଣି କରୋନା: ଆଜି ୨୯ ଜିଲାରୁ ଚିହ୍ନଟ ହେଲେ ୧୪୩୪ ଆକ୍ରାନ୍ତ; ମୋଟ ସଂଖ୍ୟା ୩୪ ହଜାର ଟପିଲା

ଭୁବନେଶ୍ୱର,୨।୮(ବ୍ୟୁରୋ): ରାଜ୍ୟରେ ରବିବାର ୧୪୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୮୮୯ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୫୪୫ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ…

4 years ago

ଆଦିତ୍ୟ ମୃତ୍ୟୁ ମାମଲା: ସେବାଶ୍ରମରେ କ୍ରାଇମ୍‌ବ୍ରାଞ୍ଚର ଖୋଳତାଡ଼

ଭୁବନେଶ୍ୱର,୨।୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ଶନିବାର କ୍ରାଇମ୍‌ବ୍ରାଞ୍ଚର ୪ ଜଣିଆ ଟିମ୍‌ ସୁନ୍ଦରପଦାସ୍ଥିତ ପିପୁଲ ଫର୍‌ ସେବାଶ୍ରମକୁ ଯାଇ ଛାନଭିନ୍‌ କରିଛି। ସେବାଶ୍ରମରେ ଥିବା…

4 years ago

ଶୋଷରେ ନୟାପଲ୍ଲୀବାସୀ

ଭୁବନେଶ୍ୱର,୨।୮(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଧୀନ ଓ୍ବାର୍ଡ ନଂ.୩୭ର ନୟାପଲ୍ଲୀ ଅଞ୍ଚଳରେ ପିଇବା ପାଣିର ସମସ୍ୟା ଲାଗି ରହିଛି। ବିଶେଷକରି ନୟାପଲ୍ଲୀର ବେହେରାସାହି, ଆଖଣ୍ଡଳମଣି ମନ୍ଦିର…

4 years ago